-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ରାଧାକୃଷ୍ଣ ମନ୍ଦିର ଠାରେ ଅମୃତ ଧାରା ପ୍ରକଳ୍ପ ଉଦ୍‌ଘାଟିତ

07-Jun-2021



ବଲାଙ୍ଗିର(ପ୍ରେରଣା ଖବର)-ଆଜି ଭିମଭୋଇ ମେଡିକାଲ କଲେଜ ହସ୍‌ପିଟାଲ ସମ୍ମୁଖରେ ଥିବା ରାଧାକୃଷ୍ଣ ମନ୍ଦିର ଠାରେ ଏକ ଅମୃତଧାରା ପ୍ରକଳ୍ପ  ବଲାଙ୍ଗିରର ଉପଜିଲ୍ଲାପାଳ ଲମ୍ବୋଦର ଧରୁଆଙ୍କ ଦ୍ୱାରା ଉଦ୍‌ଘାଟିତ ହୋଇଅଛି । ଏହି ଅବସରରେ ତୁଷୁରା ତହସିଲଦାର ଚନ୍ଦ୍ରମଣି ନାଗଙ୍କୁ କୋଭିଡ୍ ଯୋଦ୍ଧା ଭାବରେ ଉପଜିଲ୍ଲାପାଳ ଶ୍ରୀ ଧରୁଆ ମାନପତ୍ର ଓ ଉପଢୈାକନ ଦେଇ ସମ୍ବର୍ଦ୍ଧିତ କରିଥିଲେ । ଜିଲ୍ଲା ରେଡକ୍ରସ ସୋସାଇଟିର ଉପାଧ୍ୟକ୍ଷ ବିଷ୍ଣୁ ପ୍ରସାଦ କେଡିଆଙ୍କ ସଂଯୋଜନାରେ ଏହି କାର୍ଯ୍ୟକ୍ରମରେ ମାରୱାଡି ମହିଳା ସମିତିର ଅଧ୍ୟକ୍ଷା ନିରୁଦେବୀ ଅଗ୍ରୱାଲ, ସମ୍ମେଳନର ସଂପାଦକ ମୋହନଲାଲ ଅଗ୍ରୱାଲ, ଜିଲ୍ଲା ବ୍ୟବସାୟୀ ସଂଘର ସଂପାଦକ ବଳରାମ ଅଗ୍ରୱାଲ, ବରିଷ୍ଠ ରୋଟାରିଆନ ଭଜନଲାଲ ଅଗ୍ରୱାଲ, ଯୁବାମଞ୍ଚର ଅଧ୍ୟକ୍ଷ ଅମିତ ଚୈାଧୁରୀ, ସଂପାଦକ ଭିଲେସ ଜୈନ, ପୂର୍ବତନ ସଭାପତି ଆଶିଷ ଚୈାଧୁରି, ବିରେନ ଅଗ୍ରୱାଲ, ମହିଳା ସମିତିର ମୀରାଦେବୀ କେଜ୍ରିୱାଲ, ଶାନ୍ତିଲତା, କଳ୍ପନା ଅଗ୍ରୱାଲ ତଥା ବାବୁଲାଲ ଖେଡିଆ ବିଶେଷ ଭାବରେ ସହଯୋଗ କରିଥିଲେ । ମହିଳା ସମିତିର ସଦସ୍ୟା ରୁକମା  ଅଗ୍ରୱାଲଙ୍କ ଶାଶୁ ସୁଭଦ୍ରା ଦେବୀ ତଥା ବରିଷ୍ଠ ଯୁବମଞ୍ଚର କର୍ମକର୍ତ୍ତା ଗଜାନନ ଅଗ୍ରୱାଲଙ୍କ ପିତା ନରସିଂହ ଅଗ୍ରୱାଲ ଏବଂ ଶାନ୍ତିଲତା ଅଗ୍ରୱାଲଙ୍କ ୫୦ତମ ବିବାହ ବାର୍ଷିକ ଉପଲକ୍ଷେ ଏହି ପ୍ରକଳ୍ପ ସ୍ଥାପନ କରାଯାଇଥିଲା । ରୋଟାରିଆନ ମନୋଜ ଅଗ୍ରୱାଲ ଉପସ୍ଥିତ ଅତିଥି ତଥା ସମସ୍ତ କର୍ମକର୍ତ୍ତାଙ୍କୁ ଯୋଗଦେଇଥିବାରୁ ଧନ୍ୟବାଦ              ଦେଇଥିଲେ ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like