-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ରବି ଋତୁର ଧାନ କିଣା ବିକାରେ ବ୍ୟାପକ ଅବ୍ୟବସ୍ଥା ବିରୁଦ୍ଧରେ ବଲାଙ୍ଗିର ଜ଼ିଲ୍ଲାପାଳଙ୍କୁ ବିଜେପି ଓ କୃଷକ ମୋର୍ଚା ର ଦାବିପତ୍ର

07-Jun-2021



 ବଲାଙ୍ଗିର (ପ୍ରେରଣା ଖବର) : ବଲାଙ୍ଗିର ଜ଼ିଲ୍ଲାରେ ରବି ଋତୁ ର ଧାନ କିଣା ବିକା ରେ ବ୍ୟାପକ ଅବ୍ୟବସ୍ଥା, ଅଦିନିଆ ବର୍ଷା ଯୋଗୁଁ ଚାଷୀଙ୍କ ଫସଲ ନଷ୍ଟ ଓ ଚାଷୀଙ୍କ ବିଭିନ୍ନ ସମସ୍ୟା ପ୍ରତି ଦୃଷ୍ଟି ଆକର୍ଷଣ କରି ଏ ସବୁ ତ୍ରୁଟି ରେ ତୁରନ୍ତ ସୁଧାର ଆଣିବାକୁ ଆଜି ବଲାଙ୍ଗିର ଜ଼ିଲ୍ଲା ବିଜେପି ଓ କୃଷକ ମୋର୍ଚା ଜିଲ୍ଲାପାଳ ଅଫିସ ଆଗରେ ବିକ୍ଷୋଭ କରିଥିଲେ  ଏବଂ ଜ଼ିଲ୍ଲାପାଳ ଚାଞ୍ଚଲ ରlଣାଙ୍କ ଜରିଆରେ ସାତ ଦଫା ଦାବି ନେଇ  ମୁଖ୍ୟମନ୍ତ୍ରୀଙ୍କୁ ଏକ ସ୍ମାରକ ପତ୍ର ପ୍ରଦାନ କରିଥିଲେ l ଗତ ଖରିଫ ଋତୁରେ ଧାନ କିଣାବିକାରେ ଘୋର ଅବ୍ୟବସ୍ଥା, ଦୀର୍ଘ ମାସ ମଣ୍ଡିରେ ଧାନ ପଡି ରହିବା ଓ ସରକାର ଚାଷୀଙ୍କ ଠାରୁ ଧାନ ନ କିଣିଵା ରୁ ଚାଷୀ ବାଧ୍ୟ ହୋଇ ଖୋଲା ବଜାରରେ ସାତ ଶହ ରୁ ଆଠ ଶହ ଟଙ୍କା ପର୍ଯ୍ୟନ୍ତ କ୍ଷତି ରେ ଧାନ ବିକ୍ରି କଲେ l ଏବେ ରବି ଋତୁରେ ମଧ୍ୟ ସେ ସମାନ ସ୍ଥିତି ଦେଖିବାକୁ ମିଳିଥିବା ଘଟଣା  ଖୁବ ଲଜ୍ଜା ଓ ପରୀତାପ ର ବିଷୟ ବୋଲି ବିଜେପି ଓ କୃଷକ ମୋର୍ଚା ପ୍ରକାଶ କରି ଆମ ଜନପ୍ରତିନିଧି ମାନଙ୍କ  ଓ ସରକାର ଙ୍କ ଅପାରଗତାକୁ ଦୃଢ଼ ସମାଲୋଚନା କରିଛନ୍ତି l ଚାଷୀ ବର୍ତ୍ତମାନ କଟନୀ  ଚ୍ଛଟନୀ ର ଶିକାର ହୋଇ ଏକ ଦୟନୀୟ ଅବସ୍ଥାରେ ରହିଛି l ପୁଣି କlଳବୈଶାଖୀର ତାଣ୍ଡବ ଚାଷୀ ପାଇଁ ବୋଝ ଉପରେ ନଳିତା ବିଡା ସଦୃଶ ହୋଇଛି l  ଆଗାମୀ ଦିନରେ ଚାଷୀକୁ ଉପଯୁକ୍ତ କ୍ଷତିପୁରଣ ପ୍ରଦାନ କରିବା ପାଇଁ ବିଜେପି ପକ୍ଷରୁ ରାଜ୍ୟ ସରକାରଙ୍କ ଠାରେ ଦାବି କରାଯାଇଛି l ଶିକ୍ଷା, ସ୍ୱାସ୍ଥ୍ୟ, ଓ କୃଷିର ବିକାଶ ସରକାରଙ୍କ ଏକ ମୌଳିକ ଦାଇତ୍ୱ ବୋଲି ଗୁରୁତ୍ୱ ଦେଇ ଯେମିତି ଅନ୍ୟ ରାଜ୍ୟ ଗୁଡିକ ଏ ସବୁ ବିଭାଗ ଗୁଡିକୁ  ସୁଚାରୁରୂପେ ପରିଚାଳନା କରୁଛନ୍ତି,  ଆମ ରାଜ୍ୟରେ  କିନ୍ତୁ ଅସୁବିଧା ରହୁଛି କେଉଁଠି ବୋଲି  ପ୍ରଶ୍ନ କରି ଅନ୍ୟ ରାଜ୍ୟରୁ କିଛି ଶିଖିବା ଉଚିତ ବୋଲି କହିଛନ୍ତି  l ଯଦି ସରକାର ଏସବୁ ଦାବି ଉପରେ ଶୀଘ୍ର ପଦକ୍ଷେପ ନ ନେବେ ତାହେଲେ ବିଜେପି ଓ କୃଷକ ମୋର୍ଚା ରାଜ୍ୟ ବ୍ୟାପି ଆନ୍ଦୋଳନ କରିବ ବୋଲି ଚେତାବନୀ ଦେଇଛନ୍ତି l ଆଜିର ବିକ୍ଷୋଭ ସମାବେଶରେ ପାଟଣାଗଡ ର ପୂର୍ବତନ ବିଧାୟକ କନକ ବର୍ଦ୍ଧନ ସିଂହଦେଓ, ଲୋଇସିଂହା ବିଧାୟକ ଡ଼. ମୁକେଶ ମହାଲିଙ୍ଗ, ରାଜ୍ୟ କୃଷକ ମୋର୍ଚ୍ଚା ସାଧାରଣ ସମ୍ପାଦକ ଲକ୍ଷ୍ମଣ ବାଗ. ସଭାପତି ମାଧବ ସାହେ, ବିଜେପି ନେତା ଅନନ୍ତ ଦାସ. ପାଟଣାଗଡ଼ ବ୍ଲକ ଅଧ୍ୟକ୍ଷ ଭକ୍ତ ବନ୍ଧୁ ନାଏକ, ରାଜ୍ୟ ସେବା ଦଳର ଦିନେଶ ଶର୍ମl, ବିଜେପି ଜିଲ୍ଳା ସାଧାରଣ ସମ୍ପାଦକ ଅମିତ ସିଂହ ନୀନା, ଜିଲ୍ଲା ପରିଷଦ ସଭ୍ୟ ରାଜକିଶୋର ନାୟକ, ସୁନୀଲ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like