-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ରାଜ୍ୟ

ଅନଲାଇନରେ ସାବିତ୍ରୀ ପୂଜାର ସମସ୍ତ ପୂଜା ସାମଗ୍ରୀ ଯୋଗାଇବାକୁ ତିନି ମହିଳାଙ୍କ ପ୍ରୟାସ

08-Jun-2021



ଭୁବନେଶ୍ୱର(ଶୁଭାଶିଷ ନାୟକ): ସାବିତ୍ରୀ ବ୍ରତ ଓଡ଼ିଶାରେ ଘରେ ଘଝରେ ପାଳନ ହୋଇଥାଏ । ହେଲେ ଚଳିତ ବର୍ଷ କୋଭିଡ୍  ପାଇଁ ସାବିତ୍ରୀ ପୂଜା ସାମଗ୍ରୀ ମିଳିବା କଷ୍ଟକର ହୋଇପଡିଛି । ଏପରି ସ୍ଥଳେ  ଅନଲାଇନରେ ସାବିତ୍ରୀ ପୂଜାର ସମସ୍ତ ଆବଶ୍ୟକ ପୂଜା ସାମଗ୍ରୀ ଯୋଗାଇ ଦେବାକୁ  ନିଆରା ଉଦ୍ୟମ କରିଛନ୍ତି କଟକ ଜିଲ୍ଲା ତିନିଘରିଆ ଗ୍ରାମର ତିନି ଜଣ ମହିଳା ।
ଏହି ଗ୍ରାମର ଲିଜ଼ା ବସ୍ତିଆ ଓ ତାଙ୍କ ସହଯୋଗୀ ଅଞ୍ଜଳି ବସ୍ତିଆ, ରୀନାରାଣୀ ବସ୍ତିଆ ସାବିତ୍ରୀ ବ୍ରତ ପାଇଁ ଆବଶ୍ୟକ ସାମଗ୍ରୀକୁ ପ୍ୟାକେଟ୍ କରି ସ୍ୱଳ୍ପ ମୂଲ୍ୟରେ ଘରେ ଘରେ ପହଞ୍ଚାଉଛନ୍ତି । ମହିଳାମାନଙ୍କର ଏପରି ପ୍ରୟାସ ଅନେକ ସାବିତ୍ରୀଙ୍କୁ ଆଶ୍ୱସ୍ତ କରିଛି । ମହିଳାଙ୍କ ଏଭଳି କାର୍ଯ୍ୟକୁ ପ୍ରସଂସା ମଧ୍ୟ କରାଯାଇଛି
ସାବିତ୍ରୀ ପୂର୍ବରୁ ଅନେକ ସାମଗ୍ରୀ ଆବଶ୍ୟକ ହେଉଥିବାବେଳେ ଲକ୍ଡାଉନ୍ ଯୋଗୁଁ ତାହା ପାଇବା କଷ୍ଟକର ହେଉଛି । କେବଳ ଫଳ ମୂଳ ଦୋକାନ ଖୋଲା ଥିଲେ ବି ଲୁଗାପଟା ଓ ପୂଜାର ଆବଶ୍ୟକ ସାମଗ୍ରୀ ମିଳୁଥିବା ଦୋକାନ ସବୁ ବନ୍ଦ ପଡ଼ିଛି । ଏପରି ସମୟରେ  ପୂଜା ପାଇଁ ଆବଶ୍ୟକ ହେଉଥିବା ନଡ଼ିଆ, ଧୂପ, ଦୀପ ସହିତ ସାବିତ୍ରୀ ବ୍ରତ, ସିନ୍ଦୁର, ଅଳତା ଓ ବ୍ରତ ବହି ପ୍ରଭୃତି ସେମାନେ ଅନଲାଇନ୍ ମାଧ୍ୟମରେ ପଠାଇବାର ବ୍ୟବସ୍ଥା କରିଛନ୍ତି । 
fasttend.com ଅଥବା ୯୩୪୮୬୬୬୯୩୨ ନମ୍ବରରେ ଯୋଗାଯୋଗ କରି ଏହି ସାମଗ୍ରୀ ମଗାଯାଇ ପାରିବ।ସମସ୍ତ ସାମଗ୍ରୀର ମୂଲ୍ୟ ୨୫୦ ଟଙ୍କା ରଖାଯାଇଛି । ବର୍ତ୍ତମାନ ସମୟରେ ଅନଲାଇନ୍ ମାଧ୍ୟମରେ ଦିନକୁ ୫୦ରୁ ଅଧିକ ଅର୍ଡର ଆସୁଥିବାବେଳେ ଆଗକୁ ଏହା ଆହୁରି ବଢ଼ିବ ବୋଲି ସେମାନେ କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like