-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ରବି ଋତୁ ର ଧାନ କିଣା ବିକା ରେ ବ୍ୟାପକ ଅବ୍ୟବସ୍ଥା ଯୋଗୁଁ ସୁବର୍ଣ୍ଣପୁର ଜ଼ିଲ୍ଲାପାଳ ଅଫିସ ଆଗରେ ବିଜେପି ଓ କୃଷକ ମୋର୍ଚା ର ବିକ୍ଷୋଭ

07-Jun-2021



ସୋନପୁର(ମନୋରଞ୍ଜନ ତ୍ରିପାଠୀ) :ସୁବର୍ଣ୍ଣପୁର ଜ଼ିଲ୍ଲା ରେ ରବି ଋତୁ ର ଧାନ କିଣା ବିକା ରେ ବ୍ୟାପକ ଅବ୍ୟବସ୍ଥା, ଅଦିନିଆ ବର୍ଷା ଯୋଗୁଁ ଚାଷୀ ଙ୍କ ଫସଲ ନଷ୍ଟ ଓ ଚାଷୀଙ୍କ ବିଭିନ୍ନ ସମସ୍ୟା ପ୍ରତି ଦୃଷ୍ଟି ଆକର୍ଷଣ କରି ଏ ସବୁ ତ୍ରୁଟି ରେ ତୁରନ୍ତ ସୁଧାର ଆଣିବାକୁ ଆଜି ସୁବର୍ଣ୍ଣପୁର ଜ଼ିଲ୍ଲା ବିଜେପି ଓ କୃଷକ ମୋର୍ଚା ଜ଼ିଲ୍ଲାପାଳ ଅଫିସ ଆଗରେ ବିକ୍ଷୋଭ କରିଥିଲେ l  ଏବଂ   ଜ଼ିଲ୍ଲାପାଳ  ମୋନିସା ବାନାର୍ଜୀ ଙ୍କ ଜରିଆରେ ସାତ ଦଫା ଦାବି ନେଇ  ମୁଖ୍ୟମନ୍ତ୍ରୀ ଙ୍କୁ ଏକ ସ୍ମାରକ ପତ୍ର ପ୍ରଦାନ କରିଥିଲେ l ଗତ ଖରିଫ ଋତୁ ରେ ଧାନ କିଣା ବିକା ରେ ଘୋର ଅବ୍ୟବସ୍ଥା, ଦୀର୍ଘ ମାସ ମଣ୍ଡି ରେ ଧାନ ପଡି ରହିବା, ଓ ସରକାର ଚାଷୀ ଙ୍କ ଠାରୁ ଧାନ ନ କିଣିଵା ରୁ ଚାଷୀ ବାଧ୍ୟ ହୋଇ ଖୋଲା ବଜାର ରେ ସାତ ଶହ ରୁ ଆଠ ଶହ ଟଙ୍କା ପର୍ଯ୍ୟନ୍ତ କ୍ଷତି ରେ ଧାନ ବିକ୍ରି କଲେ l ଏବେ ରବି ଋତୁରେ ମଧ୍ୟ ସେ ସମାନ ସ୍ଥିତି ଦେଖିବାକୁ ମିଳିଥିବା ଘଟଣା  ଖୁବ ଲଜ୍ଜା ଓ ପରୀତାପ ର ବିଷୟ ବୋଲି ବିଜେପି ଓ କୃଷକ ମୋର୍ଚା ପ୍ରକାଶ କରି ଆମ ଜନପ୍ରତିନିଧି ମାନଙ୍କ  ଓ ସରକାର ଙ୍କ ଅପାରଗତା କୁ ଦୃଢ଼ ସମାଲୋଚନା କରିଛନ୍ତି lଏବଂ ଶିକ୍ଷା, ସ୍ୱାସ୍ଥ୍ୟ, ଓ କୃଷି ର ବିକାଶ ସରକାର ଙ୍କ ଏକ ମୌଳିକ ଦାଇତ୍ୱ ବୋଲି ଗୁରୁତ୍ୱ ଦେଇ ଯେମିତି ଅନ୍ୟ ରାଜ୍ୟ ଗୁଡିକ ଏ ସବୁ ବିଭାଗ ଗୁଡିକୁ  ସୁଚାରୁରୂପେ ପରିଚାଳନା କରୁଛନ୍ତି,  ଆମ ରାଜ୍ୟ ରେ  କିନ୍ତୁ ଅସୁବିଧା ରହୁଛି କେଉଁଠି ବୋଲି  ପ୍ରଶ୍ନ କରି ଅନ୍ୟ ରାଜ୍ୟ ରୁ କିଛି ଶିଖିବା ଉଚିତ ବୋଲି କହିଛନ୍ତି l ଓ  ନବୀନ  ସରକାର ବୋଧହୁଏ  ପ୍ରତ୍ୟକ୍ଷ ଭାବେ ନିଜେ କିଛି ରାଜ୍ୟ ର ସମସ୍ୟା ବୁଝୁ ନାହାନ୍ତି ବୋଲି କୃଷକ ମାନେ ମତ ରଖିଛନ୍ତି l ଯଦି ସରକାର ଏସବୁ ଦାବି ଉପରେ ଶୀଘ୍ର ପଦକ୍ଷେପ ନ ନେବେ ତାହେଲେ ବିଜେପି ଓ କୃଷକ ମୋର୍ଚା ରାଜ୍ୟ ବ୍ୟାପି ଆନ୍ଦୋଳନ କରିବ ବୋଲି ଚେତାବନୀ ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like