-+91-9937148622 |

prerana_bgr@rediffmail.com |

  Thursday 14th May 2026 |

| | | |

R.N.I. Regd No. ODIODI/2010/46693

Breaking News

ମାଟ୍ରିକ ପରୀକ୍ଷାରେ ବ୍ଲକ୍ ଟପ୍ପର ତଥା ବିଦ୍ୟାଳୟର କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (14-May-2026)       ||      ପୁଅକୁ ମାରି ମାଟିତଳେ ପୋତି ଦେଲେ ବାପା, ମା    (14-May-2026)       ||      ସିବିଏସ୍‌ଇ ଦ୍ବାଦଶ ପରୀକ୍ଷାରେ କଣ୍ଟାମାଳ ଆଦର୍ଶ ବିଦ୍ୟାଳୟ ର ସଫଳତା, ୯୦.୪ପ୍ରତିଶତ ରଖି ସୋନାଲି କର୍ଣ୍ଣ ସ୍କୁଲ ଟପ୍ପର    (14-May-2026)       ||      ବରୀ ତହସିଲ ଅଧୀନରେ ଚାଲିଛି ବେଧଡ଼କ ମାଟି, ବାଲି ଲୁଟ୍   (14-May-2026)       ||      ସି.ବି.ଏସ୍‌.ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗରର ଛାତ୍ରଛାତ୍ରୀଙ୍କ ସଫଳତା ୯୬.୮୦ ପ୍ରତିଶତ ସହ ବିଜ୍ଞାନରେ ପ୍ରତୀକ ଷଡ଼ଙ୍ଗୀ ଏବଂ ୯୬. ୪୦ ପ୍ରତିଶତ ସହ ଆଞ୍ଜେଲିନା ଭୂୟାଁ ବାଣିଜ୍ୟରେ ବିଦ୍ୟାଳୟରେ ପ୍ରଥମ     ବିଜ୍ଞାନରେ ୮୦.୪୫  ପ୍ରତିଶତ ଏବଂ ବାଣିଜ୍ୟରେ ୮୦.୬୦ ପ୍ରତିଶତ ସହ ବିଦ୍ୟାଳୟର ସାମଗ୍ରିକ ହାର ୮୦.୪୮ ପ୍ରତିଶତ ରହିଛି    (13-May-2026)       ||      ଯୁବୋଦୟର ଛାତ୍ରଛାତ୍ରୀଙ୍କ ସଫଳତା : ଜେଇଇ, ନିଟ୍ ସହିତ ସିବିଏସଇ ବୋର୍ଡରେ ମଧ୍ୟ ଉତ୍କୃଷ୍ଟ ପ୍ରଦର୍ଶନ   (13-May-2026)       ||      ପିସି ଓ ଚୌକି ମୋହରେ ବାବୁ, ଠିକାଦାର ମହଲରେ ଅସନ୍ତୋଷ   (13-May-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ସି.ଵି.ଏସ.ଇ ଦ୍ବାଦଶ (ବିଜ୍ଞାନ)ଫଳାଫଳ  ପ୍ରକାଶିତ    (13-May-2026)       ||      ବିନିକା ପ୍ରିମୀୟର ଲିଗ,ସ୍ମାର୍ଟ୧୧କୁ ହରାଇ ତ୍ରିରଙ୍ଗାର ବିଜୟ ଧାରା ଜାରି   (13-May-2026)       ||      *ସୁବର୍ଣ୍ଣପୁର ରେ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଚମ୍ପିୟାନ ସିପ ର ଦ୍ୱିତୀୟ ଦିବସ*   (13-May-2026)       ||      *ଘର କୁ ଘର ଗ୍ୟାସ ହୋମ ଡେଲିଭରୀ ସେବା ପ୍ରଦାନ କରିବା କୁ ଉପଭୋକ୍ତା ଙ୍କୁ ଦୃଢ ପ୍ରତିଶୁତି ଦେଲେ ଚରଣ ନାଏକ*   (13-May-2026)       ||      କଳାହାଣ୍ଡି ଜିଲ୍ଲା ପୋଲିସ ବିଭାଗ ପକ୍ଷରୁ ନର୍ଲା ଥାନା କାର୍ଯ୍ୟକଳାପ ପାଇଁ ଏକ ନମ୍ୱର୍ ସ୍ଥାନ ଅଧିକାର କରିଥିବା ସୂଚନା !   (13-May-2026)       ||      *ଖୁଟଗୁଡା ରେ ହିନ୍ଦୁ ମହାସଂଘ ପ୍ରମୁଖ ଙ୍କୁ ଭବ୍ୟ ସ୍ଵାଗତ*   (13-May-2026)       ||      ଘରୋଇ ଇଞ୍ଜିନିୟରିଂ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ, ପୁରୁଷ ବନ୍ଧୁଙ୍କ ସମେତ ୪ ଗିରଫ   (13-May-2026)       ||      ନିଟ୍ ପ୍ରଶ୍ନପତ୍ର ଲିକ୍ ଘଟଣା ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲା ଏଆଇଡିଏସ୍ଓ    (13-May-2026)       ||      ପାଳଲହଡା ଅଞ୍ଚଳରେ ଅବୈଧ ଓ ଅନଧିକୃତ ଲଘୁ ଖଣିଜ ଖନନ ଏବଂ ପରିବହନ ଉପରେ ଚଢାଉ ହାଇବା ଜବତ    (13-May-2026)       ||      ମା ଙ୍କୁ ମନେ ପକାଇଲେ ଲାବଣ୍ୟବତୀ ଚାରିଟେବୁଲ ଟ୍ରଷ୍ଟ ର ସଭ୍ୟସଭ୍ୟା    (13-May-2026)       ||      ସାଇଟ କଲେଜରେ ବିଶ୍ୱ ସେବିକା ଦିବସ ପାଳନ   (13-May-2026)       ||      କଟକ ସଦର ବ୍ଲକରେ ଅନ୍ତୋଦୟ ଯୋଜନାରେ ଅନିୟମିତତା    (13-May-2026)       ||      ଦୁଇ ଶିକାରୀ ଙ୍କୁ ଗିରଫ କରିବା ସହ ଦୁଇଟି ଦେଶୀ ବନ୍ଧୁକ ଜବତ   (12-May-2026)       ||     

HOME   ଜିଲ୍ଲା

ଧାନ ବିକ୍ରୀରେ ପ୍ରତିବନ୍ଧକ- ପେକ୍ସ ବନ୍ଦ ରହିଥିବାରୁ ଚାଷୀଙ୍କ ରାସ୍ତା ଅବରୋଧ

09-Jun-2021



ଡୁଙ୍ଗୁରିପାଲି-ଏସ୍‌.ରାମପୁର(ଅରବିନ୍ଦ ମିଶ୍ର):ଏହି ବ୍ଲକର ରାମପୁର ପେକ୍ସ ସଂପାଦକଙ୍କ ନିଳମ୍ବନ ପରେ ଉକ୍ତ ପେକ୍ସ ଦାୟିତ୍ୱ ମାୟାବର୍ହା ସଂପାଦକ ଭଗବାନ ପଧାନକୁ ଦାୟିତ୍ୱ ପ୍ରଦାନ କରାଯାଇଛି । ଆଜି ଉକ୍ତ ପେକ୍ସକୁ ଚାଷି ଧାନ ନେଇ ଯାଇଥିବା ବେଳେ ପେକ୍ସରେ କୌଣସି କର୍ମଚାରୀ ନଥିଲେ । ଯାହା ଫଳରେ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ଦେଖା ଦେଇଥିଲା । ପାଇଥିବା ଟୋକନ ଲେପ୍ସ ହୋଇଯିବା ଭୟରେ ଚାଷୀମାନଙ୍କ ମଧ୍ୟରେ ଚିନ୍ତା ବଢି ଯାଇଥିଲା । ଦାୟିତ୍ୱରେ ଥିବା ସଂପାଦକ ପଧାନକୁ ଫୋନ କରିଥିଲେ ମଧ୍ୟ ସେ ଫୋନ ଗ୍ରହଣ କରିନଥିଲେ । ଯାହାକି ଧାନ ବିକ୍ରୀ ନହେବା ପାଇଁ  ଚାଷୀଙ୍କ ପ୍ରତି ଏକ ଚକ୍ରାନ୍ତ ବୋଲି ଉପସ୍ଥିତ ଚାଷୀମାନେ ବୁଝି ନେଇଥିଲେ । ଶେଷରେ ସମସ୍ତ ଚାଷି ଡୁଙ୍ଗୁରିପାଲି ରାମପୁର ରାସ୍ତାର ପେକ୍ସ ସମ୍ମୁଖରେ ରାସ୍ତା ଉପରେ ଧାରଣାରେ ବସି ରହିଥିଲେ । ଖବର ପାଇ  ରାମପୁର ତହସିଲଦାର ପୁରୁଷୋତ୍ତମ ମିର୍ଦ୍ଧା, ଯୋଗାଣ  ଅଧିକାରୀ ଜଗନ୍ନାଥ ଭୋଇ, ରାମପୁର ଥାନାଧିକାରୀ ପ୍ରଦୀପ ପଧାନ ଉପସ୍ଥିତ ରହି ଚାଷୀମାନଙ୍କ ସହିତ ଆଲୋଚନା କରିଥିଲେ । ଆସନ୍ତା କାଲି ସମସ୍ତ ଚାଷୀମାନଙ୍କ ଧାନ କିଣାଯିବାକୁ ପ୍ରତିଶୃତି ଦେବା ପରେ ରାସ୍ତାରୋକ ହଟିଥିଲା ।ମହିଳାମାନଙ୍କ ଏକାଉଣ୍ଟରୁ ଟଙ୍କା ହଡପ ଅଭିଯୋଗ
ଡୁଙ୍ଗୁରିପାଲି(ଅରବିନ୍ଦ ମିଶ୍ର): ଏହି ବ୍ଲକର ଚେରୁପାଲି ଗ୍ରାମର କେତେକ ମହିଲାମାନଙ୍କ ଜମା ଖାତାରୁ ଟଙ୍କା ହଡପ ହୋଇଥିବା ଡୁଙ୍ଗୁରିପାଲି ଥାନାରେ ଅଭିଯୋଗ ହୋଇଛି । ମହିଲାମାନେ ଥାନାରେ କରିଥିବା ଅଭିଯୋଗରେ ଦର୍ଶାଇଛନ୍ତି ଯେ,ଚେରୁପାଲି ଗ୍ରାମର ଜଣେ ମହିଲା ସ୍ୱାସ୍ଥ୍ୟ ବୀମା କାର୍ଡ କରାଇ ଦେବା କହି ଗ୍ରାମର ମହିଲାମାନଙ୍କ ବ୍ୟାଙ୍କ ଜମାଖାତା, ଟିପ ଚିହ୍ନ ନେଇଯାଇଛନ୍ତି । ବର୍ତ୍ତମାନ ଉକ୍ତ ମହିଲାମାନଙ୍କ ଜମା ଖାତାର ଟଙ୍କା ଗାଏପ ହୋଇ ଯାଉଛିତ । ଜମାଖାତାରୁ ଅନ୍ୟ ଏକାଉଣ୍ଟକୁ ଚାଲିଯାଉଛି ।  ମହିଲାମାନଙ୍କ ଧାନ ବିକ୍ରି ଟଙ୍କାଠାରୁ ଆରମ୍ଭ କରି ଅନ୍ୟାନ୍ୟ ଟଙ୍କା ଜମା କରାଯାଉଥିବା ବେଳେ ତାହା ଶୂନ୍ୟ ହୋଇ ଯାଉଛି । ଏଣୁ ଏହାର ତଦନ୍ତ କରିବାକୁ ଆଜି ପଞ୍ଚାୟତ ସରପଞ୍ଚଙ୍କ ପ୍ରତିନିଧି ସନ୍ତୋଷ ବେହେରାଙ୍କ  ନେତୃତ୍ୱରେ ମହିଲାମାନେ ଥାନାରେ ଅଭିଯୋଗ କରିଛନ୍ତି । ପ୍ରାୟ ଲକ୍ଷାଧିକ ଟଙ୍କା ହଡପ ହୋଇଥିବା ଅଭିଯୋଗରେ ଦର୍ଶାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାଟ୍ରିକ ପରୀକ୍ଷାରେ ବ୍ଲକ୍ ଟପ୍ପର ତଥା ବିଦ୍ୟାଳୟର କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   14-May-2026
  ଜିଲ୍ଲା  
ପୁଅକୁ ମାରି ମାଟିତଳେ ପୋତି ଦେଲେ ବାପା, ମା   14-May-2026
  ଜିଲ୍ଲା  
ସିବିଏସ୍‌ଇ ଦ୍ବାଦଶ ପରୀକ୍ଷାରେ କଣ୍ଟାମାଳ ଆଦର୍ଶ ବିଦ୍ୟାଳୟ ର ସଫଳତା, ୯୦.୪ପ୍ରତିଶତ ରଖି ସୋନାଲି କର୍ଣ୍ଣ ସ୍କୁଲ ଟପ୍ପର   14-May-2026
  ଜିଲ୍ଲା  
ବରୀ ତହସିଲ ଅଧୀନରେ ଚାଲିଛି ବେଧଡ଼କ ମାଟି, ବାଲି ଲୁଟ୍   14-May-2026
  ଶି‍କ୍ଷା ଓ ନିଯୁକ୍ତି  
ସି.ବି.ଏସ୍‌.ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗରର ଛାତ୍ରଛାତ୍ରୀଙ୍କ ସଫଳତା ୯୬.୮୦ ପ୍ରତିଶତ ସହ ବିଜ୍ଞାନରେ ପ୍ରତୀକ ଷଡ଼ଙ୍ଗୀ ଏବଂ ୯୬. ୪୦ ପ୍ରତିଶତ ସହ ଆଞ୍ଜେଲିନା ଭୂୟାଁ ବାଣିଜ୍ୟରେ ବିଦ୍ୟାଳୟରେ ପ୍ରଥମ     ବିଜ୍ଞାନରେ ୮୦.୪୫  ପ୍ରତିଶତ ଏବଂ ବାଣିଜ୍ୟରେ ୮୦.୬୦ ପ୍ରତିଶତ ସହ ବିଦ୍ୟାଳୟର ସାମଗ୍ରିକ ହାର ୮୦.୪୮ ପ୍ରତିଶତ ରହିଛି   13-May-2026
  ରାଜ୍ୟ  
ଯୁବୋଦୟର ଛାତ୍ରଛାତ୍ରୀଙ୍କ ସଫଳତା : ଜେଇଇ, ନିଟ୍ ସହିତ ସିବିଏସଇ ବୋର୍ଡରେ ମଧ୍ୟ ଉତ୍କୃଷ୍ଟ ପ୍ରଦର୍ଶନ   13-May-2026
  ଜିଲ୍ଲା  
ପିସି ଓ ଚୌକି ମୋହରେ ବାବୁ, ଠିକାଦାର ମହଲରେ ଅସନ୍ତୋଷ   13-May-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ସି.ଵି.ଏସ.ଇ ଦ୍ବାଦଶ (ବିଜ୍ଞାନ)ଫଳାଫଳ  ପ୍ରକାଶିତ    13-May-2026
  ଜିଲ୍ଲା  
ବିନିକା ପ୍ରିମୀୟର ଲିଗ,ସ୍ମାର୍ଟ୧୧କୁ ହରାଇ ତ୍ରିରଙ୍ଗାର ବିଜୟ ଧାରା ଜାରି   13-May-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଚମ୍ପିୟାନ ସିପ ର ଦ୍ୱିତୀୟ ଦିବସ*   13-May-2026
  ଜିଲ୍ଲା  
*ଘର କୁ ଘର ଗ୍ୟାସ ହୋମ ଡେଲିଭରୀ ସେବା ପ୍ରଦାନ କରିବା କୁ ଉପଭୋକ୍ତା ଙ୍କୁ ଦୃଢ ପ୍ରତିଶୁତି ଦେଲେ ଚରଣ ନାଏକ*   13-May-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ପୋଲିସ ବିଭାଗ ପକ୍ଷରୁ ନର୍ଲା ଥାନା କାର୍ଯ୍ୟକଳାପ ପାଇଁ ଏକ ନମ୍ୱର୍ ସ୍ଥାନ ଅଧିକାର କରିଥିବା ସୂଚନା !   13-May-2026

You Might Also Like