-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||     

HOME   ଜିଲ୍ଲା

ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର, ଶାସ୍ତ୍ରୀନଗର ତରଫରୁ ବିଶ୍ୱ ପରିବେଶ ଦିବସ ପାଳିତ

05-Jun-2021



ବଲାଙ୍ଗିର(ପ୍ରେରଣା ଖବର): ଆଜି  ବଲାଙ୍ଗିର ସହର, ଶାସ୍ତ୍ରୀ ନଗରରେ  ସହରାଂଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ମଧ୍ୟରେ ବିଶ୍ଵ ପରିବେଶ ଦିବସ ପାଳିତ ହୋଇଯାଇଛି l
ଉକ୍ତ କାର୍ଯ୍ୟକ୍ରମରେ ନେସନାଲ ପିସ ୟୁନିସନ୍ ଓ ଅଭିନନ୍ଦନ ସେବା ସଂଗଠନର ସକ୍ରିୟ ସହଯୋଗ କ୍ରମେ ଏକ ସ୍ୱଚ୍ଛ ଭାରତ କାର୍ଯ୍ୟକ୍ରମ ଆୟୋଯିତ ହୋଇଥିଲା l ଏହି କାର୍ଯ୍ୟକ୍ରମରେ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରର ପାରିପାର୍ଶ୍ଵିକ ପରିବେଶକୁ ସଫେଇ କରାଯାଇ ଚିକିତ୍ସାଳୟର ବର୍ଯ୍ୟବସ୍ତୁ ପରିଚାଳନା ପାଇଁ ଏକ କର୍ମଶାଳାର ଆୟୋଜନ କରାଯାଇଥିଲା lଏହି କର୍ମଶାଳାରେ ପରିବେଶବିତ୍ ଡା.ମନମୋହନ  ବାଗ  ବୀର୍ଯ୍ୟବସ୍ତୁ ପରିଚାଳନା ଓ ପରିବେଶ ସନ୍ତୁଳନ ପାଇଁ ଅନେକ ତଥ୍ୟ ଉପସ୍ଥାପନ କରିଥିଲେ l

    ଉକ୍ତ କାର୍ଯ୍ୟକ୍ରମରେ ସହରାଚଳ ସ୍ୱାସ୍ଥ୍ୟ କେନ୍ଦ୍ରର ନିର୍ଦେଶକ  ସତ୍ୟ ରଞ୍ଜନ ମିଶ୍ର, ଚେୟାମେନ ର ରବି ରଞ୍ଜନ ପୂଜାରୀ, ସ୍ତ୍ରୀ ଓ ପ୍ରସୂତି ବିଶେଷଜ୍ଞ ଡ. ସ୍ଵାଧୀନ ମିଶ୍ରଙ୍କ ସମେତ ଚିକିତ୍ସାଳୟ ର ମେଡିକାଲ ଅଫିସର ଡା. ଶିବାଶିଷ ରଥ (ଦାନ୍ତ ବିଶେଷଜ୍ଞ ) ଓ ଅନ୍ୟାନ୍ୟ ୟୁ ପି ଏଚ୍ ସି ସଭ୍ୟ ସଭ୍ୟା ଫରମାସିଷ୍ଟ ଗୌରବ ପଧାନ  ସନ୍ତୋଷ ମେହେର (LT) ରାହୁଲ ପାଲ (UPHC DATA Assistant ), ଷ୍ଟାଫ୍ ନର୍ସ ଭାଗ୍ୟବତୀ ଜୁଏଡ଼, ନାଫିସା କୁମାର, ନିରୁମୟୀ, ଯତୀନ ରାଜପୁତ, ବିପିନ ବିହାରୀ ସେଠ, ଅଞ୍ଜଳୀ ନାଗ ପ୍ରମୁଖ ସକ୍ରିୟ ଅଂଶ ଗ୍ରହଣ କରିଥିଲେ l
ଉପରୋକ୍ତ କାର୍ଯ୍ୟକ୍ରମରେ ଆମନ୍ତ୍ରିତ ଅତିଥି ଡା. ମନମୋହନ ବାଘ ଚିକିତ୍ସାଳୟରେ ଵୃକ୍ଷରୋପଣ କରି ପରିବେଶ ଶୁଦ୍ଧତା ସମ୍ପର୍କୀୟ ବକ୍ତବ୍ୟ ଉପସ୍ଥାପନା କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026

You Might Also Like