-+91-9937148622 |
prerana_bgr@rediffmail.com |
Sunday 20th September 2026 |
R.N.I. Regd No. ODIODI/2010/46693
Breaking News
09-Jun-2021
ଭୁବନେଶ୍ବର (ପ୍ରେରଣା ଖବର ବ୍ୟୁରୋ) :ଉତ୍ତର ପୂର୍ବ ବଙ୍ଗୋପସାଗର ରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ
ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଲଘୁଚାପ ର ରୂପ ନେବ
ପ୍ରଭାବରେ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷିବ
ଲଘୁଚାପ ସହ ଓଡିଶା ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ
ସକ୍ରିୟ ମୌସୁମୀ ପାଇଁ ୧୦ ରୁ ୧୩ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା
୧୨ ତାରିଖରେ ଓ୍ବେଲମାର୍କ ଲୋ ପ୍ରେସର ରୂପ ନେବ ଲଘୁଚାପ
କାଲି ଘଡଘଡି ବିଜୁଳି ସହ ବର୍ଷା ପାଇଁ ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ
୧୧ ତାରିଖରେ ୬ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି
କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଅନୁଗୁଳ, ଢେଙ୍କାନାଳ ଏବଂ ସମ୍ବଲପୁରକୁ ଅରେଞ୍ଜ ଆଲର୍ଟ
୧୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି
୧୨ ତାରିଖରେ ୧୯ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ
କାଲିଠୁ ୧୪ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀ ଙ୍କୁ ସମୁଦ୍ର ମନା
ଘଣ୍ଟାପ୍ରତି ୪୦ ରୁ ୫୦ ଏବଂ ଝଟକା ପବନ ଘଣ୍ଟାପ୍ରତି ୬୦ କିଲୋମିଟର ବେଗରେ ବହିବ
ଅଧିକାଂଶ ସ୍ଥାନରେ ୨୦ ସେଣ୍ଟିମିଟର ବର୍ଷା ସମ୍ଭାବନା
ସୂଚନା ଦେଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର l