-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

କରୋନା ଯୋଗୁଁ ଘରେ ଘରେ ପାଳିଲେ ସାବିତ୍ରୀ ପୂଜା

10-Jun-2021



ବାଲିଗୁଡା,(ପ୍ରେରଣା ଖବର ବ୍ୟୁରୋ): କନ୍ଧମାଳ ଜିଲ୍ଲା ବାଲିଗୁଡା ସହରରେ ସାବିତ୍ରୀ ପୂଜା ଅବସରରେ ସବୁ ଧର୍ମାନୁଷ୍ଠାନରେ ଲାଗିଛି କରୋନା କଟକଣା ।ସେ ନେଇ ସହରର ଥିବା ବିଭିନ୍ନ ମନ୍ଦିର ପରିସର ଗୁଡିକ ପୁରା ଖାଁ ଖାଁ ରହୁଥିବା ଦେଖିବାକୁ ମିଳିଛି । ମହିଳା ଭକ୍ତ ମାନେ ମନ୍ଦିର ବାହାରେ ରହି ପୂଜା କରିଥିଲେ  । ବର୍ତ୍ତମାନ କରୋନା କଟକଣା ରହିଥିବାରୁ  ସାବିତ୍ରୀ ପୂଜା ଫିକା ପଡିଥିଲା  । କରୋନା କଟକଣା ପାଇଁ ସହରର ଧର୍ମାନୁଷ୍ଠାନ ଗୁଡ଼ିକରେ ଲାଗିଛି ବହୁ କଟକଣା । ସେଥି ସକାଶେ ସମସ୍ତ ସଧବା ନାରୀଗଣ ନିଜ ନିଜର ସ୍ଵାମୀଙ୍କ ଦୀର୍ଘାୟୁ ଓ ମଙ୍ଗଳ କାମନା କରି ନିଜ ଘରର ଆଖପାଖରେ ଥିବା ଓସ୍ତ ବୃକ୍ଷ ମୂଳକୁ ଯାଇ ସାମାଜିକ ଦୂରତା ପ୍ରତି ବିଶେଷ ଦୃଷ୍ଟି ଦେଇ ଆଜିର ପବିତ୍ର ସାବିତ୍ରୀ ଅମାବାସ୍ୟାରେ ପୂଜାର୍ଚ୍ଚନା କରିଥିଲେ । ଏଥି ସହିତ ନିକଟରେ ଥିବା ମନ୍ଦିରକୁ ଯାଇ ବାହାରୁ ଦର୍ଶନ କରି ଫେରିଥିଲେ ।ଆଜିର ଏହି ପୂଜାର ମୁଖ୍ୟ ଉଦ୍ଦେଶ୍ୟ ସଧବା ମହିଳା ମାନେ ଉପବାସ କରି ନିଜ ସତ୍ୟବାନ୍ ମାନଙ୍କ ପାଇଁ ଶ୍ରଦ୍ଧା , ଭକ୍ତି ଓ ନିଷ୍ଠାର ସହିତ ପୂଜାର୍ଚ୍ଚନା କରିଥାନ୍ତି । ବିଶ୍ବାସ ଯେ, ସ୍ଵାମୀଙ୍କର ମଙ୍ଗଳ ହେଲେ ପରିବାରର ମଙ୍ଗଳ ହେବା ସହ ସୁଖ ଶାନ୍ତିରେ ପରିବାର ଚଳିବ । ଏହି ପର୍ବରେ ଠାକୁରଙ୍କ ପୂଜା ପରେ ସ୍ଵାମୀଙ୍କୁ ପୂଜା କରି ଭୋଗ ଲାଗିଥିବା ଫଳମୂଳ ଦିନ ତମାମ ଖାଇ ରହନ୍ତି । ସେହିପରି ବାଲିଗୁଡା ରେ ଥିବା କିନ୍ନର ମାନେ ମଧ୍ୟ  ସାବିତ୍ରୀ  ବ୍ରତ ପାଳନ କରିଛନ୍ତି l

ବାଲିଗୁଡା କିନ୍ନର ସଂଘ ର ସଭାପତି ବିଷ୍ଣୁ ପ୍ରିୟା ପ୍ରଧାନ ଏହା  ଆୟୋଜନ କରିଥିବା ବେଳେ ସଂଘ ର ସମସ୍ତ ସଦସ୍ୟ  ଉପସ୍ଥିତ ଥିଲେ ଏବଂ ଏହାର ମୁଖ୍ୟ ଉଦେଶ୍ୟ ଥିଲା ଯେ, ସମସ୍ତ ନାରୀ ମାନଙ୍କର ସତୀତ୍ୱ ରହିବ ଏବଂ ସମାଜରେ ନାରୀ ର ସମ୍ମାନ ସହ ସ୍ୱାମୀ ଙ୍କ ଦୀର୍ଘାୟୁ କାମନା କରିଥିଲେ ଏବଂ ଭଗବାନ ଙ୍କ ପାଖରେ ଏହି କରୋନା ଟି  କେମିତି ସମସ୍ତଙ୍କ ଠାରୁ  ଦୁରେଇ ରହୁ ଏହା ଭଗବାନଙ୍କ ପାଖରେ ପ୍ରାର୍ଥନା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like