-+91-9937148622 |

prerana_bgr@rediffmail.com |

  Thursday 14th May 2026 |

| | | |

R.N.I. Regd No. ODIODI/2010/46693

Breaking News

ସି.ବି.ଏସ୍‌.ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗରର ଛାତ୍ରଛାତ୍ରୀଙ୍କ ସଫଳତା ୯୬.୮୦ ପ୍ରତିଶତ ସହ ବିଜ୍ଞାନରେ ପ୍ରତୀକ ଷଡ଼ଙ୍ଗୀ ଏବଂ ୯୬. ୪୦ ପ୍ରତିଶତ ସହ ଆଞ୍ଜେଲିନା ଭୂୟାଁ ବାଣିଜ୍ୟରେ ବିଦ୍ୟାଳୟରେ ପ୍ରଥମ     ବିଜ୍ଞାନରେ ୮୦.୪୫  ପ୍ରତିଶତ ଏବଂ ବାଣିଜ୍ୟରେ ୮୦.୬୦ ପ୍ରତିଶତ ସହ ବିଦ୍ୟାଳୟର ସାମଗ୍ରିକ ହାର ୮୦.୪୮ ପ୍ରତିଶତ ରହିଛି    (13-May-2026)       ||      ଯୁବୋଦୟର ଛାତ୍ରଛାତ୍ରୀଙ୍କ ସଫଳତା : ଜେଇଇ, ନିଟ୍ ସହିତ ସିବିଏସଇ ବୋର୍ଡରେ ମଧ୍ୟ ଉତ୍କୃଷ୍ଟ ପ୍ରଦର୍ଶନ   (13-May-2026)       ||      ପିସି ଓ ଚୌକି ମୋହରେ ବାବୁ, ଠିକାଦାର ମହଲରେ ଅସନ୍ତୋଷ   (13-May-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ସି.ଵି.ଏସ.ଇ ଦ୍ବାଦଶ (ବିଜ୍ଞାନ)ଫଳାଫଳ  ପ୍ରକାଶିତ    (13-May-2026)       ||      ବିନିକା ପ୍ରିମୀୟର ଲିଗ,ସ୍ମାର୍ଟ୧୧କୁ ହରାଇ ତ୍ରିରଙ୍ଗାର ବିଜୟ ଧାରା ଜାରି   (13-May-2026)       ||      *ସୁବର୍ଣ୍ଣପୁର ରେ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଚମ୍ପିୟାନ ସିପ ର ଦ୍ୱିତୀୟ ଦିବସ*   (13-May-2026)       ||      *ଘର କୁ ଘର ଗ୍ୟାସ ହୋମ ଡେଲିଭରୀ ସେବା ପ୍ରଦାନ କରିବା କୁ ଉପଭୋକ୍ତା ଙ୍କୁ ଦୃଢ ପ୍ରତିଶୁତି ଦେଲେ ଚରଣ ନାଏକ*   (13-May-2026)       ||      କଳାହାଣ୍ଡି ଜିଲ୍ଲା ପୋଲିସ ବିଭାଗ ପକ୍ଷରୁ ନର୍ଲା ଥାନା କାର୍ଯ୍ୟକଳାପ ପାଇଁ ଏକ ନମ୍ୱର୍ ସ୍ଥାନ ଅଧିକାର କରିଥିବା ସୂଚନା !   (13-May-2026)       ||      *ଖୁଟଗୁଡା ରେ ହିନ୍ଦୁ ମହାସଂଘ ପ୍ରମୁଖ ଙ୍କୁ ଭବ୍ୟ ସ୍ଵାଗତ*   (13-May-2026)       ||      ଘରୋଇ ଇଞ୍ଜିନିୟରିଂ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ, ପୁରୁଷ ବନ୍ଧୁଙ୍କ ସମେତ ୪ ଗିରଫ   (13-May-2026)       ||      ନିଟ୍ ପ୍ରଶ୍ନପତ୍ର ଲିକ୍ ଘଟଣା ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲା ଏଆଇଡିଏସ୍ଓ    (13-May-2026)       ||      ପାଳଲହଡା ଅଞ୍ଚଳରେ ଅବୈଧ ଓ ଅନଧିକୃତ ଲଘୁ ଖଣିଜ ଖନନ ଏବଂ ପରିବହନ ଉପରେ ଚଢାଉ ହାଇବା ଜବତ    (13-May-2026)       ||      ମା ଙ୍କୁ ମନେ ପକାଇଲେ ଲାବଣ୍ୟବତୀ ଚାରିଟେବୁଲ ଟ୍ରଷ୍ଟ ର ସଭ୍ୟସଭ୍ୟା    (13-May-2026)       ||      ସାଇଟ କଲେଜରେ ବିଶ୍ୱ ସେବିକା ଦିବସ ପାଳନ   (13-May-2026)       ||      କଟକ ସଦର ବ୍ଲକରେ ଅନ୍ତୋଦୟ ଯୋଜନାରେ ଅନିୟମିତତା    (13-May-2026)       ||      ଦୁଇ ଶିକାରୀ ଙ୍କୁ ଗିରଫ କରିବା ସହ ଦୁଇଟି ଦେଶୀ ବନ୍ଧୁକ ଜବତ   (12-May-2026)       ||      *ସୁବର୍ଣ୍ଣପୁର ଠାରେ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଉଦ୍ଘାଟନ*   (12-May-2026)       ||      *ସାମ୍ବାଦିକ ସଙ୍ଘ ତରଫରୁ ଡାବୁଗାଁ ଥାନା ନୂତନ ଆଇ.ଆଇ.ସିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା*   (12-May-2026)       ||      ସ୍ୱରାଜ ହସ୍ପିଟାଲ ଏବଂ ରିସର୍ଚ୍ଚ ଇନଷ୍ଟିଟ୍ୟୁଟରେ ଆନ୍ତର୍ଜାତୀୟ ନର୍ସ ଦିବସ ପାଳନ   (12-May-2026)       ||      ଶୋଭନୀୟ ଦେବ କନ୍ୟା ର ବିବାହ   (12-May-2026)       ||     

HOME   ଜିଲ୍ଲା

ସାପକାମୁଡା ଏବଂ ପାଣିରେ ବୁଡି ମୃତ୍ୟୁବରଣ କରିଥିବା ପରିବାରକୁ ସହାୟତା ପାଇଁ ତହସିଲଦାରଙ୍କୁ ଦାବିପତ୍ର

10-Jun-2021



ଉଲୁଣ୍ଡା(ଗୌରଚନ୍ଦ୍ର ପରିଛା) ଉଲୁଣ୍ଡା ତହସିଲ ଅଧିନସ୍ଥ ବିଭିନ୍ନ ଗ୍ରାମରେ ସାପ କାମୁଡା ଏବଂ ପାଣିରେ ବୁଡି ମୃତ୍ୟୁ ହୋଇଥିବା ପରିବାରକୁ ସହାୟତା ରାଶି ପ୍ରଦାନ ପାଇଁ ଝାରବାହାଲି ଗ୍ରାମର ତ୍ରିଲୋଚନ ପୁରୋହିତ ତହସିଲଦାରଙ୍କୁ ଏକ ଦାବିପତ୍ର  ପ୍ରଦାନ କରିଛନ୍ତି । ସୂଚନା ଅନୁସାରେ ବ୍ଲକର ପଂଚମହଲା ଗ୍ରାମର ଦୁଇ ଭଉଣୀଙ୍କ ସାପ କାମୁଡାରେ ମୃତ୍ୟୁ ହୋଇଥିବା ବେଳେ ଝାରବାହାଲି  ଗ୍ରାମର ରଂଜିତ ନେଟି ଏବଂ ଉଲୁଣ୍ଡାର ଅଶୋକ ବାରିକଙ୍କ ପାଣିରେ ବୁଡି ମୃତ୍ୟୁ ହୋଇଥିଲା । ହେଲେ ମୃତ୍ୟୁର ଦୀର୍ଘ ଦିନ ବିତି ଯାଇଥିଲେ ମଧ୍ୟ ପ୍ରସାଶନ ତରଫରୁ  ମୃତକଙ୍କ ପରିବାରକୁ କୌଣସି ସହାୟତା ମଳି ପାରି ନାହିଁ । ଏଣୁ ସିଂଟୁ ପୁରୋହିତ ଆଜି ଉଲୁଣ୍ଡା ତହସିଲଦାର ଅନୁପସ୍ଥିତ ଥିବାରୁ ହେଡକ୍ଲାର୍କଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ । ଯଦି ଆଗାମୀ ୧୫ ଦିନ ମଧ୍ୟରେ ମୃତକଙ୍କ ପରିବାରକୁ ସହାୟତା ପ୍ରଦାନ କରାନଯାଏ ତାହା ହେଲେ ଅନଶନରେ ବସିବେ ବୋଲି ଚେତାବନୀ ଦେଇଥିଲେ । 
 


News Comment




Photo in News

Advertisment
Lastest News
  ଶି‍କ୍ଷା ଓ ନିଯୁକ୍ତି  
ସି.ବି.ଏସ୍‌.ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗରର ଛାତ୍ରଛାତ୍ରୀଙ୍କ ସଫଳତା ୯୬.୮୦ ପ୍ରତିଶତ ସହ ବିଜ୍ଞାନରେ ପ୍ରତୀକ ଷଡ଼ଙ୍ଗୀ ଏବଂ ୯୬. ୪୦ ପ୍ରତିଶତ ସହ ଆଞ୍ଜେଲିନା ଭୂୟାଁ ବାଣିଜ୍ୟରେ ବିଦ୍ୟାଳୟରେ ପ୍ରଥମ     ବିଜ୍ଞାନରେ ୮୦.୪୫  ପ୍ରତିଶତ ଏବଂ ବାଣିଜ୍ୟରେ ୮୦.୬୦ ପ୍ରତିଶତ ସହ ବିଦ୍ୟାଳୟର ସାମଗ୍ରିକ ହାର ୮୦.୪୮ ପ୍ରତିଶତ ରହିଛି   13-May-2026
  ରାଜ୍ୟ  
ଯୁବୋଦୟର ଛାତ୍ରଛାତ୍ରୀଙ୍କ ସଫଳତା : ଜେଇଇ, ନିଟ୍ ସହିତ ସିବିଏସଇ ବୋର୍ଡରେ ମଧ୍ୟ ଉତ୍କୃଷ୍ଟ ପ୍ରଦର୍ଶନ   13-May-2026
  ଜିଲ୍ଲା  
ପିସି ଓ ଚୌକି ମୋହରେ ବାବୁ, ଠିକାଦାର ମହଲରେ ଅସନ୍ତୋଷ   13-May-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ସି.ଵି.ଏସ.ଇ ଦ୍ବାଦଶ (ବିଜ୍ଞାନ)ଫଳାଫଳ  ପ୍ରକାଶିତ    13-May-2026
  ଜିଲ୍ଲା  
ବିନିକା ପ୍ରିମୀୟର ଲିଗ,ସ୍ମାର୍ଟ୧୧କୁ ହରାଇ ତ୍ରିରଙ୍ଗାର ବିଜୟ ଧାରା ଜାରି   13-May-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଚମ୍ପିୟାନ ସିପ ର ଦ୍ୱିତୀୟ ଦିବସ*   13-May-2026
  ଜିଲ୍ଲା  
*ଘର କୁ ଘର ଗ୍ୟାସ ହୋମ ଡେଲିଭରୀ ସେବା ପ୍ରଦାନ କରିବା କୁ ଉପଭୋକ୍ତା ଙ୍କୁ ଦୃଢ ପ୍ରତିଶୁତି ଦେଲେ ଚରଣ ନାଏକ*   13-May-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ପୋଲିସ ବିଭାଗ ପକ୍ଷରୁ ନର୍ଲା ଥାନା କାର୍ଯ୍ୟକଳାପ ପାଇଁ ଏକ ନମ୍ୱର୍ ସ୍ଥାନ ଅଧିକାର କରିଥିବା ସୂଚନା !   13-May-2026
  ଜିଲ୍ଲା  
*ଖୁଟଗୁଡା ରେ ହିନ୍ଦୁ ମହାସଂଘ ପ୍ରମୁଖ ଙ୍କୁ ଭବ୍ୟ ସ୍ଵାଗତ*   13-May-2026
  ଜିଲ୍ଲା  
ଘରୋଇ ଇଞ୍ଜିନିୟରିଂ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ, ପୁରୁଷ ବନ୍ଧୁଙ୍କ ସମେତ ୪ ଗିରଫ   13-May-2026
  ଜିଲ୍ଲା  
ନିଟ୍ ପ୍ରଶ୍ନପତ୍ର ଲିକ୍ ଘଟଣା ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲା ଏଆଇଡିଏସ୍ଓ   13-May-2026
  ଜିଲ୍ଲା  
ପାଳଲହଡା ଅଞ୍ଚଳରେ ଅବୈଧ ଓ ଅନଧିକୃତ ଲଘୁ ଖଣିଜ ଖନନ ଏବଂ ପରିବହନ ଉପରେ ଚଢାଉ ହାଇବା ଜବତ   13-May-2026

You Might Also Like