-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଠାରେ ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ମହିଳା ଶାଖାର ପ୍ରଥମ ବୈଠକ

07-Jun-2021



ବଲାଙ୍ଗିର,(ପ୍ରେରଣା ଖବର)- ବଲାଙ୍ଗିର ନବ ଗଠିତ ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ମହିଳା ଶାଖାର ପ୍ରଥମ ଭର୍ଚ୍ଚୁଏଲ ବୈଠକ ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ପୂର୍ବ କ୍ଷେତ୍ରର ମହାମନ୍ତ୍ରୀ ରାମଚନ୍ଦ୍ର ସ୍ୱାଇଁ ଏଥିରେ ଯୋଗ ଦେଇ ମହିଳାମାନଙ୍କର ସମାଜ ଗଠନରେ ଭୂମିକା ଓ ଖାଉଟି ମାମଲାରେ ସେମାନଙ୍କର ସହଭାଗିତା ଉପରେ ବର୍ଣ୍ଣନା କରି ଖାଉଟି ମାମଲାରେ ପୁରୁଷମାନଙ୍କ ଅପେକ୍ଷା ମାଁମାନଙ୍କର ବିଶେଷ ଭୂମିକା ରହିଛି ବୋଲି ସେ କହିଥିଲେ । ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ରାଜ୍ୟ ମହିଳା ପ୍ରମୁଖ ବିଜୁ ପଟ୍ଟନାୟକ ମହାବିଦ୍ୟାଳୟ ସଂସ୍କୃତ ବିଭାଗ ମୁଖ୍ୟ ଓ ଏସ୍‌ଏସ୍‌ଜି ରାଜ୍ୟ କାର୍ଯ୍ୟକାରୀ ସଦସ୍ୟା ଜୟଶ୍ରୀ ମଲ୍ଲିକ ଯୋଗଦେଇ ଗ୍ରାହକ ପଞ୍ଚାୟତର ମହିଳାମାନଙ୍କର କାର୍ଯ୍ୟ ଓ ତାଙ୍କ ଭୂମିକା ସଂପର୍କରେ ଅବଗତ କରାଇଥିଲେ । ଜିଲ୍ଲା ସଭାପତି ଗୋପବନ୍ଧୁ ଶତପଥୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକକୁ ରଂଜିତା ମିଶ୍ର ପରିଚାଳନା କରିଥିଲେ । ସଭାକୁ ଆରମ୍ଭରୁ ମାଳତି ଉଦ୍‌ଗାତା ସଂଗଠନ ମନ୍ତ୍ର ପାଠ କରିଥିଲେ । ଏହି ବୈଠକରେ ରାଉରକେଳାର ସରିତା ପଣ୍ଡା, ସିଲି ମହାନ୍ତି, ସୁନ୍ଦରଗଡର ସାମ୍ବାଦିକା ମୀନାକ୍ଷୀ ନାଏକ, ଏଡଭୋକେଟ ମଞ୍ଜୁ ପଟେଲ, ଧମାଲି ପଟେଲ, ଭବାନୀପାଟଣାର ଦମୟନ୍ତି ପଣ୍ଡାଙ୍କ ସମେତ ବଲାଙ୍ଗିରର ସଦସ୍ୟା ମଞ୍ଜୁଳା ମିଶ୍ର, ମୃମୟୀ ମିଶ୍ର, ନିହାରୀକା ମିଶ୍ର, ପଦ୍ମଜା ବହିଦାର, ପୁଷ୍ପା ପାଣି, ସବିତାଞ୍ଜଳି ଉଦ୍‌ଗାତା, ସଂଗିତା ମିଶ୍ର, ସରିତା ପଣ୍ଡା, ସରୋଜା ମାଝି, ବୀଣାପାଣି ଆଚାର୍ଯ୍ୟ, କବିତା ମିଶ୍ର, କୁମୁଦିନୀ ଗହିର, ସ୍ୱସ୍ଥିସାଧନା ମିଶ୍ର, ସୁଭନି ମହାଲିଙ୍ଗ, ସୁମିତା ପଟ୍ଟନାୟକଙ୍କ ସମେତ ଓଡିଶା ପଶ୍ଚିମ ରାଜ୍ୟ ସଭାପତି ରାଧାମାଧବ ବହିଦାର, ସଂଗଠନ ସଂପାଦକ ବଦ୍ରିନାରାୟଣ ମହାରଣା, ରାଜ୍ୟ ସାଧାରଣ ସଂପାଦକ ମାଲିକଲାଲ ବର୍ମା, ପ୍ରଚାର ପ୍ରମୁଖ ଇଂ. କିଶୋର ମୋହନ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ । ସଭା ଶେଷରେ କସ୍ତୁରୀ ରଥ ଧନ୍ୟବାଦ ଦେଇଥିଲେ ଏବଂ କୁସୁମ ଶତପଥୀ ଶାନ୍ତିପାଠ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like