-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ରାଜ୍ୟ

କମୁଛି ସଂକ୍ରମଣ: ରାଜ୍ୟରୁ ନୂଆ ୫୨୩୫ ଆକ୍ରାନ୍ତ ଚିହ୍ନଟ, ଆଉ ୪୩ ଜୀବନ ନେଲା କରୋନା

11-Jun-2021



ଭୁବନେଶ୍ୱର(ଶୁଭାଶିଷ ନାୟକ): ରାଜ୍ୟରେ ସଂକ୍ରମଣ କମୁଥିବା ବେଳେ ଏହି ସଂଖ୍ୟା ୬ ହଜାର ତଳକୁ ଖସିଛି  । ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୨୩୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ପକ୍ଷରୁ ଏହି ସୂଚନା ଦିଆଯାଇଛି । ସେହିପରି ଆଉ ୪୩ ଜଣ କରୋନା ଆକ୍ରାନ୍ତଙ୍କ ଜୀବନ ଯାଇଛି ।୪୩ ଜଣଙ୍କ ଜୀବନ ଯିବା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୨୧୦କୁ ବୃଦ୍ଧି ପାଇଛି ।
୫୨୩୫ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୯୫୭ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ବାକି ୨୨୭୮ଟି ହେଉଛି ଲୋକାଲ୍ କେସ୍ । ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ  ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୨୬ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୫୫୭ ଜଣ ଚିହ୍ନଟ ହୋଇଛନ୍ତି ।

 ରାଜ୍ୟରେ ଆଉ ୪୩ କରୋନ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ ଜଣ ଅଛନ୍ତି । ଅନୁଗୋଳ, ବରଗଡ଼, ସୁନ୍ଦରଗଡ଼ ଓ କଟକରୁ ୪ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ବୌଦ୍ଧ ଓ କଳାହାଣ୍ଡି ଜିଲ୍ଲାରୁ ୩ ଜଣ ଲେଖାଏଁ ଅଛନ୍ତି । ବାଲେଶ୍ୱର, ଗଞ୍ଜାମ, ଝାରସୁଗୁଡ଼ା,କେନ୍ଦ୍ରାପଡ଼ା, ରାୟଗଡ଼ା ଓ ପୁରୀରୁ ୨ ଜଣ ଲେଖାଏଁଙ୍କ ମୃତ୍ୟୁ ଘଟିଥିବା ବେଳେ ଢେଙ୍କାନାଳ, କନ୍ଧମାଳ, ନୟାଗଡ଼ ଓ ସମ୍ବଲପୁରରୁ ଜଣେ ଲେଖାଏଁ ଅଛନ୍ତି ।
ସେହିପରି ଅନୁଗୋଳ ଜିଲ୍ଲାରୁ ୨୭୭ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩୨୦, ବରଗଡ଼ରୁ ୧୧୮, ଭଦ୍ରକରୁ ୨୧୭, ବଲାଙ୍ଗିରରୁ ୪୧, ବୌଦ୍ଧରୁ ୮୩, ଦେବଗଡ଼ରୁ ୧୪, ଢେଙ୍କାନାଳରୁ ୧୩୭, ଗଜପତିରୁ ୨୩, ଗଞ୍ଜାମରୁ ୭୭, ଯାଜପୁରରୁ ୩୯୪, ଜଗତସିଂହପୁରରୁ ୧୪୮, ଝାରସୁଗୁଡ଼ାରୁ ୨୭, କଳାହାଣ୍ଡିରୁ ୪୮, କନ୍ଧମାଳରୁ ୩୭, କେନ୍ଦ୍ରାପଡ଼ାରୁ ୨୩୭, କେନ୍ଦୁଝରରୁ ୧୧୫, କୋରାପୁଟରୁ ୧୨୭, ମାଲକାନଗିରିରୁ ୫୮, ମୟୂରଭଞ୍ଜରୁ ୨୮୫, ନବରଙ୍ଗପୁରରୁ ୧୮୬, ନୟାଗଡ଼ରୁ ୧୩୨, ନୂଆପଡ଼ାରୁ ୧୩, ପୁରୀରୁ ୨୩୪, ରାୟଗଡ଼ାରୁ ୧୨୯, ସମ୍ବଲପୁରରୁ ୬୬, ସୁବର୍ଣ୍ଣପୁରରୁ ୩୪ ଓ ସୁନ୍ଦରଗଡ଼ରୁ ୨୫୧ ଜଣ ଚିହ୍ନଟ ହୋଇଛନ୍ତି ।  
ଖୋର୍ଦ୍ଧା ଜିଲ୍ଲାରେ କରୋନା ମୃତ୍ୟୁ ସଂଖ୍ୟା ୫୨୨କୁ ବୃଦ୍ଧି ପାଇଥିବା ବେଳେ ଅନୁଗୋଳରେ ୧୪୮, ବାଲେଶ୍ୱରରେ ୧୧୩, ବରଗଡ଼ରେ ୬୭, ବୌଦ୍ଧରେ ୬୮, କଟକରେ ୨୦୧, ଢେଙ୍କାନାଳରେ ୪୬, ଗଞ୍ଜାମରେ ୨୯୬, ଝାରସୁଗୁଡ଼ାରେ ୮୫, କଳାହାଣ୍ଡିରେ ୧୪୬, କନ୍ଧମାଳରେ ୪୪, କେନ୍ଦ୍ରାପଡ଼ାରେ ୫୯, ନୟାଗଡ଼ରେ ୫୫, ପୁରୀରେ ୧୬୭, ରାୟଗଡ଼ାରେ ୧୨୬, ସମ୍ବଲପୁରରେ ୯୮ ଓ ସୁନ୍ଦରଗଡ଼ରେ ୩୦୩କୁ ବୃଦ୍ଧି ପାଇଛି ।

 ୫୨୩୫ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୮ ଲକ୍ଷ ୪୨ ହଜାର ୪୬୧ ଛୁଇଁଛି । ସେମାନଙ୍କ ମଧ୍ୟରୁ ୭ ଲକ୍ଷ ୭୨ ହଜାର ୯୭୨ ସୁସ୍ଥ ହୋଇସାରିଛନ୍ତି । ୬୬ ହଜାର ୨୨୬ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like