-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ମିଥ୍ୟା ତଥ୍ୟ ପ୍ରଦାନ କରିଥିବା ପ୍ରଶାସନିକ ଅଧିକାରୀ ବିରୁଦ୍ଧରେ ଜିଲ୍ଲା ପ୍ରଶାସନ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ କେବେ

10-Jun-2021



କଟକ:(ଦୀପକ କୁମାର ଷଡଙ୍ଗୀ)
ବାତ୍ୟା ୟାସ ଚାଲି ଯାଇଛି।ଓଡ଼ିଶାର କିଛି ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି କରି ସାଧାରଣ ଧନ ଜୀବନ ଉପରେ ପ୍ରଭାବ ପଡିଛି।ଅନ୍ୟ ପଟେ ଏହି ୟାସ କଟକସଦର ବ୍ଲକର କିଛି ଭ୍ରଷ୍ଟ ପ୍ରଶାସନିକ ଅଧିକାରୀ ଙ୍କ ମୁଖା ଖୋଲି ଦେଇଛି ଯାହାଫଳରେ ଏ ଭଳି ଅଧିକାରୀ ଙ୍କ ନିଦ ହଜିଯାଇଛି।ଏ କଥା ଆମେ କହୁନାହୁଁ।କଟକସଦର ର ସାଧାରଣ ଜନତା କହୁଛନ୍ତି।ବାତ୍ୟା ୟାସ କଟକସଦର ବ୍ଲକରେ ସଜନା ଗଛ ଭାଙ୍ଗି ନଥିବାବେଳେ ବ୍ଲକପ୍ରଶାସନ ର ଏମାନେ ଏ ଭଳି କରୀତି୍କର୍ମା ଅଧିକାରୀ ୩୬ ଟି ସ୍କୁଲ ଘରର କ୍ଷୟକ୍ଷତି ହୋଇଛି ଯାହାର ଆନୁମାନିକ ମୂଲ୍ୟ ୭୯ଲକ୍ଷ୍ୟ ଟଙ୍କା ବୋଲି ଜିଲ୍ଲା ପ୍ରଶାସନ କୁ ରିପୋର୍ଟ ପ୍ରଦାନ କରିଥିଲେ।

ଏହା ଜଣା ପଡିବା ପରେ ସଦରରେ ଏହି ରିପୋର୍ଟ କୁ ନେଇ ସାଧାରଣ ଜନତା ଏବଂ ବିଭିନ୍ନ ରାଜନୈତିକ ଦଳ 
ବ୍ଲକ ପ୍ରଶାସନର କାର୍ଯ୍ୟଦକ୍ଷତା କୁ ନେଇ ସନ୍ଦେହ କରିବାକୁ ଲାଗିଲେ।କଟକସଦର ବିଜେପି ନେତା ଦିଲିପି ମଲ୍ଲିକି, ଜିଲ୍ଲାପାଳଙ୍କୁ ଟୁଇଟୀ କରିଥିଲେ ଏବଂ ଗଣମାଧ୍ୟମ ରେ ପ୍ରସାରିତ ହେଲା ପରେ କଟକ ଜିଲ୍ଲାପାଳ ତଦନ୍ତ ନିର୍ଦେଶ ଦେଛନ୍ତି।ଏହି ତଦନ୍ତ ନିର୍ଦେଶକୁ ସଦରରେ ସାଧାରଣ ଜନତା ବିଜେପିସନ୍ଧେହ ଦୃଷ୍ଟି ରେ ଦେଖୁଛନ୍ତି କାରଣ ଜିଲ୍ଲା ପାଳ କଣ ଜାଣି ନାହାନ୍ତି କଟକଜିଲ୍ଲା ରେ କେତେ ବର୍ଷା, ହୋଇଥିଲା କେତେ ବେଗରେ ପବନ ହୋଇଥିଲା।କଥାରେ ଅଛି ଗାଲୁଆ ଙ୍କ ବାରବାଟୀ ଚାଷ ଭଳି ତଦନ୍ତ କିଛି ଭ୍ରଷ୍ଟ ଅଧିକାରୀ ଙ୍କୁ ଘଣ୍ଟ ଘୋଡାଇବା ପାଇଁ।ବ୍ଲକ ପ୍ରଶାସନ ର ଯେଉଁ ଅଧିକାରୀ ରାଜନେତା ଠିକା ଦାର ଙ୍କ ହାତବାରିସୀ ସାଜି ଜନ ହିତକାରୀ ଯୋଜନା ପାଇଁ ଆସୁଥିବା ଅର୍ଥକୁ ବାଟମାରଣା  କରିବା ପାଇଁ  ଉଦ୍ୟମ କରିଥିଲେ ସେ ଅଧିକାରୀ ଙ୍କ ବିରୁଦ୍ଧରେ ଜିଲ୍ଲାପାଳ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସଦର ନେତା ଦିଲିପି ମଲ୍ଲିକି ଦାବି କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like