-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର : ଜିଲ୍ଳା କୋଷାଗାର ରୁ ଆଜି ମନ୍ଦିର ବିଜେ ହେଲେ 108 ତୋଳା ର ନାଗ ମୂର୍ତ୍ତି ବାବା ଚନ୍ଦ୍ରଶେଖର

11-Jun-2021



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ) :  ଗତ ମଙ୍ଗଳବାର ଦିନ କୋଭିଡ କଟକଣା ଓ ଯଥା ରୀତିନୀତି  ସହିତ  ସ୍ଥାନୀୟ ଚନ୍ଦ୍ରଶେଖର ମନ୍ଦିରରେ ଥାଳ ଉଠା କାର୍ଯ୍ୟକ୍ରମ ଓ  ପୂଜା ଅର୍ଚନା କରାଯାଇ ସୁବର୍ଣ୍ଣପୁର ସହରର ପ୍ରସିଦ୍ଧ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ ହୋଇଛି l ଏବର୍ଷ ମା ପାର୍ବତୀଙ୍କ ମାତା ପିତା ପ୍ରତିନିଧି  ଭାବେ ଥନାପତି ପଡା ର  ପି. ରାଜେଶ୍ୱରୀ ରାଓ  ଓ  ପି. ସିମାଞ୍ଚଳ ଙ୍କୁ ପୂଜା କମିଟି ଚୟନ କରିଥିବା ବେଳେ ବର ଶିବ ପିତା ମାତାଙ୍କ ପ୍ରତିନିଧି ଭାବେ ଶାନ୍ତି ନଗର ପଡାର ଅର୍ଜୁନ ରଥ ଓ ରାଲି ରଥଙ୍କୁ  ଏବର୍ଷ ପୁଣିଥରେ ମହାପ୍ରଭୁଙ୍କ ସେବାରେ ସମର୍ପଣ ହେବାକୁ ଅପୂର୍ଵ ସୁଯୋଗ ମିଳିଛି l ଆଜି ଜ଼ିଲ୍ଲା କୋଷାଗାରରୁ ସୁବର୍ଣ୍ଣପୁର ଏସ. ପି ଶ୍ରୀ ସୀତାରାମ ଶତପଥିଙ୍କ ଉପସ୍ଥିତିରେ ଶ୍ରୀ ଚନ୍ଦ୍ରଶେଖର ମହାପ୍ରଭୁ (108 ତୋଳା ର ନାଗମୂର୍ତ୍ତି) ଙ୍କୁ ମନ୍ଦିର ଅଭିମୁଖେ ବିଜେ କରାଯାଇଛି  l ସୁବର୍ଣ୍ଣପୁରର ଅଧିଷ୍ଠାତା  ଶ୍ରୀ ସୁବର୍ଣ୍ଣମେରୁ ବାବା ଙ୍କ  ନିମନ୍ତ୍ରଣ ଓ ଆଗମନ  ପାଇଁ ମହଣ ମହଣ ରୁପାରେ ନିର୍ମିତ ପାଲିଙ୍କି ବିଜେ ହୋଇଛି l ଯାତ୍ରାରେ ଖୁବ ସାଜସଜ୍ଜା ହୋଇଥିବା  ବର ପିତା କନ୍ୟା ପିତାଙ୍କ ବାସଭବନ ମହାପ୍ରଭୁ ଙ୍କୁ ଦର୍ଶନ  ସମେତ  ଶୀତଳ ଷଷ୍ଠୀ  ଯାତ୍ରାର  ଶିବ ବିବାହ ଓ

ମହାପ୍ରଭୁଙ୍କ ମନ୍ଦିର  ପ୍ରତ୍ୟାବର୍ତନ ବେଳେ ଆଶୀର୍ବାଦ ଭିକ୍ଷା ପାଇଁ  କାହିଁ କେଉଁ ରାଜା ରାଜୁଡା ଅମଳରୁ ଲକ୍ଷ ଲକ୍ଷ ଭକ୍ତ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗି ଲାଗେ  l  ଏହା ସୁବର୍ଣ୍ଣପୁର ଶୀତଳ ଷଷ୍ଠୀ ଯାତ୍ରାର ମୁଖ୍ୟ ଆକର୍ଷଣ ଅଟେ l

   ଭିଡ଼କୁ ନିୟନ୍ତ୍ରଣ କରିବାକୁ ଓ ଶାନ୍ତି ଶୃଙ୍ଖଳା ରକ୍ଷା କରିବାକୁ ବିଭିନ୍ନ ସାମାଜିକ ଅନୁଷ୍ଠାନ ଓ  ପୋଲିସ ପ୍ରଶାସନ ପୂର୍ବ ରୁ ପ୍ରସ୍ତୁତ ଓ  ସଜାଗ ହୋଇଥାନ୍ତି l ଗତ ବର୍ଷ  ରୁ କିନ୍ତୁ   କରୋନା ସଂକ୍ରମଣର ଭାୟାବହତାକୁ ନଜର ରେ  ରଖି  ଖୁବ 

ନିରାଡ଼ମ୍ବର ଭାବେ ପୋଲିସ ପ୍ରଶାସନର ସହାୟତାରେ ଏ ଯାତ୍ରା କୁ ପାଳନ କରାଯାଉଛି  l ଆସନ୍ତା 16 ତାରିଖ ଦିନ  ଏବର୍ଷର ଶୀତଳ ଷଷ୍ଠୀ ଯାତ୍ରା ଶିବ ବିବାହ ଓ 17 ତାରିଖ ଦିନ ମହାପ୍ରଭୁଙ୍କ  ନଗର ପରିକ୍ରମା  ଓ  ମନ୍ଦିର ପ୍ରତ୍ୟାବର୍ତନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବାକୁ ସ୍ଥିର ହୋଇଛି l ଆଜିଠୁ ସହର ଚଳ ଚଞ୍ଚଳ ଓ ଉତ୍ସବ ମୁଖର ଜଣାପଡିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like