-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ଜିଲ୍ଲା

ଦୁର୍ଗମ ଅଞ୍ଚଳରେ ରାସନ ସାମଗ୍ରୀ ବଣ୍ଟନ କଲେ ଓୟୁଜେ ଗଣମାଧ୍ୟମ ପ୍ରତିନିଧି

06-Jun-2021



କନ୍ଧମାଳ,(ପ୍ରେରଣା ଖବର ବ୍ୟୁରୋ): କନ୍ଧମାଳ ଜିଲ୍ଲା ଖଜୁରୀପଡା ବ୍ଲକରେ କାର୍ଯ୍ୟରତ ଓୟୁଜେ ସଂଘ ଗଣମାଧ୍ୟମ ପ୍ରତିନିଧି ମାନେ ରବିବାର ଖଜୁରୀପଡା ବ୍ଲକର ଅପହଞ୍ଚ ଇଲାକା କୁନ୍ଦା, ଦାରେଜୁ,ମୁଣ୍ଡାବ୍ରଡି ଆଦି ଗ୍ରାମକୁ ଯାଇ ସେଠାରେ ବସବାସ କରୁଥିବା ୬୨ ପରିବାରଙ୍କୁ  ରାସନ ସାମଗ୍ରୀ ସହ ସାବୁନ, ମାସ୍କ, ସାନିଟାଇଜର ଆଦି ବଣ୍ଟନ କରିଛନ୍ତି।ସେହିଭଳି ସୋମବାର ଦିନ  ମଧ୍ଯ ଖଜୁରୀପଡାରେ କିଛି ଗରୀବ ପରିବାର ସହ କିଛି ଶ୍ରମିକମାନଙ୍କୁ ମଧ୍ଯ ରାସନ ସାମଗ୍ରୀ, ମାସ୍କ ସାନିଟାଇଜର ସାବୁନ ଆଦି ବଣ୍ଟନ କରାଯିବ ବୋଲି ଗଣମାଧ୍ୟମ ପ୍ରତିନିଧି ମାନେ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ବର୍ତ୍ତମାନ କୋଭିଡ ମହାମାରୀ ସମୟରେ ଦୁର୍ଗମ ଅଞ୍ଚଳରେ ରହିଥିବା ଗ୍ରାମାଞ୍ଚଳର ଜନସାଧାରଣଙ୍କୁ ରାସନ ସାମଗ୍ରୀ ବଣ୍ଟନ ସହ ସଚେତନତା କରିବାକୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଥିବା ବେଳେ ପ୍ରଥମ ଥର ପାଇଁ ଖଜୁରୀପଡା ବ୍ଲକ ଓୟୁଜେ  ଗଣମାଧ୍ୟମ ପ୍ରତିନିଧି ମାନଙ୍କ ଦ୍ୱାରା ରାସନ ସାମଗ୍ରୀ ଏବଂ ମାସ୍କ ସାନିଟାଇଜର ସାବୁନ ଆଦି ଗ୍ରହଣ କରି ସମସ୍ତେ ଖୁସିବ୍ୟକ୍ତ କରିଥିଲେ।ଏହି ଦୁର୍ଗମ ଅଞ୍ଚଳକୁ ଯାତାୟତ ପାଇଁ କୌଣସି ସ୍ଥାୟୀ ରାସ୍ତା ନଥିବା ବେଳେ ସେସବୁ ଅଞ୍ଚଳର ଜନସାଧାରଣଙ୍କ ସରକାରୀ ସହାୟତା ନେବାକୁ ହେଉ କିମ୍ବା କୌଣସି କାର୍ଯ୍ୟ ରେ ଖଜୁରୀପଡା ଆସିବାକୁ ବହୁକଷ୍ଟ ସ୍ୱୀକାର କରୁଥିବା ନେଇ  ଅନେକ ସମୟରେ ଖବର ପ୍ରକାଶ ପାଉଥିବା ବେଳେ ଗଣମାଧ୍ୟମ ପ୍ରତିନିଧି ମାନେ ମଧ୍ଯ ବହୁବାର ସେଠାକାର ଜନସାଧାରଣଙ୍କ ସମସ୍ୟା ପ୍ରତି ଜଡିତ ରହିଆସିଛନ୍ତି। ସେଥିପାଇଁ ସେହି ଅଞ୍ଚଳର ଜନସାଧାରଣଙ୍କ ପାଇଁ ଆଜି ଏହି ମହତ୍ବପୂର୍ଣ୍ଣ କାର୍ଯ୍ୟ ଉକ୍ତ ଅଞ୍ଚଳରେ କରାଯାଇଥିବା ବେଳେ ଏଥିରେ  ମୁଖ୍ଯ ଅତିଥି ଭାବେ ଖଜୁରୀପଡା ତହସିଲଦାର ଶ୍ରୀମତୀ ସ୍ୱପ୍ନିତା ନାୟକ  ଯୋଗଦାନ କରି  ଏହାର ଶୁଭାରମ୍ଭ କରିଥିଲେ। ସେହିଭଳି ସମ୍ମାନୀତ ଅତିଥି ଭାବେ ଖଜୁରୀପଡା ରାଜସ୍ବ ନିରୀକ୍ଷକ ଶ୍ରୀ ଅମିୟ ଭୂଷଣ ରାମ, ଖଜୁରୀପଡା ଲ୍ୟାମ୍ପସ ପରିଚାଳନା ନିର୍ଦେଶକ କୃପାସିନ୍ଧୁ ସାହୁଙ୍କ ସହ କୁନ୍ଦା ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ପ୍ରଭାତ କୁମାର ପ୍ରଧାନ ଏବଂ

ସ୍ୱେଚ୍ଛାସେବୀ ଭାବେ ପ୍ରମୋଦ କୁମାର ମଲିକ,ମୀନାକ୍ଷୀ ସାହାଣୀ ପ୍ରମୁଖ ଉପସ୍ଥିତ ରହି ସାମଗ୍ରୀ ବଣ୍ଟନ ରେ ସହଯୋଗ କରିଥିଲେ।ଖଜୁରୀପଡା ବ୍ଲକର କାର୍ଯ୍ୟରତ ସମସ୍ତ ଗଣମାଧ୍ୟମ ପ୍ରତିନିଧି  ମାନଙ୍କ ସହଯୋଗ ରେ ହୋଇଥିବା ଏହି  କାର୍ଯ୍ୟକ୍ରମ ରେ ଯୋଗଦାନ କରିଥିବା ସମସ୍ତ ଅତିଥି ଙ୍କ ସହ ସାମଗ୍ରୀ ଗ୍ରହଣ କରିଥିବା ସମସ୍ତ ପରିବାର ଗଣମାଧ୍ୟମ ପ୍ରତିନିଧି ମାନଙ୍କ ଏଭଳି ମହତ୍ବପୂର୍ଣ୍ଣ କାର୍ଯ୍ୟ ପାଇଁ ଧନ୍ଯବାଦ ଅର୍ପଣ କରିଥିଲେ।ସେହିଭଳି ଖଜୁରୀପଡା ବ୍ଲକ ଓୟୁଜେ ସାମ୍ବାଦିକମାନଙ୍କ ତରଫରୁ ହୋଇଥିବା କାର୍ଯ୍ୟକ୍ରମକୁ କନ୍ଧମାଳ ଜିଲ୍ଲା ଓୟୁଜେ ସଂଘ ସଭାପତି ପ୍ରଶାନ୍ତ କୁମାର ବେହେରା ଧନ୍ଯବାଦ ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like