-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||     

HOME   ରାଜ୍ୟ

ରାଜ୍ୟରେ ସରକାରୀ କର୍ମଚାରୀଙ୍କ ଦରମା ଦାବି: ନୋ ୱାର୍କ- ନୋ ପେ’ପାଇଁ ହାଇକୋର୍ଟରେ ମାମଲ

10-Jun-2021



କଟକ (ପ୍ରେରଣା ଖବର ବ୍ୟୁରୋ) :କରୋନା କଟକଣା  ସମୟରେ କାମ ନ କରି ରାଜକୋଷରୁ କୋଟି କୋଟି ଟଙ୍କାର ଦରମା ନେଉଛନ୍ତି ସରକାରୀ କର୍ମଚାରୀ । ଅପରପକ୍ଷରେ କରୋନା କଟକଣା ଯୋଗୁ ବାହାରକୁ  ନ ଯାଇ ପାରି ସମାଜର ବିଭିନ୍ନ ବର୍ଗର ଲୋକମାନେ ଆର୍ଥିକ ଅନଟନ ଦେଇ ଗତି କରୁଛନ୍ତି ।  ଏପରି ସ୍ଥିତିରେ ସରକାରୀ କର୍ମଚାରୀଙ୍କ ପାଇଁ କାମ ନାହିିଁ ତ ଦରମା ନାହିିଁ ଅଥବା ପୂର୍ଣ୍ଣ ଦରମା ପ୍ରଦାନ ନ କରିବା ଲାଗି ନୀତି ପ୍ରଣୟନ ନିମନ୍ତେ ହାଇକୋର୍ଟରେ ଏକ ଜନସ୍ୱାର୍ଥ ମାମଲା ରୁଜୁ ହୋଇଛି । 
ସ୍ୱେଚ୍ଛାସେବୀ ନାରାୟଣ ଜେନାଙ୍କ ପକ୍ଷରୁ ଏହି ମାମଲାରେ ଦର୍ଶାଯାଇଛି ଯେ କରୋନା ପ୍ରକୋପକୁ ଭାଙ୍ଗିବା ନିମନ୍ତେ  ଲକ୍ଡାଉନ୍ ଓ ସଟ୍ଡାଉନ୍ କଟକଣା ଜାରି କରାଯାଇଛି । ଏହି ସମୟରେ ଗରିବ ଓ ମଧ୍ୟବିତ୍ତ ବର୍ଗର ଲୋକମାନେ କାମ ନ କରିପାରି ସେମାନଙ୍କର ଦୈନନ୍ଦିନ ଚାହିଦା ପୁରଣ କରିବାରୁ ବଞ୍ଚିତ ହେଉଛନ୍ତି  । ଏଭଳି ପରିସ୍ଥିତିରେ ସେମାନଙ୍କ ଜୀବନ ଜିବୀକା ବଞ୍ଚାଇବା ମୁସ୍କିଲ୍ ହୋଇପଡିଛି । ସେହିପରି ଏହି ସମୟରେ ରାଜ୍ୟ ସରକାର ଅଥବା କେନ୍ଦ୍ର ସରକାର ଏମାନଙ୍କ  ପାଇଁ କୌଣସି ସହାୟତା ରାଶି ଘୋଷଣା କରିନାହାନ୍ତି । ଏଣୁ କାମ ନ କରି ଦରମା ପାଉଥିବା ସରକାରୀ କର୍ମଚାରୀଙ୍କ ନିମନ୍ତେ ‘ନୋ ୱାର୍କ ନୋ ପେ’ କିମ୍ବା ସେମାନଙ୍କର ପୂର୍ଣ୍ଣ ଦରମା ନ ଦେବା ପାଇଁ  ନୀତି ପ୍ରଣୟନ କରିବାକୁ ହାଇକୋର୍ଟ ରାଜ୍ୟ ସରକାରଙ୍କୁ ନିଦେ୍ର୍ଧଶ ଦିଅନ୍ତୁ ବୋଲି ଏହି ମାମଲାରେ ପ୍ରାର୍ଥନା କରାଯାଇଛି ।
ଉକ୍ତ ଅର୍ଥକୁ ମୁଖ୍ୟମନ୍ତ୍ରୀ ରିଲିଫ୍ ଫଣ୍ଡରେ ରଖାଯାଉ ବୋଲି ମାମଲାରେ ଦର୍ଶାଯାଇଛି ।  ଗରିବ ସୀମାରେଖା ତଳେ ଥିବା ବିଭିନ୍ନ ବର୍ଗର ଲୋକମାନେ  ଉକ୍ତ ଅର୍ଥର ସୁଫଳ ପାଇପାରିବେ ବୋଲି ମାମଲାରେ କୁହାଯାଇଛି  । ଆବେଦନରେ ଦର୍ଶାଯାଇଛି ଯେ ଓଡ଼ିଶାରେ କରୋନାର ଭୟାବହତାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ତଥା ବିଭିନ୍ନ ଘରୋଇ ସଂସ୍ଥାନରେ କର୍ମଚାରୀ ଉପସ୍ଥାନକୁ ୭୦ରୁ ୮୦ ପ୍ରତିଶତ କମାଇ ଦିଆଯାଇଛି । କେତେକ କ୍ଷେତ୍ରରେ କର୍ମଚାରୀଙ୍କୁ ଘରେ ରହି କାର୍ଯ୍ୟ କରିବାକୁ କୁହାଯାଇଛି ।
ଅନ୍ୟପକ୍ଷରେ ଡାକ୍ତରଙ୍କଠାରୁ ଆରମ୍ଭ କରି ସଫେଇ କର୍ମଚାରୀ ପର୍ଯ୍ୟନ୍ତ ସେମାନେ ଦିନ ରାତି କାମ କରୁଛନ୍ତି । ସେମାନଙ୍କୁ ରାଜ୍ୟ ଓ କେନ୍ଦ୍ର ସରକାର ସମ୍ମୁଖ କରୋନା ଯୋଦ୍ଧାଭାବେ ଘୋଷଣା କରିଛନ୍ତି । ଏଣୁ ମାସସାରା କାମ ନ କରି ପୂର୍ଣ୍ଣ ଦରମା ପାଉଥିବା ସରକାରୀ କର୍ମଚାରୀଙ୍କ ପାଇଁ ଉପରୋକ୍ତ ନୀତି ଗ୍ରହଣ କରାଗଲେ ରାଜକୋଷରୁ ଖର୍ଚ୍ଚ ହେଉଥିବା ବିପୁଳ ପରିମାଣର ଅର୍ଥ ସଞ୍ଚୟ ହୋଇପାରିବ ବୋଲି ରୁଜୁ ମାମଲାରେ ପ୍ରାର୍ଥନା କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026

You Might Also Like