-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

କରୋନାଜନିତ ମୃତ୍ୟୁର ଶିକାର ହେଉଥିବା ପରିବାର ବର୍ଗଙ୍କୁ ମିଳୁନି ପ୍ରମାଣ ପତ୍ର,ବିଭାଗୀୟ ମୁଖ୍ୟ ଶାସନ ସଚିବ ଦୃଷ୍ଟି ଦେବାକୁ ଦାବୀ

11-Jun-2021



ଟିଟିଲାଗଡ (ପ୍ରେରଣା ଖବର) : କୋଭିଡ-୧୯ ନିୟମ ଅନୁଯାୟୀ ସରକାରୀ ଭାବେ ବିଭିନ୍ନ ପ୍ରକାର ଯୋଜନା କାର୍ଯ୍ୟକାରୀ କରିବା ସହ ଉକ୍ତ କରୋନାଜନିତ ମୃତ୍ୟୁ ପରେ ମୃତ ବ୍ୟକ୍ତିଙ୍କ ପରିବାରକୁ ବିଭିନ୍ନ ଯୋଜନାରେ ସାମିଲ କରାଯିବ ବୋଲି ଘୋଷଣା କରାଯାଇଛି । ହେଲେ ପରିତାପର ବିଷୟ ଏହା ଯେ, କରୋନା ଯୋଗୁଁ ମୃତ ବ୍ୟକ୍ତିଙ୍କ ପରିବାର ପକ୍ଷରୁ ମୃତ୍ୟୁ ପ୍ରମାଣପତ୍ର ନିମନ୍ତେ ଆବେଦନ କଲେ ଓ ଉକ୍ତ ବିଭାଗୀୟ ଅଧିକାରୀଙ୍କ ନିକଟରେ କେଉଁ କାରଣରୁ ମୃତ୍ୟୁ ହୋଇଛି ସେ ନେଇ ସମ୍ପୁର୍ଣ୍ଣ ତଥ୍ୟ ଥାଇ ସୁଦ୍ଧା ମୃତ୍ୟୁ ପ୍ରମାଣପତ୍ର ରେ ଉଲ୍ଲେଖ କରାଯାଉ ନାହିଁ ଯଦ୍ୱାରା ବିଭିନ୍ନ ପ୍ରକାର ସହାୟତା ପାଇବା ନେଇ ପରିବାର ବର୍ଗ ଅକଥନୀୟ ଦୁର୍ଦ୍ଦଶା ର ସମ୍ମୁଖୀନ ହେବାକୁ ବାଧ୍ୟ ହେଉଛନ୍ତି । ଏ ନେଇ ଅନଲାଇନ ସହ ନିଜେ ଆବେଦନ କରି ସୁଦ୍ଧା ନିରାଶ ହେବା ସହ ଖର୍ଚ୍ଚ।ନ୍ତ ର ଶିକାର ହେଉଥିବା ଅଭିଯୋଗ ହୋଇ ଆସୁଛି । ଏ ନେଇ ବଲାଙ୍ଗୀର ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ସାଧାରଣ ଅର୍ଥ ଖର୍ଚ୍ଚ କରି ନିଜେ ବଲାଙ୍ଗୀର ମୁଖ୍ୟ କାର୍ଯ୍ୟାଳୟ ଯାଇ ଆବେଦନ, ନିବେଦନ କରି ସୁଦ୍ଧା କିଛି ସୁଫଳ ନ ପାଇବା ଦେଖାଯାଉଛି । ସରକାରୀ ଭାବେ ବିଭିନ୍ନ ବ୍ୟବସ୍ଥା କରାଯାଇଛି ସିନା ଏହି କରୋନା ଜନିତ ମୃତ୍ୟୁ ନେଇ କିଏ କେମିତି ଭାବେ ପ୍ରମାଣପତ୍ର ପାଇ ପାରିବେ ସେ ନେଇ ଜିଲ୍ଲା ପ୍ରଶାସନ ଅଧିକାରୀ ସ୍ପଷ୍ଟ କରିପାରୁ ନ ଥିବା ବେଳେ ସାଧାରଣ କରିବେ କଣ ? ଏ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ସେହିପରି

  • ବଲାଙ୍ଗୀର ଜିଲ୍ଲାର ସିନ୍ଧେକେଲା ଥାନା ଅନ୍ତର୍ଗତ ପେନରିପାଏନ ଗ୍ରାମ ର ଗୁଆଲୁ ନାଗ ନାମକ ଜଣେ ବ୍ୟକ୍ତି ଙ୍କ କରୋନା ଜନିତ ମୃତ୍ୟୁ ବଲାଙ୍ଗୀର କୋଭିଡ କେନ୍ଦ୍ର ରେ ଘଟିଥିବା ବେଳେ ତାଙ୍କ ସ୍ତ୍ରୀ ଓ ପୁଅ ଙ୍କ ଆବେଦନ କ୍ରମେ କେବଳ ମୃତ୍ୟୁ ପ୍ରମାଣ ପତ୍ର ପ୍ରଦାନ କରାଯାଇଛି । ଏ ନେଇ ବିଭାଗୀୟ ଅଧିକାରୀଙ୍କୁ ଯୋଗାଯୋଗ କରିବା ରୁ ତାହା ଡ଼ାକ୍ତର ଦେବେ କିମ୍ବା ଜିଲ୍ଲାପାଳ ଅବା ଜଣେ ମାଜିଷ୍ଟ୍ରେଟ ଶ୍ରେଣୀର ଅଧିକାରୀ ଦେବେ ସେ ନେଇ କିଛି ସ୍ପଷ୍ଟ ସୂଚନା ଦେଇ ପାରି ନାହାନ୍ତି । ଏ ନେଇ ଜିଲ୍ଲା ର ଅକ୍ରାନ୍ତ ହୋଇ ମୃତ୍ୟୁ ବରଣ କରିଥିବା ପରିବାର ବର୍ଗ ଙ୍କୁ କିପରି ଉକ୍ତ ପ୍ରମାଣପତ୍ର ପ୍ରଦାନ କରାଯିବ ସେ ନେଇ ବିଭାଗୀୟ ମୁଖ୍ୟ ଶାସନ ସଚିବ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ନିମନ୍ତେ ଜିଲ୍ଲା ଜନସେବା ସଂଘ ଦାବୀ କରିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like