-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ରାଜ୍ୟ

କମୁଛି ସଂକ୍ରମଣ; ରାଜ୍ୟରେ ୭ ହଜାର ତଳକୁ ଖସିଲା ଦୈନିକ ସଂକ୍ରମିତଙ୍କ ସଂଖ୍ୟା

07-Jun-2021




ଭୁବନେଶ୍ୱର(ଶୁଭାଶିଷ ନାୟକ): ରାଜ୍ୟରେ କରୋନା ସଂକ୍ରମଣ ଧିରେ ଧିରେ କମିବାରେ ଲାଗିଛି । ବିଗତ  କିଛି ଦିନ ଧରି ସଂକ୍ରମିତଙ୍କ ସଂଖ୍ୟା ୭ ହଜାର ଉପରେ ରହୁଥିବା ବେଳେ  ଆଜି ଆସିଥିବା ରିପୋର୍ଟରେ ଏହି ସଂଖ୍ୟା ୬ ରୁ ସାମା୍ୟ ଅଧିକ ରହିଛି ।  ଗତ ୨୪ ଘଣ୍ଟାରେ ରାଜ୍ୟରେ ୬୧୧୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ  ଆଉ ୪୧ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୩୪୫୩ କ୍ୱାରେଣ୍ଟାଇନ୍ରେ ବାହାରିଥିବା ବେଳେ ବାକି ୨୬୬୫ଟି ହେଉଛି ଲୋକାଲ୍ କେସ୍ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
କଟକ ଜିଲ୍ଲାରୁ ସର୍ବାଧିକ ୬୪୦ ଜଣ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରେ ୪୯୫ ଜଣ ନୂଆ ପଜିଟିଜ୍ ଚିହ୍ନଟ ହୋଇଛନ୍ତି । ସେହିପରି ଯାଜପୁର ଜିଲ୍ଲାରୁ ୫୬୩ ଜଣ ଚିହ୍ନଟ ହୋଇଥିବା ବେଳେ ଅନୁଗୋଳରୁ ୪୧୬, ବାଲେଶ୍ୱରରୁ ୧୯୫, ବରଗଡ଼ରୁ ୧୬୪, ଭଦ୍ରକରୁ ୨୨୮, ବଲାଙ୍ଗିରରୁ ୮୩, ବୌଦ୍ଧରୁ ୧୧୨, ଦେବଗଡ଼ରୁ ୨୯, ଢେଙ୍କାନାଳରୁ ୧୨୩, ଗଜପତିରୁ ୩୦, ଗଞ୍ଜାମରୁ ୯୩, ଜଗତସିଂହପୁରରୁ ୨୧୮, ଝାରସୁଗୁଡ଼ାରୁ ୮୬, କଳାହାଣ୍ଡିରୁ ୮୦, କନ୍ଧମାଳରୁ ୧୪୩, କେନ୍ଦ୍ରାପଡ଼ାରୁ ୨୨୭, କେନ୍ଦୁଝରରୁ ୧୫୫, କୋରାପୁଟରୁ ୧୮୦, ମାଲକାନଗିରିରୁ ୧୦୭, ମୟୂରଭଞ୍ଜରୁ ୩୫୨, ନବରଙ୍ଗପୁରରୁ ୧୬୬, ନୟାଗଡ଼ରୁ ୧୬୧, ନୂଆପଡ଼ାରୁ ୩୬, ପୁରୀରୁ ୩୯୮, ରାୟଗଡ଼ାରୁ ୧୦୮, ସମ୍ବଲପୁରରୁ ୧୦୩, ସୋନପୁରରୁ ୫୨ ଓ ସୁନ୍ଦରଗଡ଼ରୁ ୨୭୨ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଷ୍ଟେଟ୍ ପୁଲ୍ରୁ ୧୦୩ ଜଣ ଚିହ୍ନଟ ହୋଇଛନ୍ତି ।
୬୧୧୮ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୧୯ ହଜାର ୨୧୪ରେ ପହଞ୍ଚିଛି । ସେମାନଙ୍କ ମଧ୍ୟରୁ ୭ ଲକ୍ଷ ୩୯ ହଜାର ୩୭୬ ଜଣ ସୁସ୍ଥ ହୋଇସାରିଛନ୍ତି । ୭୬ ହଜାର ୭୫୦ ଜଣ ଏବେ ସକ୍ରିୟ ଆକ୍ରାନ୍ତ  ଅଛନ୍ତି । ସେହିପରି ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୦୩୫କୁ ବୃଦ୍ଧି ପାଇଛି । କେବଳ ଖୋର୍ଦ୍ଧା ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୦୦ ଅତିକ୍ରମ କରି ଯାଇଛି । ଏହି ଜିଲ୍ଲାରେ ଏଯାବତ୍ ୫୦୧ ଜଣ କରୋନାରେ ପ୍ରାଣ ହରାଇସାରିଲେଣି ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like