-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଚାଷୀଙ୍କୁ ଦେଇଥିବା ନିର୍ବାଚନୀ ପ୍ରତିଶୃତି ରୁ ଓହୋରୁଛି କେନ୍ଦ୍ର, ଧାନର ସର୍ବନିମ୍ନ ମୂଲ୍ୟରେ ୭୨ଟଙ୍କାର ବୃଦ୍ଧି ଚାଷୀଙ୍କ ପାଇଁ କଟା ଘାରେ ଚୁନ ସଦୃଶ- ନରସିଂହ

10-Jun-2021



ବଲାଙ୍ଗିର,(ପ୍ରେରଣା ଖବର)- ଗତକାଲି କେନ୍ଦ୍ର ସରକାର ଧାନ ସମେତ ଅନ୍ୟ ୧୪ଟି ଖରିଫ ଫସଲର ନୂତନ ସର୍ବନିମ୍ନ ମୂଲ୍ୟ ଘୋଷଣା କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି ବୈଠକରେ ଧାନର ସର୍ବନିମ୍ନ ମୂଲ୍ୟରେ କ୍ୱିନ୍ଟାଲ ପିଛା ମାତ୍ର ୭୨ଟଙ୍କା ବୃଦ୍ଧି କରାଯାଇଛି । ଯାହା ଦ୍ୱାରା ଧାନର ମୂଲ୍ୟ ବର୍ତ୍ତମାନ  କ୍ୱିନ୍ଟାଲ ପିଛା ୧୯୪୦ ଟଙ୍କାରେ ପହଞ୍ଚିଛି ।  ଏହି ମୂଲ୍ୟ ବଦ୍ଧିକୁ ନେଇ ଓଡିଶା ବିଧାନ ସଭା କଂଗ୍ରେସ ବିଧାୟକ ଦଳ ନେତା ତଥା ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ତିବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି । ସେ ନିଜ ପ୍ରତିକ୍ରିୟା ରେ କହିଛନ୍ତି ଯେ, ୨୦୧୪ ନିର୍ବାଚନରେ ଚାଷୀଙ୍କୁ ଦେଇଥିବା ନିର୍ବାଚନୀ ପ୍ରତିଶୃତି ପ୍ରଧାନମନ୍ତ୍ରୀ ମୋଦୀ ସଂପୁର୍ଣ୍ଣ ଭୁଲି ଯାଇଛନ୍ତି ।  ମୋଦୀ ସେସମୟରେ ଚାଷୀଙ୍କୁ କଥା ଦେଇଥିଲେ ଯେ, ଯଦି କେନ୍ଦ୍ରରେ ଭାରତୀୟ ଜନତା ଦଳର ସରକାର ଆସେ ତେବେ ଚାଷୀଙ୍କୁ ଅମଳ ଖର୍ଚ୍ଚର ଦେଢ ଗୁଣା ପର୍ଯ୍ୟନ୍ତ ସର୍ବନିମ୍ନ ସହାୟକ ମୂଲ୍ୟ ଯୋଗଇ ଦିଆଯିବ । କିନ୍ତୁ ଦୁଃଖର ବିଷୟ ଯେ, ଗତ ସାତ ବର୍ଷର ଶାସନ ପରେ ମଧ୍ୟ କେନ୍ଦ୍ରର ମୋଦୀ ସରକାର ଚାଷୀଙ୍କୁ ପ୍ରତି କ୍ୱିନ୍ଟାଲ ଧାନ ଅମଳ ପାଇଁ ହେଉଥିବା ଖର୍ଚ୍ଚ ମଧ୍ୟ ସର୍ବନିମ୍ନ ସହାୟକ ମୂଲ୍ୟ ଭାବେ ଦେଇ ପାରୁ ନାହାନ୍ତି । ଗତ ବର୍ଷ ତୁଳନାରେ ଏବର୍ଷ ଧାନର ସର୍ବନିମ୍ନ ସହାୟତା ମୂଲ୍ୟରେ ମାତ୍ର ୭୨ ଟଙ୍କା ବଢାଇବା ଚାଷୀଙ୍କ ପାଇଁ କଟା ଘାରେ ଚୁନ ସଦୃଶ ଅଟେ । ଯଦି କେନ୍ଦ୍ର ସରକାର ଚାଷୀଙ୍କୁ ତାଙ୍କ ଉତ୍ପାଦିତ ଦ୍ରବ୍ୟର ସଠିକ ମୂଲ୍ୟ ଦେବାକୁ ଚାହୁଁ ଛନ୍ତି ତେବେ, ସ୍ୱାମିନାଥନ କମିଶନ କରିଥିବା ସୁପାରିଶ ଅଧାରରେ ଧାନର ସର୍ବନନିମ୍ନ ମୂଲ୍ୟ କେନ୍ଦ୍ର ସରକାର ଧାରଣ କରନ୍ତୁ ବୋଲି ଶ୍ରି ମିଶ୍ର କ୍ଷୋଭ ର ସହ କହିଛନ୍ତି । ଯଦି ଏହା କରିବାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ  ଅସମର୍ଥ ତେବେ ତାଙ୍କୁ ଦେଶ ଦ୍ରୋହୀ କୁହାଯୀବ ବୋଲି ଶ୍ରୀ ମିଶ୍ର ଏକ ପ୍ରେସ ବିବୃତ୍ତି ମାଧ୍ୟମରେ ନିଜ ପ୍ରତିକ୍ରିୟା ରଖିଛନ୍ତି ।  


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like