-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଜମି ଜବରଦଖଲ ପ୍ରତିବାଦରେ ଧାନ କାଟିଲେ ଗ୍ରାମବାସୀ

24-Oct-2020



କଣ୍ଟାମାଳ,(ବିଶାଖା ମଲିକ) ବୌଦ୍ଧ ଜିଲ୍ଲା କଣ୍ଟାମାଳ ତହସିଲ ଅଧିନ ବରଗାଁ ପଞ୍ଚାୟତର ମଲିକୁଦ ଗ୍ରାମରେ ସରକାରୀ ଜମି ଓ ମନ୍ଦିର ଜମିକୁ ଜବରଦଖଲ  ଅଭିଯୋଗ କରି ଚାଷଜମିରୁ ଧାନ  କାଟିଲେ ଗ୍ରାମବାସୀ । ସୂଚନା ଅନୁସାରେ ମଲିକୁଦ ମୌଜାର ଶ୍ରୀଭଗବତ ଗୋସ୍ବାମୀ ଠାକୁରଙ୍କ ନାମରେ  ଖତିୟାନ ନଂ.୨୬ ରେ ଥିବା ୨୫.୮୯ ଏକର ଜମିର କିଛି ଅଂଶ ଏବଂ ଗୋଚର ଜମିକୁ ଜବରଦଖଲ କରି ଧାନଚାଷ କରିଥିବା ନେଇ ଗ୍ରାମର ଲକ୍ଷେଶ୍ବର ଦୀପଙ୍କ ନାମରେ ବରଗାଁ ଆରଆଇ, କଣ୍ଟାମାଳ ତହସିଲ ଏବଂ କଣ୍ଟାମାଳ ଥାନାରେ ମଲିକୁଦ ଗ୍ରାମବାସୀ ଅଭିଯୋଗ କରିଥିଲା । ଜମି ଚିହ୍ନଟ କରାଯିବା ପୂର୍ବରୁ ଧାନ ଅମଳ ନକରିବାକୁ ଲକ୍ଷେଶ୍ବରଙ୍କୁ କୁହାଯାଇଥିଲା । ନିର୍ଦ୍ଦେଶକୁ ଅବମାନନା କରି ଗୁରୁବାର ଲକ୍ଷେଶ୍ବର ଜମିରୁ ଧାନ କାଟିବା ଆରମ୍ଭ କରିଥିଲେ । ଏବିଷୟରେ ମଲିକୁଦ ଗ୍ରାମବାସୀ କଣ୍ଟାମାଳ ଥାନା ଓ ବରଗାଁ ଆରଆଇକୁ ଖବର ଦେଇଥିଲେ । ଥାନାଧିକାରୀ ଅଶ୍ବିନୀ ଭିତ୍ରିଆ ଏବଂ ଆରଆଇ ବିଜୟ କୁମାର ପତିଙ୍କ ଉପସ୍ଥିତିରେ ଶୁକ୍ରବାର ଜମି ଚିହ୍ନଟ କରାଯାଇଥିଲା ।  ଧାନଚାଷ ହୋଇଥିବା ଜମି ଖେଳ ପଡିଆ ନାମରେ ପ୍ଲଟ ନଂ.୧୭୧ ଏବଂ ଗୋଚର ଜମି ନାମରେ ପ୍ଲଟ ନଂ. ୧୭୨ ଓ ୧୭୩ ରହିଛି ଏବଂ ବାକିଜମି ଠାକୁରଙ୍କ ନାମରେ ଥିବା ବେଳେ ମୋଟ ୧.୫୫ ଏକର ଜମି ଜବରଦଖଲ କରିଥିବା ଜଣାପଡିଥିଲା । ଫଳରେ ଗ୍ରାମବାସୀ ସବୁତକ ଧାନ କାଟି ଗାଁକୁ ବୋହି ନେଇଥିବା ଜଣାଯାଇଛି । ଲକ୍ଷେଶ୍ବରଙ୍କ ନାମରେ ୩.୧୯ ଏକର ଚାଷଜମି ଏବଂ ଏ.୦.୧୦ଡିସିମିଲ୍ ଘରବାରି ରହିଛି । କିନ୍ତୁ କ'ଣପାଇଁ ଜମି ଜବରଦଖଲ କରୁଛନ୍ତି ତାକୁ ନେଇ ଗ୍ରାମବାସୀ ଅଭିଯୋଗ ଆଣିଛନ୍ତି ଏବଂ ପ୍ରଶାସନ ପକ୍ଷରୁ ଉକ୍ତ ଜମିର ଉପଯୁକ୍ତ ବିଚାର କରା ନଗଲେ ଆଗାମୀ ଦିନରେ ଆନ୍ଦୋଳନ କରିବାକୁ ଜଣାଇଛନ୍ତି ।  ଏହି ବିଷୟରେ ତହସିଲଦାରଙ୍କ ପ୍ରତିକ୍ରିୟା ମିଳି ପାରିନାହିଁ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like