-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||     

HOME   ରାଜ୍ୟ

ଆସୁଛି ବଡ଼ ବର୍ଷା, ସତର୍କ ରହିବାକୁ ଏସଆରସିଙ୍କ ନିର୍ଦ୍ଦେଶ

10-Jun-2021



ଭୁବନେଶ୍ବର : ଆସୁଛି ବଡ଼ ବର୍ଷା । ୧୦ରୁ ୧୪ ପ୍ରବଳ ବର୍ଷା ଆଶଙ୍କା । ରାଜ୍ୟର କିଛି ସ୍ଥାନରେ ୧୦ରୁ ୧୪ ତାରିଖରେ ପ୍ରବଳ ବର୍ଷା ହେବା ନେଇ ଆଶଙ୍କା । ଏମିତିକି ପ୍ରବଳରୁ ଅତି ପ୍ରବଳ ବର୍ଷା ଯୋଗୁଁ ବନ୍ୟା ଭଳି ସ୍ଥିତି ବି ଉପୁଜିପାରେ । ସହରାଞ୍ଚଳ ଓ ତଳିଆ ଅଞ୍ଚଳରେ ପାଣି ଜମିବା ସମ୍ଭାବନା । ପ୍ରବଳ ବର୍ଷା ନେଇ ସତର୍କ କରାଇଲେ ଏସଆରସି । ସବୁ ଜିଲ୍ଲାପାଳ ଓ ମ୍ୟୁନିସିପାଲ କମିସନରଙ୍କୁ ରାଜ୍ୟ ସ୍ବତନ୍ତ୍ର ରିଲିଫ କମିଶନର (ଏସଆରସି)ଙ୍କ ପକ୍ଷରୁ ଚିଠି ଲେଖି ସତର୍କ କରାଯାଇଛି ।

ଭାରତୀୟ ପାଣିପାଗ ବିଭାଗର ରିପୋର୍ଟ ଅନୁସାରେ ବଙ୍ଗୋପସାଗରରେ ଆଜି ଏକ ସାଇକ୍ଲୋନିକ ସର୍କୁଲେସନ ସୃଷ୍ଟି ହୋଇଛି । ଆସନ୍ତା ୧୧ ତାରିଖ ବେଳକୁ ଏହା ଏକ ଲଘୁଚାପରେ ପରିଣତ ହେବ ଓ ପରବର୍ତ୍ତୀ ୨୪ ଘଣ୍ଟାର ଆହୁରି ଚିହ୍ନିତ ହେବ । ଏହି ଲଘୁଚାପ ପ୍ରଭାବରେ ୧୦ ତାରିଖଠାରୁ ଆରମ୍ଭ କରି ଜୁନ ୧୫ ପର୍ୟ୍ୟନ୍ତ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୧୪ ତାରିଖ ପର୍ୟ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲ୍ଲା ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯ଼ାଇଛି ।

ଆଇଏମଡିର ରିପୋର୍ଟ ଅନୁସାରେ ଆସନ୍ତା ୧୦ ଜୁନରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ସୁନ୍ଦରଗଡ, ଝାରସୁଗୁଡା, ଦେବଗଡ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରପଡା, ଜଗତସିଂହପୁରରେ ବର୍ଷା ସମ୍ଭାବନା ରହିଛି । ସେହିପରି ୧୧ ଜୁନରେ କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁରରେ ବର୍ଷା ସମ୍ଭାବନା ରହିଛି । ଜୁନ ୧୨ରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ଅନୁଗୁଳ, ଢେଙ୍କାନାଳରେ ବର୍ଷା ଆଶଙ୍କା ରହିଛି ।( ଦୀପକ କୁମାର ଷଡଙ୍ଗୀ ଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026

You Might Also Like