-+91-9937148622 |

prerana_bgr@rediffmail.com |

  Thursday 14th May 2026 |

| | | |

R.N.I. Regd No. ODIODI/2010/46693

Breaking News

*ଗୋପାଳ ରାଇସ ମିଲ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ*-   (14-May-2026)       ||      ବିଶାଲପାଳିରେ ଏକ ବାଲେରୋ ଗାଡିରୁ ବିପୁଳ ଗଞ୍ଜେଇ ଜବତ,୪ ଗିରଫ   (14-May-2026)       ||      ସାମ୍ବାଦିକ ଙ୍କ ମାତୃ ବିୟୋଗ   (14-May-2026)       ||      ପଥର ବ୍ଲାଷ୍ଟିଂ ଯୋଗୁଁ ଚାଷୀ ଓ ଗ୍ରାମବାସୀ ହନ୍ତସନ୍ତ: ନରସିଂହଙ୍କୁ ଅଭିଯୋଗ କଲେ ଉଚ୍ଛବପାଲି ଓ ଉପରବାହାଲ ଗ୍ରାମବାସୀ   (14-May-2026)       ||      ବସ୍‌ରେ ଯିବା ଆସିବା କରିବେ ପରିବହନ ମନ୍ତ୍ରୀ; ନେଲେ ବଡ଼ ନିଷ୍ପତ୍ତି, ଇଭି ବ୍ୟବହାର ପାଇଁ ଅପିଲ୍ କଲେ   (14-May-2026)       ||      ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ   (14-May-2026)       ||      ବିଦ୍ୟା ବିକାଶ ସ୍କୁଲରେ ସିବିଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ପରେ ଛାତ୍ରଛାତ୍ରୀ ଙ୍କୁ ସମ୍ବଦ୍ଧିତ    (14-May-2026)       ||      ଦଶମ ଜିଲ୍ଲାପରିଷଦ ବୈଠକ ଶେଷ    (14-May-2026)       ||      ସମ୍ବଲପୁର ପବ୍ଲିକ ଲାଇବ୍ରେରୀ ରେ ଡାକ୍ତର ଜନାର୍ଦନ ପୂଜାରୀ ସ୍ମାରକୀ ବକ୍ତୃତା।   (14-May-2026)       ||      ମାଟ୍ରିକ ପରୀକ୍ଷାରେ ବ୍ଲକ୍ ଟପ୍ପର ତଥା ବିଦ୍ୟାଳୟର କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (14-May-2026)       ||      ପୁଅକୁ ମାରି ମାଟିତଳେ ପୋତି ଦେଲେ ବାପା, ମା    (14-May-2026)       ||      ସିବିଏସ୍‌ଇ ଦ୍ବାଦଶ ପରୀକ୍ଷାରେ କଣ୍ଟାମାଳ ଆଦର୍ଶ ବିଦ୍ୟାଳୟ ର ସଫଳତା, ୯୦.୪ପ୍ରତିଶତ ରଖି ସୋନାଲି କର୍ଣ୍ଣ ସ୍କୁଲ ଟପ୍ପର    (14-May-2026)       ||      ବରୀ ତହସିଲ ଅଧୀନରେ ଚାଲିଛି ବେଧଡ଼କ ମାଟି, ବାଲି ଲୁଟ୍   (14-May-2026)       ||      ସି.ବି.ଏସ୍‌.ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗରର ଛାତ୍ରଛାତ୍ରୀଙ୍କ ସଫଳତା ୯୬.୮୦ ପ୍ରତିଶତ ସହ ବିଜ୍ଞାନରେ ପ୍ରତୀକ ଷଡ଼ଙ୍ଗୀ ଏବଂ ୯୬. ୪୦ ପ୍ରତିଶତ ସହ ଆଞ୍ଜେଲିନା ଭୂୟାଁ ବାଣିଜ୍ୟରେ ବିଦ୍ୟାଳୟରେ ପ୍ରଥମ     ବିଜ୍ଞାନରେ ୮୦.୪୫  ପ୍ରତିଶତ ଏବଂ ବାଣିଜ୍ୟରେ ୮୦.୬୦ ପ୍ରତିଶତ ସହ ବିଦ୍ୟାଳୟର ସାମଗ୍ରିକ ହାର ୮୦.୪୮ ପ୍ରତିଶତ ରହିଛି    (13-May-2026)       ||      ଯୁବୋଦୟର ଛାତ୍ରଛାତ୍ରୀଙ୍କ ସଫଳତା : ଜେଇଇ, ନିଟ୍ ସହିତ ସିବିଏସଇ ବୋର୍ଡରେ ମଧ୍ୟ ଉତ୍କୃଷ୍ଟ ପ୍ରଦର୍ଶନ   (13-May-2026)       ||      ପିସି ଓ ଚୌକି ମୋହରେ ବାବୁ, ଠିକାଦାର ମହଲରେ ଅସନ୍ତୋଷ   (13-May-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ସି.ଵି.ଏସ.ଇ ଦ୍ବାଦଶ (ବିଜ୍ଞାନ)ଫଳାଫଳ  ପ୍ରକାଶିତ    (13-May-2026)       ||      ବିନିକା ପ୍ରିମୀୟର ଲିଗ,ସ୍ମାର୍ଟ୧୧କୁ ହରାଇ ତ୍ରିରଙ୍ଗାର ବିଜୟ ଧାରା ଜାରି   (13-May-2026)       ||      *ସୁବର୍ଣ୍ଣପୁର ରେ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଚମ୍ପିୟାନ ସିପ ର ଦ୍ୱିତୀୟ ଦିବସ*   (13-May-2026)       ||      *ଘର କୁ ଘର ଗ୍ୟାସ ହୋମ ଡେଲିଭରୀ ସେବା ପ୍ରଦାନ କରିବା କୁ ଉପଭୋକ୍ତା ଙ୍କୁ ଦୃଢ ପ୍ରତିଶୁତି ଦେଲେ ଚରଣ ନାଏକ*   (13-May-2026)       ||     

HOME   ଜିଲ୍ଲା

ସାବିତ୍ରୀଙ୍କ ନିଷ୍ଠା ଓ ବ୍ରତ ଆଗରେ କରୋନା ବି ପରାଜିତ: ସାବିତ୍ରୀଙ୍କ ତାତିରେ ସତ୍ୟବାନ ମାନେ ଅଂଶୁଘାତରେ ପୀଡିତ

08-Jun-2021



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ) :ସମ୍ପ୍ରତି ସମଗ୍ର ପଶ୍ଚିମ ଓଡିଶା ପ୍ରଚଣ୍ଡ ରୌଦ୍ରତାପରେ ଜଳୁଥିବା ବେଳେ ଓ କରୋନା ମୃତ୍ୟୁ ଲାଗି  ସମସ୍ତଙ୍କ ମନରେ ଭୟ ଥିବା  ସତ୍ବେ ମଧ୍ୟ  ସାବିତ୍ରୀ ଅମାବାସ୍ୟା ପାଇଁ  ସୁବର୍ଣ୍ଣପୁର ସହର ତିନି ଦିନ ଆଗରୁ ଚଳଚଞ୍ଚଳ ହୋଇ ଉଠିଛି l ବିଶେଷ କରି ସାବିତ୍ରୀ ମାନଙ୍କ ତାତିରେ  ବିଚରା ସତ୍ୟବାନ ମାନେ  ସେ ସବୁ ଭୟକୁ ବେଖାତିର କରି ଓ 108 ପ୍ରକାର ଫଳ ମୂଳ ସଂଗ୍ରହ ପାଇଁ ପ୍ରାଣମୁର୍ଚ୍ଛା ଉଦ୍ୟମ କରି  ସତ୍ୟବାନ ମାନେ  ଏବେ ବେହାଲ ହୋଇ  ପଡିଛନ୍ତି l ଏଣେ ପୂଜା ଓ ଲକ ଡାଉନ ମଉକା ଦେଖି  ଫଳ ବେପାରୀ ଭାଇ ମାନେ ପୁଷ ମାସ ପରି  ମୂଲ୍ୟ ର ଡାହାଣ ପଟେ ଗୋଟାଏ ଲେଖାଏଁ ଶୂନ ବସାଇ ବଜାର କୁ ଦଖଲ କରିନେଇଛନ୍ତି l ଏପଟେ ଅଣ ନିଶ୍ୱାସୀ ସତ୍ୟବାନ ମାନେ ସାବିତ୍ରୀ ଙ୍କ ଇଚ୍ଛା ପୂରଣ ପାଇଁ  କରୋନା ଓ ଅଂଶୁଘାତ କୁ ଖାତିରି ନ କରି ପୁରା ଦମ ରେ ଲାଗି ପଡିଛନ୍ତି l ଏଠାରେ ପ୍ରଶ୍ନ ଉଠେ ଯେ ସେ ପୁରାଣ ଯୁଗର ସାବିତ୍ରୀ କଣ ସତରେ ସତ୍ୟବାନ ମାନଙ୍କୁ ଏତେ ଚାପ ଦେଇଥିବେ ? କିନ୍ତୁ ତାଙ୍କ ନିଷ୍ଠା, ସତୀତ୍ବ, ତ୍ୟାଗ ଓ ସମର୍ପିତ ମନୋଭାବ ହିଁ ସତ୍ୟବାନ ଙ୍କୁ ଯମ ମୁହଁରୁ ଫେରେଇ ଆଣିପାରିଥିଲା l ଏଣୁ ବର୍ତମାନର ସାବିତ୍ରୀ ମାନେ ସେଇ ଆଦର୍ଶରେ ଅନୁପ୍ରାଣିତ ହୋଇ  ଔପଚାରିକତାରୁ ଦୁରେଇ ରହିଲେ ଭାରତ ର ସେଇ ମହାନ ନାରୀ ସଂସ୍କୃତି ଉଦଜୀବିତ ହୋଇ ପାରିବ l ବେପାରୀ ମାନଙ୍କ ଦୌରାତମ୍ୟ କମିବ l ପାରିବାରିକ ଅଶାନ୍ତି ଦୂର ହେବ  ଓ ସମାଜରେ ନାରୀ ମାନଙ୍କ ମର୍ଯ୍ୟାଦା ପ୍ରତିଷ୍ଠା ହେବ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଗୋପାଳ ରାଇସ ମିଲ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ*-   14-May-2026
  ଜିଲ୍ଲା  
ବିଶାଲପାଳିରେ ଏକ ବାଲେରୋ ଗାଡିରୁ ବିପୁଳ ଗଞ୍ଜେଇ ଜବତ,୪ ଗିରଫ   14-May-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ମାତୃ ବିୟୋଗ   14-May-2026
  ଜିଲ୍ଲା  
ପଥର ବ୍ଲାଷ୍ଟିଂ ଯୋଗୁଁ ଚାଷୀ ଓ ଗ୍ରାମବାସୀ ହନ୍ତସନ୍ତ: ନରସିଂହଙ୍କୁ ଅଭିଯୋଗ କଲେ ଉଚ୍ଛବପାଲି ଓ ଉପରବାହାଲ ଗ୍ରାମବାସୀ   14-May-2026
  ରାଜ୍ୟ  
ବସ୍‌ରେ ଯିବା ଆସିବା କରିବେ ପରିବହନ ମନ୍ତ୍ରୀ; ନେଲେ ବଡ଼ ନିଷ୍ପତ୍ତି, ଇଭି ବ୍ୟବହାର ପାଇଁ ଅପିଲ୍ କଲେ   14-May-2026
  ଜିଲ୍ଲା  
ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ   14-May-2026
  ଜିଲ୍ଲା  
ବିଦ୍ୟା ବିକାଶ ସ୍କୁଲରେ ସିବିଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ପରେ ଛାତ୍ରଛାତ୍ରୀ ଙ୍କୁ ସମ୍ବଦ୍ଧିତ   14-May-2026
  ଜିଲ୍ଲା  
ଦଶମ ଜିଲ୍ଲାପରିଷଦ ବୈଠକ ଶେଷ   14-May-2026
  ଜିଲ୍ଲା  
ସମ୍ବଲପୁର ପବ୍ଲିକ ଲାଇବ୍ରେରୀ ରେ ଡାକ୍ତର ଜନାର୍ଦନ ପୂଜାରୀ ସ୍ମାରକୀ ବକ୍ତୃତା।   14-May-2026
  ଜିଲ୍ଲା  
ମାଟ୍ରିକ ପରୀକ୍ଷାରେ ବ୍ଲକ୍ ଟପ୍ପର ତଥା ବିଦ୍ୟାଳୟର କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   14-May-2026
  ଜିଲ୍ଲା  
ପୁଅକୁ ମାରି ମାଟିତଳେ ପୋତି ଦେଲେ ବାପା, ମା   14-May-2026
  ଜିଲ୍ଲା  
ସିବିଏସ୍‌ଇ ଦ୍ବାଦଶ ପରୀକ୍ଷାରେ କଣ୍ଟାମାଳ ଆଦର୍ଶ ବିଦ୍ୟାଳୟ ର ସଫଳତା, ୯୦.୪ପ୍ରତିଶତ ରଖି ସୋନାଲି କର୍ଣ୍ଣ ସ୍କୁଲ ଟପ୍ପର   14-May-2026

You Might Also Like