-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ରାଜ୍ୟ

ବିଧାୟକ ପାଣ୍ଠି ସଂଶୋଧନ ଦାବି: ମୁଖ୍ୟମନ୍ତ୍ରୀ ଓ ବାଚସ୍ପତିଙ୍କୁ ବିଜେପି ବିଧାୟକଙ୍କ ଚିଠି

10-Jun-2021



ଭୁବନେଶ୍ୱର(ଶୁଭାଶିଷ ନାୟକ): ବିଧାୟକ ପାଣ୍ଠି (ଏମଏଲଏ ଲ୍ୟାଡ୍ ଫଣ୍ଡ) ଅର୍ଥକୁ କେବକ ମାସ୍କ ବଣ୍ଟନ ପାଇଁ ନୁହେଁ, ବରଂ ରାଜ୍ୟର ସମସ୍ତ ଉପଖଣ୍ଡସ୍ତରୀୟ ସ୍ୱାସ୍ଥ୍ୟକେନ୍ଦ୍ର, ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର, ପ୍ରାଥମିକ ଏବଂ ଉପ ସ୍ୱାସ୍ଥ୍ୟକେନ୍ଦ୍ରରେ କୋଭିଡ୍ ରୋଗୀଙ୍କ ଚିକିତ୍ସା ପାଇଁ ଭିତ୍ତିଭୂମି ସୃଷ୍ଟି କରିବାରେ ବ୍ୟବହାର କରାଯିବାର ଆବଶ୍ୟକତା ରହିଛି । ଏଭଳି ପ୍ରସ୍ତାବ ରଖି ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ନିକଟକୁ ଚିଠି ଲେଖି ନିୟମରେ ସଂଶୋଧନ ପାଇଁ ଦାବି କରିଛନ୍ତି ବିଜେପି ବିଧାୟକବୃନ୍ଦ ।
ସୂଚନାଯୋଗ୍ୟ, ମହାମାରୀ ଆରମ୍ଭ ହେବା ପରେ ପରେ ପୂର୍ବରୁ ବିଧାୟକମାନଙ୍କ ହାତପାଣ୍ଠି ଅର୍ଥକୁ ସରକାର ସମ୍ପୂର୍ଣ୍ଣ ଭାବେ ବାନ୍ଧି ରଖିଥିଲେ । ହେଲେ ନିକଟରେ କେବଳ ମାସ୍କ, ଗ୍ଲୋବ୍ସ ଏବଂ ପିପିଇ ବଣ୍ଟନ ଲାଗି ବିଧାୟକମାନେ ୫୦ ଲକ୍ଷ ପର୍ଯ୍ୟନ୍ତ ଖର୍ଚ୍ଚ କରିପାରିବେ ବୋଲି ସରକାର ଅନୁମତି ଦେଇଛନ୍ତି । ତେବେ ଏହି ଅର୍ଥରେ କୋଭିଡ୍ ରୋଗୀଙ୍କ ପାଇଁ ପାଇଁ ସଙ୍ଗରୋଧ କକ୍ଷ, ଶିଶୁମାନଙ୍କ ପାଇଁ ସ୍ୱତନ୍ତ୍ର କୋରିଡ୍ କେୟାର ରୁମ୍, ଅକ୍ସିଜେନ ଓ ଭେଣ୍ଟିଲେଟର ସଂଯୁକ୍ତ ଶଯ୍ୟା, କୋଭିଡ୍ ପରୀକ୍ଷା ଏବଂ ଚିକିତ୍ସା ପାଇଁ ଆବଶ୍ୟକୀୟ ମେଡିକାଲ ଯନ୍ତ୍ରପାତି ଓ କିଟ୍ର ବ୍ୟବସ୍ଥା ଉପଖଣ୍ଡ ଏବଂ ଗୋଷ୍ଠୀ ତଥା ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରଗୁଡ଼ିକରେ କରାଯାଉ ବୋଲି ବିଜେପି ବିଧାୟକ ଦଳ ଦାବି କରିଛନ୍ତି ।
ଏଣୁ ରାଜ୍ୟ ସରକାର ତୁରନ୍ତ ମାର୍ଗଦର୍ଶିକାରେ ଏଥିନେଇ ସଂଶୋଧନ କରନ୍ତୁ ବୋଲି ବିଜେପି ବିଧାୟକ ମୋହନ ମାଝି, ମୁକେଶ ମହାଲିଙ୍ଗ, ନାଉରୀ ନାଏକ, ଲଲିତେନ୍ଦୁ ବିଦ୍ୟାଧର ମହାପାତ୍ର, ସୁବାସ ପାଣିଗ୍ରାହୀ, କୁସୁମ ଟେଟେ, ଶଙ୍କର ଓରାମ, ଭବାନୀ ଭୋଇ, ବୁର୍ଧାନ ମୁର୍ମୁ, ନବଚରଣ ମାଝୀ, ନିତ୍ୟାନନ୍ଦ ଗଣ୍ଡ ପ୍ରମୁଖ ଦାବି କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like