-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ବନବିଭାଗର ଖାମଖିଆଲି ନୀତି ଯୋଗୁଁ ନିରୀହ ଲୋକଙ୍କ ଜୀବନ ଗଲା

10-Jun-2021



ଗଞ୍ଜାମ (ଉମା ମହାରଣା) ଗଞ୍ଜାମ ଜିଲ୍ଲାର ଭଞ୍ଜନଗର , ଦକ୍ଷିଣ ଘୁମୁସର ବନଖଣ୍ଡରେ ବଣୁଆ ହାତୀଙ୍କ ଉପଦ୍ରବ । ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ  ମୃତ୍ୟୁ ହୋଇଥିବା ବେଳେ ଜଣେ ମହିଳା ଆହତ ହୋଇଛନ୍ତି । ମୃତକ ଜଣକ ବେଲଗୁଣ୍ଠା ଥାନା ଅନ୍ତର୍ଗତ ଜିଲିବା ଗ୍ରାମର ବାଞ୍ଛାନିଧି ସେଠୀ । ସକାଳେ ପ୍ରାତଃ ଭ୍ରମଣରେ ଯାଉଥିବା ବେଳେ ହାତୀପଲ ହାବୁଡ଼ରେ ପଡ଼ିଥିଲେ । ସେଥିରୁ ଗୋଟିଏ ହାତୀ ତାଙ୍କୁ କଚାଡି ଦେଇଥିବା ବେଳେ ଗୁରୁତର ଆହତ ଅବସ୍ଥାରେ ବାଞ୍ଛାନିଧିଙ୍କୁ ଉଦ୍ଧlର କରି ବେଲଗୁଣ୍ଠା ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ସେହିଭଳି   ନିକଟସ୍ଥ କେଳାପଙ୍କାଳ ଗାଁ ର କିଛି ମହିଳା ବଡନଦୀକୁ ଗାଧୋଇବାକୁ ଯାଇଥିବା ବେଳେ ସଂପୃକ୍ତ ହାତୀପଲ ଆକ୍ରମଣ ରେ ସବିତା ପରିଡ଼ା ନାମକ ଜଣେ ମହିଳା ଗୁରୁତର ଆହତ ହୋଇ ଭଞ୍ଜନଗର ମେଡିକାଲ ରେ ଭର୍ତି ହୋଇଛନ୍ତି । ଉଭୟ ବନବିଭାଗ ଓ ବେଲଗୁଣ୍ଠା ଥାନା ପୋଲିସ ଘଟଣାର ଅନୁଧ୍ୟାନ ଆରମ୍ଭ କରିଛନ୍ତି । ସଂପୃକ୍ତ ହାତୀପଲ ,  ଯିବା ସମୟରେ ନିକଟସ୍ଥ ବଡବୋରସିଙ୍ଗି ଗାଁ ନିକଟରେ ଆତଙ୍କ ସୃଷ୍ଟି କରିଥିଲେ । ଗୋଟିଏ ଘର ଭାଙ୍ଗିବା ସହ ବ୍ୟାପକ ଫସଲ ମଧ୍ୟ ନଷ୍ଟ କରିଛନ୍ତି । ଜଙ୍ଗଲର ଆଖ ପାଖ ଅଞ୍ଚବାସୀଙ୍କୁ ବନବିଭାଗ ତରଫରୁ ସଚେତନତା  କରା ଯାଉନଥିବା ଓ ଅଞ୍ଚଳବାସୀଙ୍କୁ ବନ୍ୟଜନ୍ତୁଙ୍କ ଦାଉରୁ ରକ୍ଷା କରିବା ନେଇ  ବନବିଭାଗ ସେ ଦିଗରୁ ସମ୍ପୁର୍ଣ୍ଣ ଭାବେ ଖାମଖିଆଲି କରୁଥିବା ନେଇ ବନ୍ୟ ଜନ୍ତୁର ଶିକାର ହୋଈ ଲୋକଙ୍କ ଜିବନ ଚାଲିଯାଉ ଥିବା ବେଳେ ଆଉ କେଉଁଠି ବନ୍ୟଜନ୍ତୁ ଙ୍କ ଦ୍ୱାରା ଲୋକଙ୍କ ଚାଷଜମିର ଫସଲ ମଧ୍ୟ ନଷ୍ଟ କରୁଛନ୍ତି ା ଯାହାଫଳରେ ଚାଷୀ ମଧ୍ଯ ହତାସ ହେଉଛନ୍ତି ା ବନବିଭାଗର ଏଭଳି ଖାମଖିଆଲି ନିତି ଯୋଗୁଁ ଲୋକଙ୍କ ଜୀବନ ଯାଉଥିବା ନେଈ ବୁଦ୍ଧି ଜୀବି ମହଲରେ ଚର୍ଚ୍ଚା ହେଉଅଛି ା


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like