-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||     

HOME   ରାଜ୍ୟ

ଯୁକ୍ତ ୨ ମୂଲ୍ୟାୟନ ନେଇ ସୂଚନା ଦେଲେ ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ

05-Jun-2021



ଭୁବନେଶ୍ୱର(ଶୁଭାଶିଷ ନାୟକ): ଦ୍ୱାଦଶ ଶ୍ରେଣୀ ପରୀକ୍ଷା ବାତିଲ କରାଯାଇଥିବା ବେଳେ ମୂଲ୍ୟାଙ୍କନ ନେଇ ଏବେ ପ୍ରଶ୍ନ ଉଠିଛି । ଏପରି ସ୍ଥଳେ  ଯୁକ୍ତ ୨ ମୂଲ୍ୟାୟନ ନେଇ ୧୫ ଦିନ ଭିତରେ ବିଶେଷଜ୍ଞ କମିଟି ଗଠନ କରାଯିବ ବୋଲି ସୂଚନା ଦେଇଛନ୍ତି  ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ   । ପିଲାମାନଙ୍କୁ କେମିତି ମାର୍କ ଦିଆଯିବ, ସେ ନେଇ କମିଟି ତର୍ଜମା କରିବ ବୋଲି  ସେ କହିଛନ୍ତି ।
ମନ୍ତ୍ରୀ ସମୀର ଦାଶ   କହିଛନ୍ତି, ମୂଲ୍ୟାୟନ ନେଇ ଏକ ବିଶେଷଜ୍ଞ କମିଟି ଗଠନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଦେ୍ର୍ଧଶ ଦେଇଛନ୍ତି । ଏହି କମିଟି ବିଚାର କରିବ କେମିତି ମୂଲ୍ୟାୟନ କରାଯିବ । ଏହା ମଧ୍ୟରେ ସୁପ୍ରିମକୋର୍ଟ ସିବିଏସ୍ଇ ଓ ଆଇସିଏସ୍ଇକୁ କେମିତି ମୂଲ୍ୟାୟନ କରାଯିବ ସେ ନେଇ ଜଣାଇବାକୁ କହିଛନ୍ତି । ଆବଶ୍ୟକ ସ୍ଥଳେ ଆମ ବିଶେଷଜ୍ଞ କମିଟି ସିବିଏସ୍ଇ ଓ ଆଇସିଏସ୍ଇର ମୂଲ୍ୟାୟନ ପଦ୍ଧତିକୁ ମଧ୍ୟ ଅନୁଧ୍ୟାନ କରିବ ।
ମନ୍ତ୍ରୀ କହିଛନ୍ତି, ଯୁକ୍ତ ୨ ମୂଲ୍ୟାୟନ ନେଇ ଯେତେ ପ୍ରକାର ପ୍ରସଙ୍ଗ ରହିଛି, ସବୁଗୁଡ଼ିକୁ ତର୍ଜମା କରାଯିବ । ବିଶେଷଜ୍ଞ କମିଟି ତା’ର ମତ ରଖି ସାରିବା ପରେ ଆମେ ନିଶ୍ଚିତ ଭାବେ ଯେତେ ଶୀଘ୍ର ସମ୍ଭବ ରେଜଲ୍ଟ ପ୍ରକାଶ କରିବାକୁ ପ୍ରୟାସ କରିବୁ । ସବୁ ଛାତ୍ରଛାତ୍ରୀଙ୍କ ସୁବିଧାକୁ ଦୃଷ୍ଟିରେ ରଖି ସଠିକ୍ ମୂଲ୍ୟାଙ୍କନ କରାଯିବ ବୋଲି ସେ କହିଛନ୍ତି ।
ସୂଚନାଯୋଗ୍ୟ, କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାର ଯୁକ୍ତ ଦୁଇ ପରୀକ୍ଷାକୁ ବାତିଲ ଘୋଷଣା କରିଥିଲେ । ସରକାର ପରୀକ୍ଷା ବାତିଲ କରିବା ସହିତ ବିଶେଷଜ୍ଞ କମିଟିର ପରାମର୍ଶ ଅନୁଯାୟୀ ମୂଲ୍ୟାୟନ କରାଯିବ ବୋଲି ଘୋଷଣା କରିଥିଲେ । ତେବେ ଯେଉଁ ଛାତ୍ରଛାତ୍ରୀ ସେମାନଙ୍କ ମୂଲ୍ୟାୟନରେ ଅସନ୍ତୁଷ୍ଟ ହେବେ, ସେମାନେ ପରୀକ୍ଷା ଦେଇପାରିବେ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି ।


News Comment




Photo in News

Advertisment
Lastest News
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026

You Might Also Like