-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||     

HOME   ଜିଲ୍ଲା

କଣ୍ଟାବାଞ୍ଜି : ଜୁନିୟର୍ ରେଡକ୍ରସ ତରଫରୁ ଗୋଷ୍ଠୀ ସହଭାଗିତାରେ ସଚେତନତା ଓ ଶୁଖିଲା ଖାଦ୍ୟ ବଣ୍ଟନ

09-Jun-2021



କଣ୍ଟାବାଞ୍ଜି (ଆନନ୍ଦ କୁମାର ମୋଟେ) :ବଲାଙ୍ଗୀର ଜିଲ୍ଲାର ତୁରେକେଲା ଠାରେ ଜୁନିୟର ରେଡକ୍ରସର ଉଦ୍ୟମରେ କରୋନା ସଚେତନତା କାର୍ଯ୍ୟକ୍ରମ ସହିତ ଶୁଖିଲା ଖାଦ୍ୟ ବଣ୍ଟନ ହୋଇଯାଇଛି।କରୋନାର ଦ୍ୱିତୀୟ ଲହରର ଭୟାବହତାକୁ ନଜରରେ ରଖି ଜୁନିୟର ରେଡକ୍ରସ ପରାମର୍ଶଦାତା 

 ବିରଞ୍ଚି ନାରାୟଣ ଦାଶଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ସଚତନତା ସଭାରେ ଅତିଥି ଭାବେ ତୁରେକେଲା ଡାକ୍ତରଖାନାର ଡାକ୍ତର ସ୍ୱ।ଗତ ଖମାରୀ, ଥାନା ଅଧିକାରୀ କମଳ ଚରଣ ବେହେରା ଯୋଗ ଦେଇଥିଲେ।ସର୍ବପ୍ରଥମେ ଶ୍ରୀ ଦାଶ କରୋନା ସମୟରେ ସାମାଜିକ ଦୂରତା, ମାସ୍କ ପରିଧାନ, ବାରମ୍ବାର ସାବୁନରେ ହାତ ଧୋଇଵା ସହିତ କରୋନା ଟିକା ନେବାକୁ ଅନୁରୋଧ କରିଥିଲେ।ତାପରେ ଅଙ୍ଗନବାଡ଼ି କର୍ମୀ, ଆଶା କର୍ମୀ ହାତ ଧୋଇବାର ସୋପାନ ସଵୁ ଜନ ସାଧାରଣଙ୍କୁ କରି ଦେଖେଇଥିଲେ।ଗରିବ ଅସହାୟ ବୃଦ୍ଧ ବୃଦ୍ଧା ମାନଙ୍କୁ ଶୁଖିଲା ଖାଦ୍ୟ ଆଳୁ,ଡାଲି, ସୋୟାବଡି, ଚିନି,ସାବୁନ,ଚାହା,ବିସ୍କୁଟ, ମାସ୍କ ଆଦି  ବଣ୍ଟନ କରାଯାଇଥିଲା ଏବଂ ଜନସାଧାରଣ ମାନଙ୍କୁ ମାସ୍କ ବଣ୍ଟନ କରାଯାଇଥିଲା।ଶୁଖିଲା ଖାଦ୍ୟ ପାଇଁ ଶିକ୍ଷକ ରାମକୃଷ୍ଣ ସେଲମା, ବୈଶାଖୁ ମେହେର, ଜଳନ୍ଧର ମହାକୁଡ଼, ବିମ୍ବାଧର ମେହେର, ସଞ୍ଜୁକ୍ତା ପରିଛା, ଦେବାଶିଷ 

 ପଟ୍ଟନାୟକ ଆଦି ସହୃଦୟ ବ୍ୟକ୍ତିବୃନ୍ଦ ଆର୍ଥିକ ସହାୟତା କରିଥିଲେ।ଏହି କାର୍ଯ୍ୟକ୍ରମ ପରିଚାଳନାରେ ପ୍ରେମରାଜ ପାଣିଗ୍ରାହୀ, ଆଶିଷ ଜୈନ,ଆଶାକର୍ମୀ ସଞ୍ଜୁକ୍ତା ରାୟ,ଅଙ୍ଗନବାଡ଼ି କର୍ମୀ କୌଶଲ୍ୟା ନାଗ,ଏଫିକର ସ୍ବେଚ୍ଛାସେବୀ ସଙ୍ଗଠନର କର୍ମୀ କସ୍ତୁରୀ ଛତ୍ରିଆ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026

You Might Also Like