-+91-9937148622 |

prerana_bgr@rediffmail.com |

  Friday 19th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||      ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   (18-Jun-2026)       ||      ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ    (18-Jun-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ    (18-Jun-2026)       ||      ବ୍ରାହ୍ମଣୀ ଗ୍ରାମରେ ମାଇକ୍ରୋ ଟୁରିଜିମ୍‌ ପ୍ରକଳ୍ପର ପରିଦର୍ଶନ କଲେ ପ୍ରଶାସନିକ ଦଳ    (18-Jun-2026)       ||      ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ   (18-Jun-2026)       ||      ଶିଶୁ ମଙ୍ଗଳ କମିଟି କୋର୍ଟ କ୍ୟାମ୍ପ: ବ୍ଲକ ସ୍ତରୀୟ ପିତୃ-ମାତୃହୀନ ଶିଶୁଙ୍କ ଉପସ୍ଥାପନା ଓ ପରାମର୍ଶ ଶିବିର   (18-Jun-2026)       ||      ମା ଜାଗୁଳାଇ ରାମଲୀଳା ସମିତି ପକ୍ଷରୁ ଦୁଇଦିନିଆ ରାମଲୀଳା ଉତ୍ସବ    (18-Jun-2026)       ||      ଆଗଲପୁର ବ୍ଲକ୍ ରେ ବିକାଶ ର ଧାରା ଓଡ଼ିଶା ସାରା କାର୍ଯକ୍ରମ   (17-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରାର ତୃତୀୟ ଦିବସ, ଭୈରବ ବାବାଙ୍କ ଗୁଆଗୁଣ୍ଡା ନିଉତା ସମ୍ପନ୍ନ   (17-Jun-2026)       ||      ବଲାଙ୍ଗିର ର ୯ ଗୋଟି ଶିତଳ ଷଷ୍ଠୀ ଅନୁଷ୍ଠାନକୁ ମୁଖ୍ୟମନ୍ତ୍ରୀଙ୍କ ୩୬ ଲକ୍ଷ ଟଙ୍କା ଅନୁଦାନ   (17-Jun-2026)       ||     

HOME   ରାଜ୍ୟ

୨୦୧୯-୨୦ ଫରଫରମାନ୍ସ ଗ୍ରେଡିଂ ଇଣ୍ଡେକ୍ସ ପ୍ରକାଶ: ଇକ୍ୱିଟି ଡୋମେନରେ ଓଡ଼ିଶାର ଉତ୍ତମ ପ୍ରଦର୍ଶନ

08-Jun-2021



ଭୁବନେଶ୍ୱର(ଶୁଭାଶିଷ ନାୟକ): କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିୟାଲ ନିଶଙ୍କଙ୍କ ମଞ୍ଜୁରିକ୍ରମେ ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶ ଲାଗି ଫରଫରମାନ୍ସ ଗ୍ରେଡିଂ ଇଣ୍ଡେକ୍ସ (ପିଜିଆଇ) ୨୦୧୯-୨୦ ଜାରି କରାଯାଇଛି । କେନ୍ଦ୍ର ସରକାର ବିଦ୍ୟାଳୟ ଶିକ୍ଷା କ୍ଷେତ୍ରରେ ଆମୂଳଚୁଳ ପରିବର୍ତ୍ତନ ଆଣିବାର ଲକ୍ଷ୍ୟ ନେଇ ୭୦ଟି ମାନଦଣ୍ଡର ଏକ ସେଟ୍ ସହିତ ପ୍ରଦର୍ଶନ ମାନ୍ୟତା ସୂଚକାଙ୍କ ବା ପିଜିଆଇର ପ୍ରାରମ୍ଭ କରିଛନ୍ତି ।
ରାଜ୍ୟ ଓ କେନ୍ଦ୍ର ଶାସିତ ପ୍ରଦେଶଗୁଡ଼ିକ ଲାଗି ପିଜିଆଇ ପ୍ରଥମ ଥର ୨୦୧୯ରେ ୨୦୧୭-୧୮ ବର୍ଷର ପ୍ରଦର୍ଶନକୁ ଆଧାର କରି ପ୍ରକାଶିତ ହୋଇଥିଲା । ପଞ୍ଜାବ, ଚଣ୍ଡିଗଡ଼, ତାମିଲନାଡ଼ୁ, ଆଣ୍ଡାମାନ ଓ ନିକୋବାର ଦ୍ୱୀପସମୂହ ତଥା କେରଳକୁ ୨୦୧୯-୨୦ ଲାଗି ସର୍ବୋଚ୍ଚ ଗ୍ରେଡ (ଏ++) ମିଳିଛି ।
ପୂର୍ବବର୍ଷ ତୁଳନାରେ ଅଧିକାଂଶ ରାଜ୍ୟ, କେନ୍ଦ୍ରଶାସିତ ପ୍ରଦେଶ ନିଜର ଗ୍ରେଡିଂରେ ସୁଧାର ଆଣିପାରିଛନ୍ତି । ଆଣ୍ଡାମାନ ଓ ନିକୋବାର ଦ୍ୱୀପସମୂହ, ଅରୁଣାଚଳ ପ୍ରଦେଶ, ମଣିପୁର, ପୁ‡ୁଚେରୀ, ପଞ୍ଜାବ ଏବଂ ତାମିଲନାଡୁ ସାମଗ୍ରୀକ ପିଜିଆଇ ସ୍କୋରରେ ୧୦ ପ୍ରତିଶତ ସୁଧାର କରିପାରିଛନ୍ତି, ଅର୍ଥାତ ୧୦୦ କିମ୍ବା ତତ୍ତୋଧିକ ପଏଣ୍ଟ ହାସଲ କରିଛନ୍ତି ।
ପିଜିଆଇର କାର୍ଯ୍ୟକ୍ଷେତ୍ର (ଡୋମେନ) ଆକ୍ସେସ କ୍ଷେତ୍ରରେ ଆଣ୍ଡାମାନ ଓ ନିକୋବାର ଦ୍ୱୀପ ସମୂହ, ଲାକ୍ଷାଦ୍ୱୀପ ଓ ପଞ୍ଜାବ ୧୦ ପ୍ରତିଶତ (୮ପଏଣ୍ଟ) କିମ୍ବା ତତ୍ତୋଧିକ ସୁଧାର ଆଣିପାରିଛନ୍ତି । ପିଜିଆଇର ଭିତ୍ତିଭୂମି ଓ ସୁବିଧା ଡୋମେନରେ ୧୩ଟି ରାଜ୍ୟ ଓ କେନ୍ଦ୍ର ଶାସିତ ପ୍ରଦେଶ ୧୦ ପ୍ରତିଶତ (୧୫ ପଏଣ୍ଟ) କିମ୍ବା ତତ୍ତୋଧିକ ସୁଧାର ପ୍ରଦର୍ଶନ କରିପାରିଛନ୍ତି । ଆଣ୍ଡାମାନ ଓ ନିକୋବାର ଦ୍ୱୀପସମୂହ ଏବଂ ଓଡ଼ିଶା ୨୦ ପ୍ରତିଶତ କିମ୍ବା ତା'ଠାରୁ ଅଧିକ ପ୍ରଦର୍ଶନରେ ସୁଧାର ଆଣିପାରିଛନ୍ତି । 

 

ସେହିପରି ପିଜିଆଇର ଇକ୍ୱିଟି ଡୋମେନରେ ଅରୁଣାଚଳ ପ୍ରଦେଶ, ମଣିପୁର ଓ ଓଡ଼ିଶା ୧୦ ପ୍ରତିଶତ ପ୍ରଦର୍ଶନ ସୁଧାର କରିପାରିଛନ୍ତି । ପିଜିଆଇର ଡୋମେନ ଗର୍ଭନାନ୍ସ ପ୍ରୋସେସରେ ୧୯ଟି ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶ ୧୦ ପ୍ରତିଶତ (୩୬ ପଏଣ୍ଟ) କିମ୍ବା ଏହାଠାରୁ ଅଧିକ ପ୍ରଦର୍ଶନ ସୁଧାର କରିପାରିଛନ୍ତି । ଆଣ୍ଡାମାନ ଓ ନିକୋବାର ଦ୍ୱୀପ ସମୂହ, ଆନ୍ଧ୍ରପ୍ରଦେଶ, ଅରୁଣାଚଳ ପ୍ରଦେଶ, ମଣିପୁର, ପଞ୍ଜାବ, ରାଜସ୍ଥାନ ଏବଂ ପଶ୍ଚିମବଙ୍ଗ ଅତିକମ୍ରେ ୨୦ ପ୍ରତିଶତ (୭୨ ପଏଣ୍ଟ କିମ୍ବା ଅଧିକ) ସୁଧାର ପ୍ରଦର୍ଶନ କରିଛନ୍ତି ।


News Comment




Photo in News

Advertisment
Lastest News
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ   18-Jun-2026
  ଜିଲ୍ଲା  
ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   18-Jun-2026
  ଜିଲ୍ଲା  
ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   18-Jun-2026
  ଜିଲ୍ଲା  
*ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   18-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   18-Jun-2026
  ଜିଲ୍ଲା  
ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   18-Jun-2026
  ଜିଲ୍ଲା  
ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   18-Jun-2026
  ଜିଲ୍ଲା  
ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ   18-Jun-2026
  ଜିଲ୍ଲା  
ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   18-Jun-2026
  ଜିଲ୍ଲା  
ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ   18-Jun-2026

You Might Also Like