-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ବିନିକା ଅଞ୍ଚଳ ରେ ବଡ଼ିଚାଲିଛି ଜବରଦଖଲ, ସଙ୍କୁଚିତ ହେଉଛି ସହରାଞ୍ଚଳ ଓ ଗ୍ରାମାଞ୍ଚଳ ରାସ୍ତା

11-Jun-2021



ବିନିକା (ହିମାଂଶୁ ଶେଖର ପୁଟେଲ): ସଂପ୍ରତି ସୋନପୁର ଜିଲ୍ଲା ବିନିକା ଅଞ୍ଚଳର ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ରାସ୍ତା ଗୁଡ଼ିକ ଦିନକୁ ଦିନ ସଙ୍କୁଚିତ ହେବାରେ ଲାଗିଛି l କେତେକ ସ୍ଥଳରେ ଓସାରିଆ ରାସ୍ତାକୁ ଲୋକେ ବେଖାତିର ଭାବରେ ଜବରଦଖଲ କରିବାରେ ଲାଗିଛନ୍ତି l ସହରାଞ୍ଚଳ ସମେତ ଗ୍ରାମାଞ୍ଚଳରେ ମଧ୍ୟ ଏହା ଦେଖିବାକୁ ମିଳିଛି l ପ୍ରଶାସନର କୌଣସି ସଚେତନତା ଓ କଟକଣା ନିୟମକୁ ବୋଧେ କେହି ଖାତିର କରୁ ନ ଥିବା ଜଣାପଡିଛି l ରାସ୍ତାକୁ ଜବରଦଖଲ କରି କେଉଁଠି କାନ୍ଥ ନିର୍ମାଣ ତ ଆଉ କେଉଁଠି ପିଣ୍ଡା ନିର୍ମାଣ ହୋଇଥିବାରୁ ଜରୁରୀ ସମୟରେ ଦମକଳ କିମ୍ବା ଆମ୍ବୁଲାନ୍ସ ଗାଡ଼ି ଯିବା ଆସିବାରେ ଅନ୍ତରାୟ  ସୃଷ୍ଟି କରୁଛି l  ଏହି ସମସ୍ୟା ଯୋଗୁଁ ଅନେକଙ୍କ ଧନ ଜୀବନ ନଷ୍ଟ ହୋଇଥିବାର ନଜିର ରହିଛି l ସମସ୍ୟା ସମ୍ପର୍କରେ ସଂପୃକ୍ତ ବିଭାଗ ଓ ପ୍ରଶାସନ ଜାଣୁ ଥିଲେ ମଧ୍ୟ ନ ଜାଣିଲା ପରି ଅଭିନୟ କରୁଥିବାରୁ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି l ତେଣୁ ବେଳ ଥାଉଁ ଥାଉଁ ତଦାରଖ ବ୍ୟବସ୍ଥା କରାଗଲେ ସହରାଞ୍ଚଳ ହେଉକି ଗ୍ରାମାଞ୍ଚଳରେ ଜବରଦଖଲ ବଢ଼ି ନ ପାରନ୍ତା ବୋଲି ବୁଦ୍ଧିଜୀବୀ ମହଲରେ ମତ ପ୍ରକାଶ ପାଇଛି l ତେଣୁ ଏହି ସମସ୍ୟା ପ୍ରତି ବିଭାଗୀୟ କର୍ତୁପକ୍ଷ ଦୃଷ୍ଟି ଦେବା ଜରୁରୀ ହୋଇପଡିଛି l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like