-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||     

HOME   ଅପରାଧ

ଟିଟିଲାଗଡ଼ : ପୂର୍ବଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ପରିବାର ଲୋକ ବଲାଙ୍ଗିର ଏସ୍ ପି ଙ୍କ ଦ୍ୱାରସ୍ଥ

10-Jun-2021



ଟିଟିଲାଗଡ଼ (ପ୍ରେରଣା ଖବର ବ୍ୟୁରୋ) : ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ଯୋଜନାବଦ୍ଧ ଭାବେ  ଆକ୍ରମଣ ସହ ଗୁରୁତର ଆହତ କରିଦେବା ନେଇ ଅଭିଯୋଗ ହୋଇଛି । ସୂଚନା ଅନୁଯାୟୀ, ସାମାନ୍ୟ କଥାକୁ ନେଇ ଟିଟିଲାଗଡ ସହର ସ୍ଥିତ ତିନି ନମ୍ବର ୱାର୍ଡ ର ଲଳିତ ସେଠ ନାମକ ଜଣେ ବ୍ୟକ୍ତି ଙ୍କ ପୁଅ ବିବେକ ସେଠ (୨୮) ଙ୍କୁ ଉକ୍ତ ପଡା ର ପାଞ୍ଚ ଜଣ ଦୁର୍ବୃତ୍ତ ମରଣାନ୍ତକ ଆକ୍ରମଣ କରି ଲହୁଲୁହାଣ କରିଦେଇଥିଲେ l ଆକ୍ରମଣରେ ବିବେକଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଟିଟିଲାଗଡ଼ରୁ ବଲାଙ୍ଗୀର  ମେଡିକାଲ କଲେଜକୁ ସ୍ଥାନାନ୍ତରଣ କରାଯାଇଛି । ଗୁରୁତର ବିବେକ ସେଠଙ୍କୁ ଉକ୍ତ ଅଞ୍ଚଳର ରବି ବାଗ(୪୦),ଜଗଦୀଶ ପ୍ରଧାନୀ(୩୫), କ୍ଷୀର ପ୍ରଧାନୀ(୩୦), କେଶବ ପ୍ରଧାନୀ(୨୯) ଓ ସୁଖ ପ୍ରଧାନୀ(୩୪) ମିଳିତ ଭାବେ ଗତ ୮ ତାରିଖ ସନ୍ଧ୍ୟ। ପ୍ରାୟ ୮ଟା ସମୟ ରେ ନିଶାଗ୍ରସ୍ତ ଭାବେ ପୂର୍ବରୁ ବିବେକଙ୍କ ଘର ନିକଟରେ ଜଗି ରହିଥିଲେ l ବିବେକ ତାଙ୍କ ବାଇକରେ ନିଜ ଘରେ ପହଁଞ୍ଚିବା କ୍ଷଣି  ମିଳିତ ଭାବେ ଠେଙ୍ଗା ସାହାଯ୍ୟରେ ଆକ୍ରମଣ କରି  ବିବେକକୁ ଲହୁଲୁହାଣ କରିଦେଇଥିଲେ ଦୁର୍ବୃତ୍ତ ମାନେ। ଏପରିକି ତାଙ୍କୁ ଗୁରୁତର ଅବସ୍ଥାରେ ଡ଼ାକ୍ତଖାନା ପହଞ୍ଚାଇବାକୁ ବାରଣ କରିବା ସହ ସେ ମରିଯାଉ ବୋଲି  ସେଠାରେ ଜଗିରହିଥିଲେ l ଏପରିକି କାହାକୁ ଡ଼ାକ୍ତରଖାନା ନେବାକୁ ସୁଯୋଗ ନ ଦେଇ ପ୍ରାୟ ୨ ଘଣ୍ଟା ଜଗିରହିଥିଲେ । ତାଙ୍କର ଜଣେ ସମ୍ପର୍କୀୟ ଭାଇ ଟିଟିଲାଗଡ ଥାନାକୁ ଯାଇ ଜଣାଇବା ପରେ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଗୁରୁତର ଅବସ୍ଥାରେ  ବିବେକକୁ ତୁରନ୍ତ ଟିଟିଲାଗଡ ଡାକ୍ତରଖାନାରେ ଭର୍ତ୍ତି କରାଇଥିଲେ । ହେଲେ ଅବସ୍ଥା ଗୁରୁତର ଥିବାରୁ ଡ଼ାକ୍ତର ତାଙ୍କୁ ବଲାଙ୍ଗୀର ମ୍ୟାଡିକାଲ କଲେଜ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରିଥିଲେ । ବିବେକ ସେଠ୍ ବର୍ତ୍ତମାନ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଥିବା ବେଳେ 

 ଅଭିଯୁକ୍ତ ମାନଙ୍କ ବିରୋଧରେ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ବିବେକଙ୍କ ବାପା ଜିଲ୍ଲା ଆରକ୍ଷୀ ଅଧିକାରୀଙ୍କ ନିକଟରେ ଲିଖିତ ଅଭିଯୋଗ କରିଛନ୍ତି l ତେବେ କେଉଁ କାରଣରୁ ଏପରି ଆକ୍ରମଣ କରାଯାଇଛି ସେ ନେଇ ପୋଲିସ ତଦନ୍ତ କରୁଥିବା ଜଣାପଡିଛି l ପୋଲିସ ତିନି ଜଣ ଅଭିଯୁକ୍ତଙ୍କୁ ଅଟକ ରଖି ଥିବା ବେଳେ ଦୁଇଜଣ ଫେରାର ଥିବା ବିବେକଙ୍କ ପିତା ପ୍ରକାଶ କରିଛନ୍ତି । ତେବେ ବିବେକଙ୍କ ମେରୁଦଣ୍ଡ ହାଡ ସହ ଶରୀରର ବିଭିନ୍ନ ସ୍ଥାନରେ ଆଘାତ ଲାଗିଥିବା ଡ଼ାକ୍ତର ପ୍ରକାଶ କରିଛନ୍ତି ।  ଘଟଣାର ଅନ୍ୟ ଅଭିଯୁକ୍ତ  ମାନଙ୍କୁ ଗିରଫ କରିବା ସହ ଆମ ପରିବାରକୁ ନ୍ୟାୟ ପ୍ରଦାନ କରାଯାଉ ବୋଲି ବିବେକଙ୍କ ବାପା ଜିଲ୍ଲା ଅରକ୍ଷୀଅଧିକାରୀଙ୍କୁ ଲିଖିତ ଅଭିଯୋଗ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026

You Might Also Like