-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

ଅକ୍ସିଜେନ ପ୍ଲାଣ୍ଟର ହେଲା ଭିତ୍ତି ପ୍ରସ୍ତର, ଅଧିକ ଆଇସିୟୁ ବେଡ୍‌, ୪୫ ବର୍ଷରୁ କମ୍ ଲୋକଙ୍କ ପାଇଁ ଅଧିକ ଟିକା ଓ ୬୫୦ ଶର୍ଯ୍ୟା ବିଶିଷ୍ଟ ଡାକ୍ତରଖାନା, ଡିସେମ୍ବର ୨୦୨୨ ଭିତରେ ସମ୍ପୁର୍ଣ୍ଣ କରନ୍ତୁ: ନରସିଂହ

09-Jun-2021



 ବଲାଙ୍ଗିର,(ସନ୍ତୋଷ କୁମାର ଠାକୁର)- ଆଜି ସ୍ଥାନୀୟ ଭୀମଭୋଇ ମେଡିକାଲ କଲେଜ ଓ ହସପିଟାଲ ଠାରେ ମେଡିକାଲ ଅକ୍ସିଜେନ ପ୍ଲାଣ୍ଟର ଭିତ୍ତି ପ୍ରସ୍ତର ଭିଡିଓ କନ୍‌ଫରେନସିଂ ମାଧ୍ୟମରେ କରାଯାଇଛି । ଏଥିରେ ମାନ୍ୟବର ବଲାଙ୍ଗିର ବିଧାୟକ ଯୋଗ ଦେଇ ନିଜ ବକ୍ତବ୍ୟରେ ମୁଖ୍ୟମନ୍ତ୍ରୀ ତଥା ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କୁ ବଲାଙ୍ଗିରରେ ଅକ୍ସିଜେନ ପ୍ଲାଣ୍ଟ ନିର୍ମାଣ ପ୍ରଥମ ଦଫାରେ ହୋଇଥିବାରୁ ଧନ୍ୟବାଦ ଦେଇଥିଲେ । ତା ସହିତ ସେ କହିଥିଲେ କରୋନା ଦ୍ୱିତୀୟ ଲହରରେ ଯେଭଳି ଭାବେ ଏହି ଭୂତାଣୁ ଲୋକଙ୍କୁ ସଂକ୍ରମିତ କରି ଜିବନ ନେଉଛି ସେଥି ପାଇଁ ଆମକୁ ଆହୁରି ସତର୍କ ହେବାକୁ ପଡିବ । ଆମ ଦାବି ମୁତାବକ ଏଠାରେ ଆଇସିୟୁ ଶର୍ଯ୍ୟା ସଂଖ୍ୟା ୧୫୦ ରୁ ଉର୍ଦ୍ଧ୍ୱ କରିବାକୁ ପଡିବ । ଡାକ୍ତର ଅଭାବ ପୁରଣ କରିବାକୁ ପଡିବ । ବର୍ତ୍ତମାନ ସବୁଠୁ ବେଶି ଦରକାର କରୋନା ଟିକା । ୧୮ ବର୍ଷରୁ ଉଦ୍ଧ୍ୱ ୪୫ ବର୍ଷରୁ କମ୍ ଲୋକଙ୍କ ପାଇଁ ବଲାଙ୍ଗିରକୁ

ଦିଆଯାଇଥିବା ଟିକାର ପରିମାଣ ଏହି ବୟସ ବର୍ଗର ଲୋକ ସଂଖ୍ୟା ହିସାବରେ ବହୁତ କମ । ଆହୁରି ମଧ୍ୟ ପଞ୍ଜିକରଣର ତରିକା ଯହା ସେଥିରୁ ଗ୍ରାମାଞ୍ଚଳର ଏହି ବୟଷ ବର୍ଗର ଯୁବକ ଯୁବତିମାନେ ଟିକା ପାଇବା ଅସମ୍ଭବ ମନେ ହୁଏ । ଯେହେତୁ କରୋନାର ଦ୍ୱିତୀୟ ଲହର ଗ୍ରାମାଞ୍ଚଳରେ ବ୍ୟାପକ ଭାବରେ ଲୋକଙ୍କୁ ସଂକ୍ରମିତ କରିଛି ତେଣୁ ଏହି ବୟସ ବର୍ଗ ଲୋକଙ୍କ ପାଇଁ ଟିକାର ପରିମାଣ ବଢାଯାଉ । ବଲାଙ୍ଗିରରେ ନିର୍ମାଣଧିନ ୬୫୦ ଶର୍ଯ୍ୟା ବିଶିଷ୍ଟ ଡାକ୍ତରଖାନା ନିର୍ମାଣ ବହୁ ମନ୍ଥର ଗତିରେ ଚାଲିଛି । ଏହାର ନିର୍ମାଣରେ କ୍ଷିପ୍ରତା ଆଣି ଆସନ୍ତା ଡିସେମ୍ବର ୨୦୨୨ ଭିତରେ ଏହା କାର୍ଯ୍ୟକ୍ଷମ କରାଯାଉ ବୋଲି ବିଧାୟକ ଶ୍ରୀ ମିଶ୍ର ଦାବି କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like