-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ଦେଶ ବିଦେଶ

କରୋନା ଟିକାକୁ ନେଇ ଚମକାଇ ଦେଲା ଭଳି ଲ୍ୟାନସେଟ ରିପୋର୍ଟ । ସ୍ୱାସ୍ଥ୍ୟ ପତ୍ରିକା କହିଲା, ଭାରତ ପ୍ରଜାତି ଭୂତାଣୁ ବିରୋଧରେ ସୁରକ୍ଷା ଦେଇପାରିବ ତୃତୀୟ ଡୋଜ୍

06-Jun-2021



!ଭୁବନେଶ୍ବର (ପ୍ରେରଣା ଖବର ବ୍ୟୁରୋ) :କରୋନା ବିରୋଧୀ ଟିକାର ଦୁଇଟି ଡୋଜ୍ ନେଇଥିବା ବୟସ୍କଙ୍କୁ ତୃତୀୟ ଡୋଜ୍ ଆବଶ୍ୟକ ହୋଇପାରେ । ସ୍ୱାସ୍ଥ୍ୟ ସଂପର୍କିତ ଅନ୍ତର୍ଜାତୀୟ ପତ୍ରିକା ‘ଲାନସେଟ୍’ରେ ଏଭଳି ରିପୋର୍ଟ ପ୍ରକାଶ ପାଇଛି । ବିଶେଷଜ୍ଞ ଡାକ୍ତରଙ୍କ କହିବା ହେଲା ଭାରତ ପ୍ରଜାତିର ଭୂତାଣୁ ‘ଡେଲଟା’ ବିରୋଧରେ ସୁରକ୍ଷା ପାଇଁ କରୋନା ଟିକାର ଏକ ତୃତୀୟ ଡୋଜ୍ ଆବଶ୍ୟକ ହେବ । ଯଦିଓ ଆମେରିକା ପ୍ରସ୍ତୁତ ଫାଇଜର ଟିକା ବାବଦରେ ଏହି ତଥ୍ୟ ଦିଆଯାଇଛି । ଅର୍ଥାତ ଯେଉଁ ବୟସ୍କମାନେ ଫାଇଜର ଟିକାର ଦୁଇଟି ଡୋଜ୍ ନେଇଛନ୍ତି, ସେମାନଙ୍କୁ ଭାରତ ପ୍ରଜାତିର ଡେଲଟା ଭୂତାଣୁ ବିରୋଧରେ ସୁରକ୍ଷା ପାଇଁ ଆଉ ଗୋଟିଏ ଡୋଜ୍ ନେବାକୁ ପଡିପାରେ ।*କାରଣ ଏକାଧିକ ବ୍ୟକ୍ତିଙ୍କ ଉପରେ ଗବେଷଣା କରି ଦେଖାଯାଇଛି ଯେ, ଫାଇଜର ଟିକାର ଦୁଇଟି ଡୋଜ୍ ନେଇଥିଲେ ମଧ୍ୟ ଡେଲଟା ଭୂତାଣୁ ବିରୋଧରେ ଏହା ଆବଶ୍ୟକ ପରିମାଣର ପ୍ରତିରୋଧ ଶକ୍ତି ତିଆରି କରିପାରୁ ନାହିଁ । ତେବେ ଅନ୍ୟ କରୋନା ଟିକା ବିରୋଧରେ ଏହି ପରୀକ୍ଷଣ କରାଯାଇ ନାହିଁ । ତେଣୁ ଆମ ଦେଶରେ ବ୍ୟବହାର ହେଉଥିବା କୋଭିସିଲ୍ଡ ଓ ଦେଶୀ ଟିକା କୋଭାକ୍ସିନର ତୃତୀୟ ଡୋଜ୍ ଆବଶ୍ୟକ ପଡିବ ନା ନାହିଁ, ତାହା ରିପୋର୍ଟରେ କୁହାଯାଇ ନାହିଁ । ପୂର୍ବରୁ କୋଭାକ୍ସିନ ଟିକା ଭାରତ ପ୍ରଜାତିର ଭୂତାଣୁ ବିରୋଧରେ ବେଶ ପ୍ରଭାବୀ ବୋଲି ଦାବି କରିଥିଲା ଏହାର ନିର୍ମାତା ଭାରତ ବାୟୋଟେକ୍ । ଏପରିକି ଦକ୍ଷିଣ ଆଫ୍ରିକା ଓ ବ୍ରିଟେନ ପ୍ରଜାତିର ଭୂତାଣୁ ବିରୋଧରେ ମଧ୍ୟ ଏହା ଆଂଟିବଡି ବା ପ୍ରତିରୋଧ ଶକ୍ତି ତିଆରି କରିବାରେ ସମର୍ଥ ବୋଲି ଦାବି କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like