-+91-9937148622 |
prerana_bgr@rediffmail.com |
Thursday 17th September 2026 |
R.N.I. Regd No. ODIODI/2010/46693
Breaking News
10-Jun-2021
ଭୁବନେଶ୍ବର (ପ୍ରେରଣା ଖବର ବ୍ୟୁରୋ) : ମୁଖ୍ୟମନ୍ତ୍ରୀଙ୍କ 25 କୋଟି ସହାୟତା ବହୁତ କାମରେ ଲାଗୁଛି ବୋଲି ପଶ୍ଚିମ ଓଡିଶା ବିକାଶ ପରିଷଦ ଅଧ୍ୟକ୍ଷ ଅସିତ ତ୍ରିପାଠୀ ସୂଚନା ଦେଇଛନ୍ତି ll କୋଭିଡ ମୁକାବିଲା ପାଇଁ ପଶ୍ଚିମ ଓଡିଶା ବିକାଶ ପରିଷଦକୁ ମୁଖ୍ୟମନ୍ତ୍ରୀ ଦେଇଥିଲେ 25 କୋଟି
ଅକ୍ସିଜେନ ସିଲିଣ୍ଡର, ମାସ୍କ, ଗ୍ଲୋବସ ପରେ ଏବେ ହାତକୁ ନିଆଯାଇଛି ଅନେକ ଯୋଜନା l ଅତିରିକ୍ତ ଆଇସିୟୁ ସାଙ୍ଗକୁ କୋଭିଡ ଚିକିତ୍ସା ପାଇଁ ଆବଶ୍ୟକୀୟ ସୁବିଧାର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ l
ଆସନ୍ତାକାଲି କୋଭିଡ ଚିକିତ୍ସା ସୁବିଧା ସୁଯୋଗର ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିବେ ବୋଲି ସୂଚନା ଦେଲେ ପଶ୍ଚିମ ଓଡିଶା ବିକାଶ ପରିଷଦ ଅଧ୍ୟକ୍ଷ ଅସିତ ତ୍ରିପାଠୀ l