-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

କନ୍ଧମାଳ କଳା ବିକାଶ କେନ୍ଦ୍ରର ସହ ଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ

11-Jun-2021



ବାଲିଗୁଡା,(ପ୍ରେରଣା ଖବର ବ୍ୟୁରୋ):  ବିଶ୍ଵ ମହାମାରୀ କରୋନାର କରାଳ ଛାୟାରେ ସମସ୍ତେ ପ୍ରଭାବିତ ହୋଇଥିବା ବେଳେ ପ୍ରାୟ  ଦେଢ଼ ବର୍ଷ ହେବ ଲକ୍ ଡାଉନ୍ ସଟ ଡାଉନ୍ ରେ ଜୀବନ ଜୀବିକା ବିପନ୍ନ ହୋଇପଡିଛି l  ଏହାରି ଭିତରେ ସବୁଠାରୁ ଅଧିକ କ୍ଷତିଗ୍ରସ୍ତ ହୋଇଛନ୍ତି କଳାକାର l ମୁଁହରେ ରଙ୍ଗ ମାରି ମନୋରଞ୍ଜନ ର ଖୋରାକ ଯୋଗାଇବା ସହିତ

ସମାଜକୁ ଦିଗ ଦର୍ଶନ ଓ ସଚେତନତା ର ବାର୍ତ୍ତା ପ୍ରେରଣ କରୁଥିବା କଳାକାର ଙ୍କ ଘରେ ଚୁଲି ଜଳୁନି l ସ୍ୱାଭିମାନ କଳାକାର କଳା ପରିବେଷଣ ଓ ସାଧନା ବ୍ୟତୀତ ଅନ୍ୟ ପନ୍ଥା ନାହିଁ l ଏହି ପରିପ୍ରେକ୍ଷୀରେ କନ୍ଧମାଳ କଳାବିକାଶ କେନ୍ଦ୍ର କଳାକାର ଙ୍କ ସୁଖ ଦୁଃଖ ରେ ସହାୟକ ହେବାପାଇଁ ଆଗକୁ ଆସିଛି l ଏ ନେଇ ଶୁକ୍ରବାର ବାଲିଗୁଡ଼ା ସ୍ଥିତ ଗାୟତ୍ରୀ ମନ୍ଦିର ପ୍ରାଙ୍ଗଣ ରେ ଅନୁଷ୍ଠିତ ସହଭାଗିତା କାର୍ଯ୍ୟକ୍ରମକୁ ଅନୁଷ୍ଠାନ ର ସମ୍ପାଦକ ପ୍ରମୋଦ କୁମାର ଦଣ୍ଡସେନା ଆୟୋଜିତ କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ବାଲିଗୁଡ଼ା ବିଧାୟକ ଚକ୍ରମଣୀ କହଁର, ସମ୍ମାନିତ ଅତିଥି ଭାବେ ତହସିଲଦାର ଶଶାଙ୍କ ଶେଖର ପାତ୍ର ଓ ବରିଷ୍ଠ ମଞ୍ଚ କଳାକାର ଡକ୍ଟର ବିଚିତ୍ରl ନନ୍ଦ ଆଚାର୍ଯ୍ୟ ପ୍ରମୁଖ ଯୋଗଦେଇ କରୋନା  ସଚେତନତା  ଓ କଳାକାର ସ୍ବାବଲମ୍ବୀ ଉପରେ ବକ୍ତବ୍ୟ ପ୍ରଦାନ କରିଥିଲେ l  ଶହେରୁ ଉର୍ଦ୍ଧ୍ବ ପାରମ୍ପରିକ ଓ ମଞ୍ଚ କଳାକାର ଙ୍କ ପରିବାରକୁ ରାସନ୍ ସାମଗ୍ରୀ ବଣ୍ଟନ କରାଯାଇ ଥିଲା l ଜିଲ୍ଲା ରେ ପ୍ରଥମ ଥର ପାଇଁ କନ୍ଧମାଳ କଳାବିକାଶ କେନ୍ଦ୍ରର 

ଅଭିନବ ପ୍ରୟାସ କୁ ବାଲିଗୁଡ଼ା ବିଧାୟକ ଓ ତହସିଲଦାର ଉଚ୍ଚ ପ୍ରଶଂସା କରିଥିଲେ l  ଆଗାମୀ ଦିନରେ ବାଲିଗୁଡ଼ା ସହର ସମେତ କ.ନୂଆଗାଁ, ତୁମୁଡ଼ିବନ୍ଧ,  କୋଟଗଡ଼ ଓ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଏହି ଭଳି କଳାକାର ସହ ଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି ସମ୍ପାଦକ ଶ୍ରୀ  ଦଣ୍ଡସେନା ପ୍ରକାଶ କରିଛନ୍ତି l ଅନୁଷ୍ଠାନକୁ ଆର୍ଥିକ ସହାୟତା ପ୍ରଦାନ କରିଥିବା ସମସ୍ତ ବଦାନ୍ୟ ବ୍ୟକ୍ତିଙ୍କୁ କନ୍ଧମାଳ କଳାବିକାଶ କେନ୍ଦ୍ର ତରଫରୁ କୃତଜ୍ଞତା ଜ୍ଞାପନ କରାଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like