-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

କରୋନା ମହାମାରୀ ସମୟରେ ସ୍ୱେଚ୍ଛାକୃତ ଭାବେ ରକ୍ତଦାନ କରିଥିବା ରକ୍ତଦାତା ମାନଙ୍କୁ ନାରୀ ଶକ୍ତି ଫଉଣ୍ଡେସନ ତରଫରୁ କୃତଜ୍ଞତା ଜ୍ଞାପନ

10-Jun-2021



ବଲାଙ୍ଗୀର, (ପ୍ରେରଣ ଖବର) କରୋନା ମହାମାରୀ ସମୟରେ ଜୀବନ ସହ ସଂଘର୍ଷ କରୁଥିବା କୋଭିଡ ରୋଗୀ ମାନଙ୍କୁ ରକ୍ତ ଦେଇ ଜୀବନ ବଂଚାଇଛନ୍ତି କିଛି ରକ୍ତଦାତା । କରୋନା କାଳରେ ଏହି ରକ୍ତଦାତାଙ୍କ ମାନବିକତା ପ୍ରଶଂସାଯୋଗ୍ୟ ଅଟେ । ବଲାଙ୍ଗିରର ନାରୀ ଶକ୍ତି ଫାଉଣ୍ଡେସନ କୌଣସି ରକ୍ତଦାନ ଶିବର ଆୟୋଜନ ନକରି ମଧ୍ୟ ଜରୁରୀକାଳୀନ ସମୟରେ ରୋଗୀଙ୍କ ପାଇଁ ସହାୟକ ହୋଇପାରିଛି । ଫାଉଣ୍ଡେସନର ଆନୁରୋଧକୁ ରକ୍ଷା କରି ଯେଉଁମାନେ ରକ୍ତଦାନ ପରି ଏକ ମହତ କାମ କରିଥିଲେ ସେମାନଙ୍କୁ  କୃତଜ୍ଞତା ଜ୍ଞାପନ କରାଯାଇଛି । ଏହି କ୍ରମରେରକ୍ତଦାନ କରିଥିବା ମହିଳା କ୍ରିକେଟ ଖେଳାଳୀ ରୋସନାରା ପରବିନ, ଦେବତୋଷ ଦର୍ଜି, ପ୍ରିୟଙ୍କା ତ୍ରିପାଠୀ, ଜୟଶଙ୍କର ପଟେଲ, ଅନୁରାଗ ତ୍ରିପାଠୀ, ସଂଧ୍ୟାରଣୀ ମାଝୀ, ଅଙ୍କିତା ।ମହାନ୍ତି, ତ୍ରିପଦା ଷଡଙ୍ଗୀ, ଶ୍ରୀକାନ୍ତ ମେହେର, ବିଜୟଲକ୍ଷ୍ମୀ ମହାପାତ୍ର, ଅକ୍ଷୟ ମହାପାତ୍ର, ସୁନୀ ନାଏକ, ଜ୍ୟୋସ୍ନାମୟୀ ବାଗ, ନୈମିଶି ବେହେରା, ରଂଜିତ ତ୍ରିପାଠୀ, ଆଶୁତୋଷ ମହାପାତ୍ର, ଦୀପକ ନନ୍ଦ, ଅଭିଳାଷ ଦାସ, ଅର୍ପଣ ବାବୁ, ମାନଭଂଜନ ପାଢ଼ୀ, ସୋମେଶ ସ୍ୱରୂପ ମିଶ୍ର, ଟୁନା ଭୋଇ ଓ ସୌମିକ ମହାନ୍ତିଙ୍କୁ ନାରୀ ଶକ୍ତି ଫାଉଣ୍ଡେସନର କର୍ମକର୍ତ୍ତା ମାନେ ଧନ୍ୟବାଦ ଜ୍ଞାପନ କରିଛନ୍ତି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like