-+91-9937148622 |
prerana_bgr@rediffmail.com |
Monday 22nd June 2026 |
R.N.I. Regd No. ODIODI/2010/46693
Breaking News
07-Jun-2021
ଭୁବନେଶ୍ୱର(ଶୁଭାଶିଷ ନାୟକ) : କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଛି । ଏବେ ସେ ସୁସ୍ଥ ଥିବା ବେଳେ ତାଙ୍କର ଚିକିତ୍ସା ଚାଲିଥିବା ସୂଚନା ମିଳିଛି ।
ଗତକାଲି ଶ୍ରୀ ବାହିନୀପତି କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ । ରିପୋର୍ଟ ପିଜିଟିଭ୍ ଆସିବା ପରେ ସେ କିଛି ଦିନ ବ୍ୟବଧାନରେ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ କରୋନା ଟେଷ୍ଟ କରାଇ ନେବାକୁ ଅନୁରୋଧ କରିଥିଲେ । ତାରା ବାହନୀପତିଙ୍କୁ ସମେତ କଂଗ୍ରେସର ବହୁ ନେତା କରୋନା ପଜିଟିଜ ଚିହ୍ନଟ ହୋଇ ସୁସ୍ଥ ହୋଇ ସାରିଲେଣି ।