-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ମା’ଜଗତଜନନୀଙ୍କ ପବିତ୍ର ମହାସପ୍ତମୀ ପୂଜା; ଶ୍ରଦ୍ଧାଳୁଙ୍କ ବିନା ଖାଁ ଖାଁ ପୂଜାମଣ୍ଡପ

24-Oct-2020



ନର୍ଲା (ସଂଜୀବ କୁମାର ଦାସ) : ମା’ଜଗତଜନନୀ ଦୁର୍ଗାଙ୍କ ପବିତ୍ର ମହାସପ୍ତମୀ ପୂଜା ଅନୁଷ୍ଟିତ ହୋଇଯାଇଛି। ଏହାସହ ଆଜି ପୀଠରେ ମହାଅଷ୍ଟମୀ ପୂଜା। ମହାଷଷ୍ଠୀରେ ଧରାପୃଷ୍ଠକୁ ଅବତରଣ କରିସାରିଛନ୍ତି ଦୁର୍ଗତିନାଶିନୀ ମା’ ଦୁର୍ଗା। କୋଭିଡ଼ କଟକଣା ମଧ୍ୟରେ ରୁପ୍ରା ରୋଡ  ଦୁର୍ଗା ମନ୍ଦିର ହେଉଛି ସ୍ୱତନ୍ତ୍ର ନୀତିକାନ୍ତି।ମଣ୍ଡପ ମାନଙ୍କରେ ଶ୍ରଦ୍ଧାଳୁଙ୍କ ଦର୍ଶନ ପାଇଁ  ବାରଣ କରାଯାଇଥିବା ବେଳେ କେବଳ ପୂଜକ ଓ ଆୟୋଜକଙ୍କୁ ନେଇ 45 ବର୍ଷର ପରମ୍ପରା ପାଳନ କରାଯାଉଛି।
ଭକ୍ତଙ୍କ ଦର୍ଶନ ଉପରେ କଟକଣା ଲାଗୁ କରାଯାଇଛି।ଚଳିତ ବର୍ଷ ପୂଜାମଣ୍ଡପରେ ଆଲୋକ ତରଣ ସାଙ୍ଗକୁ ଝଲମଲ ଲାଇଟ ଲଗାଯାଇନଥିଲେ ମଧ୍ୟ ମା ଙ୍କ ସମସ୍ତ ପ୍ରକାର ପୂଜାବିଧି ପାଳନ କରାଯାଉ ଥିବାର ଦେଖିବାକୁ ମିଳିଛି !ମନ୍ତ୍ର ଧ୍ବନରେ ପ୍ରକମ୍ପିତ ହେଉଛି ପୂଜା ମଣ୍ଡପ !ତେବେ ବିନା ଭକ୍ତରେ ପୂଜା ପାଳନ କରାଯାଉଥିବା ବେଳେ ମଣ୍ଡପ ପାଖଆଖ ଅଞ୍ଚଳ ଖାଆଁଖଆଁ ହୋଇପଡିଛି !ସମସ୍ତ ସ୍ଥାନରେ କୋଭିଡ଼ କଟକଣା ମଧ୍ୟରେ ନିରାଡମ୍ବରରେ ଚାଲିଛି ପୂଜାର୍ଚ୍ଚନା।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like