-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ରାଜ୍ୟ

ଅନଲାଇନରେ ମିଳିବ ଓଡିଶାର ହସ୍ତତନ୍ତ ସାମଗ୍ରୀ; ଉତ୍କଳିକା ଲଞ୍ଚ କଲା ନିଜସ୍ୱ ୱେବସାଇଟ

06-Jun-2021



ଭୁବନେଶ୍ୱର(ଶୁଭାଶିଷ ନାୟକ): ଉତ୍କଳିକାର ନିଜସ୍ୱ ୱେବ୍ସାଇଟ୍ ଲୋକାର୍ପିତ ହୋଇଯାଇଛି । ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ ୱେବସାଇଟକୁ ଭିଡିଓ କନଫେରେନ୍ସିଂ ଯୋଗେ ଲୋକାର୍ପିତ କରିଛନ୍ତି  । www.utkalikaodisha.com ମାଧ୍ୟମରେ ଲଗ୍ ଇନ୍ କରି କିମ୍ବା ଗୁଗୁଲ ପ୍ଲେ ଷ୍ଟୋରରୁ ଉକôଳିକା ଆପ୍ ଡାଉନଲୋଡ୍ କରି ପସନ୍ଦ ମୁତାବକ ହସ୍ତତନ୍ତ ଶାଢ଼ି ଓ ଅନ୍ୟାନ୍ୟ ସାମଗ୍ରୀ ଅର୍ଡର କରିପାରିବେ ଗ୍ରାହକ  ।
ଏବେ  ସମ୍ବଲପୁରୀ ଶାଢୀ ସହିତ ପଟ୍ଟଚିତ୍ର, ଶାଢୀ, ରଘୁରାଜପୁର ପଟ୍ଟଚିତ୍ର, ଜନଜାତି ଅଳଙ୍କାର ଏବଂ ଓଡ଼ିଶା ଗହଣା ଇତ୍ୟାଦି ଏହି ୱେବସାଇଟରେ ଉପଲବ୍ଧ ହେବ  । ନିକଟ ଭବିଷ୍ୟତରେ ବିଭିନ୍ନ ପ୍ରକାରର ଓଡ଼ିଶା କାରିଗରମାନଙ୍କ ଦ୍ୱାରା ପ୍ରସ୍ତୁତ ହସ୍ତଶିଳ୍ପ ଏବଂ ହସ୍ତତନ୍ତ ସାମଗ୍ରୀ ଏହି ୱେବ୍ସାଇଟ୍ ରେ ଉପଲବ୍ଧ କରାଯିବ  ବୋଲି ସୂଚନା ମିଳିଛି । 
ଓଡ଼ିଶାର ବିଭିନ୍ନ ହସ୍ତତନ୍ତ, ବୟନଶିଳ୍ପ ଏବଂ ହସ୍ତଶିଳ୍ପକୁ ଆଧାର କରି ଜୀବିକା ନିର୍ବାହ କରୁଥିବା ବ୍ୟବସାୟୀମାନ ବିଶେଷ ଭାବରେ କ୍ଷତିଗ୍ରସ୍ତ ହେଉଛନ୍ତି  । ଏଣୁ ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ବିଭାଗ ଅନ୍ତର୍ଗତ ଉତ୍କଳିକା ଅନ୍ ଲାଇନ୍ ବ୍ୟବସାୟ ମାଧମରେ ହସ୍ତଶିଳ୍ପ ଓ ହସ୍ତତନ୍ତ ସାମଗ୍ରୀ ବିକ୍ରୟ କରିବାକୁ ମନସ୍ଥ କରାଯାଇଛି  । ଏହା ଦ୍ୱାରା ଉଭୟ ହସ୍ତଶିଳ୍ପୀ ଓ ଗ୍ରାହକମାନେ ଉପକୃତ ହେବେ  । ଏଥିସହ  ଉତ୍କଳିକାର ବ୍ୟବସାୟର ପୁନରୁଦ୍ଧାର ମାନ୍ଦାବସ୍ଥା ମୁକ୍ତିରେ ସହାୟକ ହେବ ବୋଲି ଆଶା କରାଯାଉଛି  । 
ଅନ୍ ଲାଇନ୍ ବ୍ୟବସାୟ ଦ୍ୱାରା ଘରେ ବସି ମଧ୍ୟ ଗ୍ରାହକମାନେ ଉତ୍ତମ ସେବା ପାଇପାରିବେ  । ଉକôଳିକା ମାଧ୍ୟମରେ ମଧ୍ୟ ଉତ୍ପାଦଗୁଡ଼ିକ ଆହୁରି ଅଧିକରୁ ଅଧିକ ଲୋକାଭିମୁଖୀ ହେବାର ସୁଯୋଗ ରହିବ ।  ଗ୍ରାହକମାନଙ୍କ ଚାହିଦା ମୁତାବକ ଉତ୍ପାଦଗୁଡ଼ିକର ଆହୁରି ଆଧୁନିକୀକରଣ ଓ ଯୁଗୋପଯୋଗୀ କରି ଆକର୍ଷଣୀୟ କରିବାର ସଂକଳ୍ପ ନେଇଛି  ।
ଏହି ଲୋକାର୍ପଣ ଉତ୍ସବରେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ କମିଶନର ତଥା ଶାସନ ସଚିବ ଶୁଭା ଶର୍ମା, ଅତିରିକ୍ତ ଶାସନ ସଚିବ ସରୋଜ କୁମାର ପଟେଲ, ହସ୍ତ ଓ କୁଟୀର ଶିଳ୍ପ  ନିର୍ଦେଶକ ସନାତନ ନାୟକ, ଉତ୍କଳିକାର ପରିଚାଳନା ନିର୍ଦ୍ଦେଶିକା ସ୍ୱୟଂପ୍ରଭା ମୁଦୁଲି ଉପସ୍ଥିତ ଥିଲେ  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like