-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||     

HOME   ରାଜ୍ୟ

ତେଲ ଦର ବୃଦ୍ଧି ପ୍ରତ୍ୟାହାର ଦାବିରେ ରାଜ୍ୟର ସବୁ ପେଟ୍ରୋଲ ପମ୍ପ ସମ୍ମୁଖରେ ବିକ୍ଷୋଭ କରିବ କଂଗ୍ରେସ

09-Jun-2021



ଭୁବନେଶ୍ୱର(ଶୁଭାଶିଷ ନାୟକ): କରୋନାର ୨ୟ ଲହର ସାରା ଦେଶକୁ କବଳିତ କରିଥିବା ସମୟରେ କେନ୍ଦ୍ରର ମୋଦୀ ସରକାର ଲଗାତାର ଭାବେ ପେଟ୍ରୋଲ ଓ ଡିଜେଲର ଦରବୃଦ୍ଧି କରିବାରେ ଲାଗିଛନ୍ତି  । ଦେଶର କେତେକ ଅଂଚଳରେ ପେଟ୍ରୋଲ ଓ ଡିଜେଲର ଦର ଲିଟର ପ୍ରତି ୧୦୦ ଟଙ୍କା ପାର ହୋଇଛି  । ବିଗତ ୧୩ ମାସ ମଧ୍ୟରେ ପେଟ୍ରୋଲ ଲିଟର ପ୍ରତି ଦର ଟ.୨୫.୭୨ ପଇସା ଓ ଡିଜେଲ ଦର ଟ ୨୩.୯୩ ଟଙ୍କା କେନ୍ଦ୍ର ସରକାର ବଢ଼ାଇଥିଲା ବେଳେ ଏହି ବର୍ଷର ଗତ ୫ମାସ ମଧ୍ୟରେ ୪୩ ଥର ଦର ବୃଦ୍ଧି କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି କଂଗ୍ରେସ କହିଛି । 
ସରକାର ଟିକସ ବୃଦ୍ଧିର ବାହାନାରେ ମହାମାରୀ ସମୟରେ ଲୋକଙ୍କଠାରୁ ଲୁଟିବା ଓ ଅବିଳମ୍ବେ ପେଟ୍ରୋଲ ଓ ଡିଜେଲ ଦରକୁ ହ୍ରାସ କରିବା ଦାବିରେ କଂଗ୍ରେସ ବିକ୍ଷୋଭ କରିବ ।  ଅଖିଳ ଭାରତ କଂଗ୍ରେସ କମିଟିର ନିର୍ଦେଶ ମୁତାବକ ଚଳିତ ମାସ ଜୁନ ୧୧ ତାରିଖ ଶୁକ୍ରବାର ପ୍ରାତଃ ୭ ଘଟିକାରୁ ୧୧ ଘଟିକା ପର୍ଯ୍ୟନ୍ତ ତାଲାବନ୍ଦ ସମୟ ମଧ୍ୟରେ ରାଜ୍ୟର ସମସ୍ତ ସହରାଂଚଳ ଓ ଗ୍ରାମାଚଂଳର ପେଟ୍ରୋଲ ପମ୍ପ ଆଗରେ କଂଗ୍ରେସ ଦଳ ତରଫରୁ ସାଂକେତିକ ଭାବେ ଧାରଣା ଓ ବିକ୍ଷୋଭ କରିବାକୁ ପିସିସି ପକ୍ଷରୁ ନିଷ୍ପତି ନିଆଯାଇଛି  । ଏନେଇ  ଆଜି ଏକ ପ୍ରେସ ବିଜ୍ଞପ୍ତି ଜରିଆରେ ପିସିସି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକ ପ୍ରକାଶ କରିଛନ୍ତି ।
ଏହି ଅବସରରେ କୋଭିଡ-୧୯ର ସମସ୍ତ ନୀତିନିୟମକୁ ଅନୁପାଳନ କରି ଯଥା ମାସ୍କ ପିନ୍ଧିବା, ସାମାଜିକ ଦୂରତାକୁ ବଜାୟରଖି ବ୍ୟାନର, ପ୍ଲାକାର୍ଡରେ ‘ଡିଜେଲ, ପେଟ୍ରୋଲ ଓ ରନ୍ଧନ ଗ୍ୟାସ ଦର ବୃଦ୍ଧି, ଆର୍ଥôକ ମାନ୍ଦାବସ୍ଥା, ଉକôଟ ବେକାରୀ ସମସ୍ୟା ବୃଦ୍ଧି, ନିତ୍ୟ ବ୍ୟବହୃତ ଖାଦ୍ୟ ସାମଗ୍ରୀର ଆକାଶଛୁଆଁ ଦର ବୃଦ୍ଧି ଓ ମଜୁରୀ ଓ ରୋଜଗାର କମିବା ଉପରେ ସ୍ଲୋଗାନ ଲେଖି ଜନସାଧାରଣଙ୍କୁ କେନ୍ଦ୍ର ସରକାରଙ୍କ ବିଫଳତା ବିଷୟରେ ସୂଚାଇବାକୁ ବିଶେଷ ଅନୁରୋଧ କରିଛନ୍ତି ଶ୍ରୀ ପଟ୍ଟନାୟକ ।
୧୧ ତାରିଖର ଏହି କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ଜିଲ୍ଲା, ବ୍ଲକ, ନଗର ସ୍ତରରେ ଅବିଳମ୍ବେ ଜିଲ୍ଲା କଂଗ୍ରେସ ସଭାପତି ମାନେ ପ୍ରସ୍ତୁତି ବୈଠକ ଡାକି ସମସ୍ତ କଂଗ୍ରେସ ନେତୃମଣ୍ଡଳୀ, ବିଧାୟକଗଣ ଓ ସାଂସଦ, ପ୍ରାକ୍ତନ ବିଧାୟକ ଓ ସାଂସଦ, ବିଧାୟକ ଓ ସାଂସଦ ପ୍ରାର୍ଥୀ, ଏଆଇସିସି ଓ ପିସିସି ସଦସ୍ୟ, ଛାମୁଆ ସଂଗଠନ, ବିଭାଗ ଓ ପ୍ରକୋଷ୍ଠର ମୁଖ୍ୟ ଓ କର୍ମକର୍ତାଙ୍କୁ କାର୍ଯ୍ୟକ୍ରମରେ ସାମିଲ କରିବାକୁ ଅନୁରୋଧ କରିଛନ୍ତି ଶ୍ରୀ ପଟ୍ଟନାୟକ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026

You Might Also Like