-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ମୁସଲିମ ଜମାତ ପକ୍ଷରୁ ନିଶୁଲ୍କ ଅକ୍ସିଜେନ ସେବା ଆରମ୍ଭ

08-Jun-2021



କଣ୍ଟାବାଞ୍ଜି, (ଆନନ୍ଦ କୁମାର ମୋଟେ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ମୁସଲିମ ଜମାତ ପକ୍ଷରୁ ନିଶୁଲ୍କ ଅକ୍ସିଜେନ ସେବା ଆରମ୍ଭ କରାଯାଇଛି । କଣ୍ଟାବାଞ୍ଜି ପୁର୍ବତନ ବିଧାୟକ ତଥା ମୁସଲିମ ଜମାତ ସଭାପତି ଆୟୁବ ଖାଁ ସଭାପତିତ୍ୱରେ ସ୍ଥାନିୟ ମସଜିତ ଠାରେ ଏନେଇ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । କରୋନାରେ ସଂକ୍ରମିତ ରୋଗୀ ମାନେ ବିଶେଷ କରି ଅମ୍ଲଜାନ ନେବାରେ ସମସ୍ୟା ଦେଖାଯାଉଛି । ବର୍ତମାନ ସମୟରେ ଦାଦନ ଶ୍ରମିକ ମାନେ ନିଜ ଘରକୁ ଫେରୁଛନ୍ତି । ଏବେ ଗ୍ରାମାଂଚଳର ଲୋକେ ମାନେ କରୋନା ସଂକ୍ରମିତ ହୋଇଥିବା ଖବର ଆସୁଛି । ତେବେ ଏହି ସେବା ଏଭଲି ରୋଗୀ ମାନଙ୍କ ସେବାରେ ଆସିବ ବୋଲି ପୁର୍ବତନ ବିଧାୟକ ସୁଚନା ଦେଇଛନ୍ତି । ଏହି ସେବା କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳିର ମୁରିବାହାଲ, ତୁରେକେଲା, ବଙ୍ଗୋମୁଣ୍ଡା ଅଂଚଳର ଲୋକଙ୍କ କାମରେ ଲଗାଯିବ ବୋଲି ଜଣାଯାଇଛି । ମୁସଲିମ ଜମାତ ସାଧାରଣ ସଂପାଦକ ମହମ୍ମଦ ସବ୍ୱିର ଖାଁ, କାର୍ଯ୍ୟକାରି ସଭାପତି ଅବଦୁଲ ତାହିର ଖାଁ, ଉପସଭାପତି ହାଜି ଅବଦୁଲ ଜବ୍ୱାର ପର୍‌ମାର, ୟୁଥ ମୁସଲିମ କମିଟି ସଭାପତି ଅବଦୁଲ ରଫିକ, ଉପସଭାପତି ମହମ୍ମଦ ଇମରାନ ଖାଁ ପ୍ରମୁଖ କାର୍ଯ୍ୟକ୍ରମରେ ଉପସ୍ଥିତ ଥିବା ବେଳେ ସଂଯୋଜକ ଭାବେ ହାଜି କଲିମ ପାସା (୯୯୩୭୮୬୫୪୭୬) , ସହବାଜ ଖାଁ (୭୨୦୫୬୯୪୧୦୦), ରହିମ ମନିହାର (୯୬୫୮୮୮୮୮୦୬)  ରେ ଅକ୍ସିଜେନ ସେବା ପାଇଁ ସେବା କରିବାକୁ ଅନୁରୋଧ କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like