-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ରାଜ୍ୟ

୧୧ ତାରିଖରେ ପେଟ୍ରୋଲ ପମ୍ପ ଆଗରେ କଂଗ୍ରେସର ଧାରଣା

09-Jun-2021



ଭୁବନେଶ୍ବର: କରୋନାର ଦ୍ବିତୀୟ ଲହର ଜାରି ଥିବା ସମୟରେ ମୋଦୀ ସରକାର ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି କରି ଚାଲିଛନ୍ତି। କେତେକ ଅଞ୍ଚଳରେ ଦର ୧୦୦ ଟଙ୍କା ଟପିଲାଣି। ଏହାର ପ୍ରତିବାଦରେ ରାଜ୍ୟ କଂଗ୍ରେସ ଆସନ୍ତା ୧୧ ତାରିଖରେ ସମସ୍ତ ପେଟ୍ରୋଲ ପମ୍ପ ଆଗରେ ୪ ଘଣ୍ଟିଆ ଧାରଣା ଦେବ। ଆଜି ଏକ ପ୍ରେସ୍‌ ବିବୃତି ଜାରି କରି ପ୍ରଦେଶ କଂଗ୍ରେସ କମିଟି ସଭାପତି ନିରଞ୍ଜନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି। ଏହି ଧାରଣା ସକାଳ ୭ଟାରୁ ପୂର୍ବାହ୍ନ ୧୧ଟା ପର୍ଯ୍ୟନ୍ତ ଜାରି ରହିବ। ଧାରଣା ସମୟରେ କୋଭିଡ-୧୯ ନୀତି ନିୟମକୁ ଅନୁପାଳନ କରିବା ପୂର୍ବକ ଯଥା, ମାସ୍କ ପିନ୍ଧିବା, ସାମାଜିକ ଦୂରତା ବଜାୟ ରଖିବା, ବ୍ୟାନର, ପ୍ଲାକାର୍ଡ଼ରେ ଦରବୃଦ୍ଧି ଓ ଗରିବ ରୋଜଗାର ହରାଇଥିବା ସମ୍ପର୍କିତ ସ୍ଲୋଗାନ୍‌ ଲେଖି ବିକ୍ଷୋଭ ପ୍ରଦର୍ଶନ କରାଯିବ।

ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ଗତ ୫ ମାସ ମଧ୍ୟରେ ୪୩ ଥର ତେଲ ଦର ବୃଦ୍ଧି କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ। ଏହି କାର୍ଯ୍ୟକ୍ରମକୁ ସଫଳ କରି ଜିଲ୍ଲା, ବ୍ଲକ ଓ ନଗର କଂଗ୍ରେସ ସ୍ତରରେ ଅବିଳମ୍ବେ ଜିଲ୍ଲା କଂଗ୍ରେସ ସଭାପତିମାନେ ପ୍ରସ୍ତୁତି ବୈଠକ ଡାକି ସମସ୍ତ ନେତୃମଣ୍ଡଳୀ, ବିଧାୟକଗଣ ଓ ସାଂସଦ, ପୂର୍ବତନ ବିଧାୟକ ଓ ସାଂସଦ, ବିଧାୟକ ଓ ସାଂସଦ ପ୍ରାର୍ଥୀ, ଏଆଇସିସି ଓ ପିସିସି ସଦସ୍ୟ, ଛାମୁଆ ସଂଗଠନ, ବିଭାଗ ଓ ପ୍ରକୋଷ୍ଠର ମୁଖ୍ୟ ଓ କର୍ମକର୍ତ୍ତାଙ୍କୁ କାର୍ଯ୍ୟକ୍ରମରେ ସାମିଲ କରିବାକୁ ପିସିସି ସଭାପତି ଅନୁରୋଧ କରିଛନ୍ତି। ସମସ୍ତ କଂଗ୍ରେସ ନେତୃମଣ୍ଡଳୀ,କାର୍ଯ୍ୟକର୍ତ୍ତା ଓ ଶୁଭେଚ୍ଛୁ ଘରୁ ବାହାରିବା ସମୟରେ ସାଇକେଲ, ରିକ୍ସା, ବଳଦଗାଡି, ଟ୍ରଲି ଅବା ଚାଲି ଚାଲି ବିକ୍ଷୋଭ ସ୍ଥଳରେ ପହଞ୍ଚିବାକୁ ଶ୍ରୀ ପଟ୍ଟନାୟକ ବିଶେଷ ଅନୁରୋଧ କରିଛନ୍ତି।( ଦୀପକ କୁମାର ଷଡଙ୍ଗୀଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like