-+91-9937148622 |

prerana_bgr@rediffmail.com |

  Thursday 14th May 2026 |

| | | |

R.N.I. Regd No. ODIODI/2010/46693

Breaking News

ସିବିଏସ୍‌ଇ ଦ୍ବାଦଶ ପରୀକ୍ଷାରେ କଣ୍ଟାମାଳ ଆଦର୍ଶ ବିଦ୍ୟାଳୟ ର ସଫଳତା, ୯୦.୪ପ୍ରତିଶତ ରଖି ସୋନାଲି କର୍ଣ୍ଣ ସ୍କୁଲ ଟପ୍ପର    (14-May-2026)       ||      ବରୀ ତହସିଲ ଅଧୀନରେ ଚାଲିଛି ବେଧଡ଼କ ମାଟି, ବାଲି ଲୁଟ୍   (14-May-2026)       ||      ସି.ବି.ଏସ୍‌.ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗରର ଛାତ୍ରଛାତ୍ରୀଙ୍କ ସଫଳତା ୯୬.୮୦ ପ୍ରତିଶତ ସହ ବିଜ୍ଞାନରେ ପ୍ରତୀକ ଷଡ଼ଙ୍ଗୀ ଏବଂ ୯୬. ୪୦ ପ୍ରତିଶତ ସହ ଆଞ୍ଜେଲିନା ଭୂୟାଁ ବାଣିଜ୍ୟରେ ବିଦ୍ୟାଳୟରେ ପ୍ରଥମ     ବିଜ୍ଞାନରେ ୮୦.୪୫  ପ୍ରତିଶତ ଏବଂ ବାଣିଜ୍ୟରେ ୮୦.୬୦ ପ୍ରତିଶତ ସହ ବିଦ୍ୟାଳୟର ସାମଗ୍ରିକ ହାର ୮୦.୪୮ ପ୍ରତିଶତ ରହିଛି    (13-May-2026)       ||      ଯୁବୋଦୟର ଛାତ୍ରଛାତ୍ରୀଙ୍କ ସଫଳତା : ଜେଇଇ, ନିଟ୍ ସହିତ ସିବିଏସଇ ବୋର୍ଡରେ ମଧ୍ୟ ଉତ୍କୃଷ୍ଟ ପ୍ରଦର୍ଶନ   (13-May-2026)       ||      ପିସି ଓ ଚୌକି ମୋହରେ ବାବୁ, ଠିକାଦାର ମହଲରେ ଅସନ୍ତୋଷ   (13-May-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ସି.ଵି.ଏସ.ଇ ଦ୍ବାଦଶ (ବିଜ୍ଞାନ)ଫଳାଫଳ  ପ୍ରକାଶିତ    (13-May-2026)       ||      ବିନିକା ପ୍ରିମୀୟର ଲିଗ,ସ୍ମାର୍ଟ୧୧କୁ ହରାଇ ତ୍ରିରଙ୍ଗାର ବିଜୟ ଧାରା ଜାରି   (13-May-2026)       ||      *ସୁବର୍ଣ୍ଣପୁର ରେ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଚମ୍ପିୟାନ ସିପ ର ଦ୍ୱିତୀୟ ଦିବସ*   (13-May-2026)       ||      *ଘର କୁ ଘର ଗ୍ୟାସ ହୋମ ଡେଲିଭରୀ ସେବା ପ୍ରଦାନ କରିବା କୁ ଉପଭୋକ୍ତା ଙ୍କୁ ଦୃଢ ପ୍ରତିଶୁତି ଦେଲେ ଚରଣ ନାଏକ*   (13-May-2026)       ||      କଳାହାଣ୍ଡି ଜିଲ୍ଲା ପୋଲିସ ବିଭାଗ ପକ୍ଷରୁ ନର୍ଲା ଥାନା କାର୍ଯ୍ୟକଳାପ ପାଇଁ ଏକ ନମ୍ୱର୍ ସ୍ଥାନ ଅଧିକାର କରିଥିବା ସୂଚନା !   (13-May-2026)       ||      *ଖୁଟଗୁଡା ରେ ହିନ୍ଦୁ ମହାସଂଘ ପ୍ରମୁଖ ଙ୍କୁ ଭବ୍ୟ ସ୍ଵାଗତ*   (13-May-2026)       ||      ଘରୋଇ ଇଞ୍ଜିନିୟରିଂ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ, ପୁରୁଷ ବନ୍ଧୁଙ୍କ ସମେତ ୪ ଗିରଫ   (13-May-2026)       ||      ନିଟ୍ ପ୍ରଶ୍ନପତ୍ର ଲିକ୍ ଘଟଣା ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲା ଏଆଇଡିଏସ୍ଓ    (13-May-2026)       ||      ପାଳଲହଡା ଅଞ୍ଚଳରେ ଅବୈଧ ଓ ଅନଧିକୃତ ଲଘୁ ଖଣିଜ ଖନନ ଏବଂ ପରିବହନ ଉପରେ ଚଢାଉ ହାଇବା ଜବତ    (13-May-2026)       ||      ମା ଙ୍କୁ ମନେ ପକାଇଲେ ଲାବଣ୍ୟବତୀ ଚାରିଟେବୁଲ ଟ୍ରଷ୍ଟ ର ସଭ୍ୟସଭ୍ୟା    (13-May-2026)       ||      ସାଇଟ କଲେଜରେ ବିଶ୍ୱ ସେବିକା ଦିବସ ପାଳନ   (13-May-2026)       ||      କଟକ ସଦର ବ୍ଲକରେ ଅନ୍ତୋଦୟ ଯୋଜନାରେ ଅନିୟମିତତା    (13-May-2026)       ||      ଦୁଇ ଶିକାରୀ ଙ୍କୁ ଗିରଫ କରିବା ସହ ଦୁଇଟି ଦେଶୀ ବନ୍ଧୁକ ଜବତ   (12-May-2026)       ||      *ସୁବର୍ଣ୍ଣପୁର ଠାରେ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଉଦ୍ଘାଟନ*   (12-May-2026)       ||      *ସାମ୍ବାଦିକ ସଙ୍ଘ ତରଫରୁ ଡାବୁଗାଁ ଥାନା ନୂତନ ଆଇ.ଆଇ.ସିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା*   (12-May-2026)       ||     

HOME   ରାଜ୍ୟ

ରାଜ୍ୟ କ୍ୟାବିନେଟର ନିଷ୍ପତ୍ତି: ୧୧ଟି ପ୍ରସ୍ତାବ ଉପରେ ଲାଗିଲା ମୋହର

10-Jun-2021



ଭୁବନେଶ୍ୱର: ଆଜି ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ୧୧ଟି ପ୍ରସ୍ତାବ ଉପରେ ମୋହର ଲାଗିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ଗୁଡ଼ିକ ହୋଇଥିବା ଜଣାଯାଇଛି । ବୈଠକ ପରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି । ଏଥିରେ ଅର୍ଥ, ମତ୍ସ୍ୟ ଓ ପ୍ରାଣୀ ସଂପଦ ଏବଂ ସାଧାରଣ ପ୍ରଶାସନ ବିଭାଗର ପ୍ରସ୍ତାବ ରହିଛି । ସେହିପରି ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପ୍ରସ୍ତାବକୁ ମଧ୍ୟ ଅନୁମୋଦନ ମିଳିଛି ।

ମୁଖ୍ୟ ସଚିବ କହିଛନ୍ତି ଯେ, ୧୧ଟି ପ୍ରସ୍ତାବ ମଧ୍ୟରୁ ୪ଟି ହେଉଛି ବିଜୁ ଏକ୍ସପ୍ରେସ ୱେ ନିର୍ମାଣ ଓ ପ୍ରଶସ୍ତିକରଣ ।  ପଶ୍ଚିମ ଓଡ଼ିଶାରେ ଗମନାଗମନ ପାଇଁ ଏହି ନିଷ୍ପତ୍ତି ନିଆଯାଇଛି । ନୂଆପଡ଼ାରୁ କଳାହାଣ୍ଡି ଯାଏଁ ବିଜୁ ଏକ୍ସପ୍ରେସ ୱେ ୪ ଲେନ୍ ହେବ । ୧୭୪ କିଲୋମିଟର ବିଶିଷ୍ଟ ରାସ୍ତାରେ ମୋଟ ୪୪୮ କୋଟି ଟଙ୍କା ଖର୍ଚ୍ଚ ହେବ ।ରାଜ୍ୟ କ୍ୟାବିନେଟରେ କଟକ ସହରର ମୁଖ୍ୟ ଡ୍ରେନକୁ ବକ୍ସ କଲଭର୍ଟ କରିବାକୁ ନିଷ୍ପତ୍ତି ହୋଇଛି । ପଟ୍ଟାପୋଲ ଠାରୁ ମାତୃ ଭବନ ପର୍ଯ୍ୟନ୍ତ ମୁଖ୍ୟ ଡ୍ରେନ ବକ୍ସ କଲଭର୍ଟ ହେବ । ୨୦୨୨ ସୁଦ୍ଧା ନିର୍ମାଣ କାମ ଶେଷ କରାଯିବାକୁ ଲକ୍ଷ୍ୟ ରଖାଯାଇଥିବା ବେଳେ ଏହି ପ୍ରକଳ୍ପରେ ମୋଟ ୪୫୦ କୋଟି ଟଙ୍କା ଖର୍ଚ୍ଚ ହେବ । (ଦୀପକ ଦୀପକ କୁମାର ଷଡଙ୍ଗୀଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ସିବିଏସ୍‌ଇ ଦ୍ବାଦଶ ପରୀକ୍ଷାରେ କଣ୍ଟାମାଳ ଆଦର୍ଶ ବିଦ୍ୟାଳୟ ର ସଫଳତା, ୯୦.୪ପ୍ରତିଶତ ରଖି ସୋନାଲି କର୍ଣ୍ଣ ସ୍କୁଲ ଟପ୍ପର   14-May-2026
  ଜିଲ୍ଲା  
ବରୀ ତହସିଲ ଅଧୀନରେ ଚାଲିଛି ବେଧଡ଼କ ମାଟି, ବାଲି ଲୁଟ୍   14-May-2026
  ଶି‍କ୍ଷା ଓ ନିଯୁକ୍ତି  
ସି.ବି.ଏସ୍‌.ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗରର ଛାତ୍ରଛାତ୍ରୀଙ୍କ ସଫଳତା ୯୬.୮୦ ପ୍ରତିଶତ ସହ ବିଜ୍ଞାନରେ ପ୍ରତୀକ ଷଡ଼ଙ୍ଗୀ ଏବଂ ୯୬. ୪୦ ପ୍ରତିଶତ ସହ ଆଞ୍ଜେଲିନା ଭୂୟାଁ ବାଣିଜ୍ୟରେ ବିଦ୍ୟାଳୟରେ ପ୍ରଥମ     ବିଜ୍ଞାନରେ ୮୦.୪୫  ପ୍ରତିଶତ ଏବଂ ବାଣିଜ୍ୟରେ ୮୦.୬୦ ପ୍ରତିଶତ ସହ ବିଦ୍ୟାଳୟର ସାମଗ୍ରିକ ହାର ୮୦.୪୮ ପ୍ରତିଶତ ରହିଛି   13-May-2026
  ରାଜ୍ୟ  
ଯୁବୋଦୟର ଛାତ୍ରଛାତ୍ରୀଙ୍କ ସଫଳତା : ଜେଇଇ, ନିଟ୍ ସହିତ ସିବିଏସଇ ବୋର୍ଡରେ ମଧ୍ୟ ଉତ୍କୃଷ୍ଟ ପ୍ରଦର୍ଶନ   13-May-2026
  ଜିଲ୍ଲା  
ପିସି ଓ ଚୌକି ମୋହରେ ବାବୁ, ଠିକାଦାର ମହଲରେ ଅସନ୍ତୋଷ   13-May-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ସି.ଵି.ଏସ.ଇ ଦ୍ବାଦଶ (ବିଜ୍ଞାନ)ଫଳାଫଳ  ପ୍ରକାଶିତ    13-May-2026
  ଜିଲ୍ଲା  
ବିନିକା ପ୍ରିମୀୟର ଲିଗ,ସ୍ମାର୍ଟ୧୧କୁ ହରାଇ ତ୍ରିରଙ୍ଗାର ବିଜୟ ଧାରା ଜାରି   13-May-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଚମ୍ପିୟାନ ସିପ ର ଦ୍ୱିତୀୟ ଦିବସ*   13-May-2026
  ଜିଲ୍ଲା  
*ଘର କୁ ଘର ଗ୍ୟାସ ହୋମ ଡେଲିଭରୀ ସେବା ପ୍ରଦାନ କରିବା କୁ ଉପଭୋକ୍ତା ଙ୍କୁ ଦୃଢ ପ୍ରତିଶୁତି ଦେଲେ ଚରଣ ନାଏକ*   13-May-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ପୋଲିସ ବିଭାଗ ପକ୍ଷରୁ ନର୍ଲା ଥାନା କାର୍ଯ୍ୟକଳାପ ପାଇଁ ଏକ ନମ୍ୱର୍ ସ୍ଥାନ ଅଧିକାର କରିଥିବା ସୂଚନା !   13-May-2026
  ଜିଲ୍ଲା  
*ଖୁଟଗୁଡା ରେ ହିନ୍ଦୁ ମହାସଂଘ ପ୍ରମୁଖ ଙ୍କୁ ଭବ୍ୟ ସ୍ଵାଗତ*   13-May-2026
  ଜିଲ୍ଲା  
ଘରୋଇ ଇଞ୍ଜିନିୟରିଂ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ, ପୁରୁଷ ବନ୍ଧୁଙ୍କ ସମେତ ୪ ଗିରଫ   13-May-2026

You Might Also Like