-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ପୁଇଁନ୍ତଲା ବ୍ଲକସ୍ତରୀୟ ଓଷ୍ଟା ଟେଷ୍ଟ ପେପର ବଣ୍ଟନ କାର୍ଯ୍ୟକ୍ରମ ଶିକ୍ଷାର ସ୍ତର ସଦାସର୍ବଦା ସମୟ ଭିତ୍ତିକ ଓ ଆଦର୍ଶଯୁକ୍ତ ହେବା ଆବଶ୍ୟକ 

23-Oct-2020




ବଲାଙ୍ଗିର, ୨୩.୧୦ -ପୁଇଁନ୍ତଲା ବ୍ଲକ ସ୍ତରୀୟ ଓଷ୍ଟା ଟେଷ୍ଟ ପେପର ବଣ୍ଟନ କାର୍ଯ୍ୟକ୍ରମ ଡିବିରି ଅନୁଷ୍ଠାନ ତରଫରୁ ଚେଷ୍ଟା କାର୍ଯ୍ୟକ୍ରମ ଜରିଆରେ ବିଲେଇସର୍ଡା ହାଇସ୍କୁଲ ଠାରେ ଅନୁଷ୍ଠିତ ହୋଇଯାଇଛି । ଭାଲେର ହାଇସ୍କୁଲର ପ୍ରଧାନ ଶିକ୍ଷକ ଲୋକନାଥ ସୁନାଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଲୋଇସିଂହା ବିଧାୟକ ଡ. ମୁକେଶ ମହାଲିଙ୍ଗ ଯୋଗ ଦେଇ ଶିକ୍ଷାର ସ୍ତର ସଦା ସର୍ବଦା ସମୟ ଭିତ୍ତିକ ଓ ଆଦର୍ଶ ଯୁକ୍ତ ହେବା ଆବଶ୍ୟକ ତେବେ ଯାଇ ଶିକ୍ଷାର ମୁଳ ଲକ୍ଷ୍ୟ ପୂରଣ ହୋଇପାରିବ ବୋଲି ନିଜ ବକ୍ତବ୍ୟରେ କହିଥିଲେ । ମୁଖ୍ୟ ବକ୍ତା ଭାବେ ବିଇଓ ପୁଇଁନ୍ତଲା ନେପାଲ ଚନ୍ଦ୍ର ବାଗ ନିଜ ବକ୍ତବ୍ୟରେ ନିଷ୍ଠାପର ତଥା ନିରବଚ୍ଛିନ୍ନ ପ୍ରୟାସରେ ସମାଜର ବିକାଶ ସମ୍ଭବ  ବୋଲି କହିବା ସହ ଶାନ୍ତ ସ୍ଥିର ମନରେ ନିରନ୍ତର ପ୍ରୟାସ କଲେ ଲକ୍ଷ୍ୟ ସ୍ଥଳରେ ନିଶ୍ଚିତ ରୂପେ ପହଞ୍ôଚ ପାରିବା ବୋଲି କହିଥିଲେ । ସମ୍ମାନୀତ ଅତିଥି ଭାବେ ପ୍ରଧାନ ଶିକ୍ଷକ ଆଦିତ୍ୟ ବଡପଣ୍ଡା, ସଂଯୋଜକ ଡିବିରି ଅନୁଷ୍ଠାନ ଯୋଗିନ ନାଏକ, ଆଗଲପୁର ଓଷ୍ଟା ସମ୍ପାଦକ ତାରାକାନ୍ତ ମିଶ୍ର, ପୁଇଁନ୍ତଲା ଓଷ୍ଟା ସମ୍ପାଦକ ପୁର୍ଣ୍ଣଚନ୍ଦ୍ର ମେହେର, ଅଧ୍ୟକ୍ଷ ରାଧାଶ୍ୟାମ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବିଲେଇସର୍ଡା ପୁରୁଷୋତ୍ତମ ଭଞ୍ଜ ପ୍ରମୁଖ ଯୋଗଦେଇିଥିଲେ । କାର୍ଯ୍ୟକ୍ରମକୁ ଶିକ୍ଷକ ନାରାୟଣ ମିଶ୍ର ସଂଯୋଜନା କରିଥିବା ବେଳେ ଧନ୍ୟବାଦ ଦେଇଥିଲେ ଶିକ୍ଷକ ରଞ୍ଜିତ ମିଶ୍ର । ବିଲେଇସର୍ଡା ହାଇସ୍କୁଲର ସୌମ୍ୟ ରଞ୍ଜନ ବଣିଆ ଓ ରାଜ କୁଶଲ ମୁଖ୍ୟ ଅତିଥିଙ୍କ ଠାରୁ ଓଷ୍ଟା ଟେଷ୍ଟ ପେପର ଗ୍ରହଣ କରିଥିଲେ । କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ଶିକ୍ଷକ ସୁଧାଂଶୁ ଶେଖର ପଧାନ, ପ୍ରମୋଦ ବିଶ୍ୱାଳ, ଡିବିରି ଅନୁଷ୍ଠାନର କର୍ମକର୍ତ୍ତା କୁନୁ ଦନ୍ତା, ସନ୍ତୋଷ କର୍ମୀ, ଜିତୁ, ବିଦ୍ୟାଳୟର ଛାତ୍ର ମିଲନ ତ୍ରିପାଠୀ, ପୁରାତନ ଛାତ୍ର ଶିବୁ ଭାଟି, ସୁଶାନ୍ତ ସାହୁ, ଗଙ୍ଗାଧର ଭୁଏ । ପୁଇଁନ୍ତଲା ବ୍ଲକର ବିଭିନ୍ନ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଉପସ୍ଥିତ ଥିଲେ । 


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like