-+91-9937148622 |

prerana_bgr@rediffmail.com |

  Monday 22nd June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଲୁହୂରମୁଣ୍ଡା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   (22-Jun-2026)       ||      *ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା ପଂଚାୟତ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (22-Jun-2026)       ||      .*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||      ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   (21-Jun-2026)       ||      ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   (21-Jun-2026)       ||      ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   (21-Jun-2026)       ||      ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ    (21-Jun-2026)       ||      ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ    (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   (21-Jun-2026)       ||      ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      *ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   (21-Jun-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର: ଯୁବ ବର୍ଗଙ୍କ ପାଇଁ ଆସିଲା ଖୁସି ଖବର, 18 ରୁ 44 ବର୍ଷ ପାଇଁ ମିଳିବ ଟୀକା : ପ୍ରଥମ ପର୍ଯ୍ୟାୟରେ ସୋନପୁର ମୁନିସିପାଲିଟିର 4ଟି ସ୍ଥାନରେ ବ୍ୟବସ୍ଥିତ 7ଟି ଟୀକାକରଣ କେନ୍ଦ୍ରରେ ପଂଜିକୃତ ହିତାଧିକାରୀଙ୍କୁ ଟୀକାକରଣ

06-Jun-2021



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ) :ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ  ତରଫରୁ ତା 08/06/21 ଓ ତା 09/06/21 ରେ ସୋନପୁର ମୁନିସିପାଲିଟି ର 4ଗୋଟି ସ୍ଥାନରେ ବ୍ୟବସ୍ଥିତ 7ଟି ଟୀକାକରଣ କେନ୍ଦ୍ର ଯଥା  -ସଂସ୍କୃତି ଭବନ, (2ଟି କେନ୍ଦ୍ର ), ମଙ୍ଗଳା ବଜାର ନିକଟସ୍ଥ ମହିଳା ମହାବିଦ୍ୟାଳୟ, (2ଟି କେନ୍ଦ୍ର), ସରକାରୀ ମହାବିଦ୍ୟାଳୟ, ସୋନପୁର (2ଟି କେନ୍ଦ୍ର )ଓ ମାରୱାଡି ଧର୍ମଶାଳା-ଭଗବତୀପ୍ଲଟ, ସୋନପୁର, (ଗୋଟିଏ କେନ୍ଦ୍ର) ରେ କେବଳ ପଂଜିକୃତ କରି ନିଯୁକ୍ତି ଚିଠା ପାଇଥିବା  18 ରୁ 44 ବର୍ଷ ର  ହିତାଧିକାରୀ ଙ୍କୁ ପ୍ରଥମ ଡୋଜ ଟୀକା ପ୍ରଦାନ କରାଯିବ l 
ଉକ୍ତ ଦିନ ଗୁଡିକରେ  ପ୍ରଥମ ଡୋଜ ଟୀକାକରଣ ପାଇଁ  ଯୋଗ୍ୟ ପଂଜିକୃତ  ହିତାଧିକାରୀ ନିଜର ନିଯୁକ୍ତି ଚିଠା (ମୋବାଇଲ ମେସେଜ/ଚିଠାର ହାର୍ଡ କପି )ପଞ୍ଜିକରଣ ସମୟରେ ବ୍ୟବହୃତ ପରିଚୟ ପତ୍ର ,ସାଙ୍ଗରେ ଆଣି ସୂଚିତ  ନିର୍ଦ୍ଧାରିତ ସମୟରେ ଉଦ୍ଧିଷ୍ଟ ଟୀକାକରଣ କେନ୍ଦ୍ରକୁ ପହଂଚି ଟୀକା ଗ୍ରହଣ କରିବେ l ବିନା କୌଣସି ସୂଚନା ରେ ଟୀକାକେନ୍ଦ୍ର କୁ ଯାଇ ହଇରାଣ ନ ହେବା କିମ୍ବା କେନ୍ଦ୍ର ରେ ଅଯଥାରେ ଭିଡ଼ ନ କରିବାକୁ ସ୍ୱାସ୍ଥ୍ୟ ବିଭାଗ ତରଫରୁ ଅନୁରୋଧ କରାଯିବା ସହ ଯେତେବେଳେ ଯାହାର ପାଳି ଆସୁଛି ସେମାନେ କେବଳ କେନ୍ଦ୍ରକୁ ଆସିବାକୁ ପରାମର୍ଶ ଦିଆଯାଉଛି l ଏହି ଟୀକାକରଣ ସକାଳ 09 ରୁ ସନ୍ଧ୍ୟା 05 ଘଣ୍ଟା ପର୍ଯ୍ୟନ୍ତ ଚାଲୁ ରହିବ l ପୁନଶ୍ଚ ଟୀକାନେବା ନିମନ୍ତେ 18 ରୁ 44 ବର୍ଷ ପାଇଁ ଯେଉଁମାନେ ଅନଲାଇନ ରେ ରେଜିଷ୍ଟ୍ରସନ କରାଇ ନାହାନ୍ତି ସେମାନେ ନିଶ୍ଚିତ ଭାବେ ପୂର୍ବରୁ ପଞ୍ଜିକରଣ କରାଇ ସ୍ଲଟ ଅନୁସୂଚିତ କରାଇନେବାକୁ ଅନୁରୋଧ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଲୁହୂରମୁଣ୍ଡା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   22-Jun-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   22-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା ପଂଚାୟତ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   22-Jun-2026
  ଜିଲ୍ଲା  
.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   22-Jun-2026
  ଜିଲ୍ଲା  
ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   22-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   22-Jun-2026
  ଜିଲ୍ଲା  
*ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   21-Jun-2026
  ଜିଲ୍ଲା  
ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   21-Jun-2026
  ଜିଲ୍ଲା  
ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ   21-Jun-2026
  ଜିଲ୍ଲା  
ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026

You Might Also Like