-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ରାଜନୀତି

ଭାରତାୟ ଜନତା ପାର୍ଟିରୁ ଇସ୍ତଫା ଦେଇଥିବା ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ଏକନାଥ ଖଡସେ ଏନସିପିରେ ସାମିଲ

24-Oct-2020



ମୁମ୍ବାଇ- ଭାରତାୟ ଜନତା ପାର୍ଟିରୁ ଇସ୍ତଫା ଦେଇଥିବା ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ଏକନାଥ ଖଡସେ ଶୁକ୍ରବାର ଏନସିପିରେ ସାମିଲ ହୋଇଛନ୍ତି। ଏନସିପି ମୁଖ୍ୟ ଶରଦ ପାୱାରଙ୍କ ଉପସ୍ଥିତିରେ ସେ ଏନସିପି ହାତ ଧରିଛନ୍ତି। ଏନସିପିରେ ସାମିଲ ହେବା ପରେ ଖଡସେ ବିଜେପି ଉପରେ ପ୍ରବଳ ବର୍ଷିଛନ୍ତି। କହିଛନ୍ତି ଯେ ମତେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ଧମକ ଦିଆଯାଉଛି। ମହାରାଷ୍ଟ୍ର ରାଜନୀତିର ଏହି ଭେଟେରାନ ନେତା କହିଲେ ଯେ ବିଜେପିରେ ମତେ ବହୁତ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଛି। ହେଲେ ମୁଁ କେବେ ପଛକୁ ହଟେନାହିଁ। ମୋ ବିରୋଧରେ ଅଭିଯୋଗ କରିବା ପାଇଁ କିଛି ମହିଳାଙ୍କୁ ନିଆଯାଇଥିଲା। ମତେ କୁହାଯାଇଛି ଯେ ମୁଁ ଦଳ ପରିବର୍ତ୍ତନ କଲେ ସେମାନେ ମୋ ପଛରେ ଇଡି ଲଗାଇଦେବେ। ହେଲେ ସେମାନେ ମୋ ପଛରେ ଇଡି ଲଗାଇଲେ ମୁଁ ତାଙ୍କ ସିଡି ଖୋଲିଦେବି 

ଦିଲ୍ଲୀର କେତେଜଣ ବରିଷ୍ଠ ନେତା ମତେ ଏନସିପିରେ ଯୋଗଦେବାକୁ ପରାମର୍ଶ ଦେଇଥିଲେ। ବିଜେପିରେ ଏମିତି ଅନେକ ବରିଷ୍ଠ ନେତା ଅଛନ୍ତି ଯେଉଁମାନେ ମୁହଁ ଖୋଲିବାକୁ ଚାହୁଁଛନ୍ତି କିନ୍ତୁ କହିପାରୁନାହାନ୍ତି। ମତେ ଜମି ସ୍କାମ୍ ଅଭିଯୋଗର ସାମନା କରିବାକୁ ପଡ଼ିଲା। ହେଲେ ମୁଁ ଜାଣିଛି, କେଉଁ ଲୋକ କେତେ ଜମି ହାସଲ କରିଛନ୍ତି। କିଛିଦିନ ପରେ ଏ ତଥ୍ୟ ମୁଁ ଦେବି। ଏନସିପି ମୁଖ୍ୟ ପାୱାର କହିଥିଲେ, ଏକନାଥ ଖଡସେ ଯାହା ଚାହାଁନ୍ତି ତାହା କରନ୍ତି। ତେବେ ସେ ମନ୍ତ୍ରିମଣ୍ଡଳରେ ସାମିଲ ହେବେ କି ନାହିଁ ପ୍ରଶ୍ନର ଉତ୍ତରରେ ପାୱାର କହିଲେ, ଏବେ ମନ୍ତ୍ରିମଣ୍ଡଳ ପରିବର୍ତ୍ତନର ସମ୍ଭାବନା ନାହିଁ। ସୂଚନାଯୋଗ୍ୟ, ୨୦୧୫ରେ ଏକନାଥ ଖଡସେ ଦେବେନ୍ଦ୍ର ଫଡନବିସ ସରକାରରୁ ଇସ୍ତଫା ଦେଇଥିଲେ। ସେବେଠାରୁ ତାଙ୍କ ରାଜନୈତିକ କ୍ୟାରିୟର ଉପରେ ସନ୍ଦେହ ରହିଥିଲା।*


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like