-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ପଶ୍ଚିମ ଓଡିଶା ବିକାଶ ପରିଷଦରୁ କୋଭିଡ୍ ସହାୟତା, ଭୀମ ଭୋଇ ମେଡିକାଲ ପାଇଁ ଇକ୍‌ମୋ ମେସିନ ଦାବି କଲେ ନରସିଂହ

11-Jun-2021



ବଲାଙ୍ଗିର,(ପ୍ରେରଣା ଖବର)- ଆଜି ପଶ୍ଚିମ ଓଡିଶା ବିକାଶ ପରିଷଦ ଅଞ୍ଚଳରେ ଥିବା ୧୧ଟି ଜିଲ୍ଲା କୋଭିଡ୍ ପରିଚାଳନା ତଥା ସଂକ୍ରମଣ ରୋକିବା ପାଇଁ ପଶ୍ଚିମ ଓଡିଶା ବିକାଶ ପରିଷଦ ତରଫରୁ ବଲାଙ୍ଗିର ପାଇଁ ୩କୋଟି ଟଙ୍କାର ବିଭିନ୍ନ ଚିକିତ୍ସା ଉପକରଣ କୋଭିଡ୍ ସହାୟତା ଭାବରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଲୋକାର୍ପଣ କରିଛନ୍ତି । ଲୋକାର୍ପଣ ଉତ୍ସବରେ ଜିଲ୍ଲାର ସମସ୍ତ ବିଧାୟକ, ସାଂସଦ ତଥା ମନ୍ତ୍ରୀ ଟୁକୁନି ସାହୁ ଉପସ୍ଥିତ ଥିଲେ । ଜିଲ୍ଲାପାଳ ଚଞ୍ଚଳ ରାଣାଙ୍କ ଉପସ୍ଥିତିରେ ଜିଲ୍ଲାପାଳ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ଯୋଗ ଦେଇ ଏହି କାର୍ଯ୍ୟକ୍ରମକୁ କାମ କମ୍ ଆଡମ୍ବର ବେଶି ବୋଲି କହିଛନ୍ତି । ସେ ନିଜ ବକ୍ତବ୍ୟରେ କହିଛନ୍ତି ଯେ ୧୧ଟି ଜିଲ୍ଲା ପାଇଁ ୨୫କୋଟି, ଯେଉଁଥିରୁ କି ବଲାଙ୍ଗିର ପାଇଁ ୩ କୋଟି ଟଙ୍କା କୋଭିଡ୍ ସହାୟତାକୁ ମୁଖ୍ୟମନ୍ତ୍ରୀ ଏତେ ଆଡମ୍ବରପୂର୍ଣ୍ଣ ଭାବରେ ଲୋକାର୍ପଣ କରିବା ତାଙ୍କର ଗାରିମା କ୍ଷୁର୍ଣ୍ଣ କରୁଛି । ପୁଣି ଏହି ୨୫କୋଟି ଟଙ୍କା ପଶ୍ଚିମ ଓଡିଶା ବିକାଶ ପରିଷଦ ପାଣ୍ଠିର । ଯଦି ଏହି କୋଭିଡ୍ ସହାୟତା ବିକାଶ ପରିଷଦ ଅଞ୍ଚଳର ବାହାରେ ଆଉ କୌଣସି ଜିଲ୍ଲାରେ କରାଯାଉ ନାହିଁ , ତେବେ ଏହା ଆମ ଅଞ୍ଚଳ ଲୋକଙ୍କୁ କିଛି ମାତ୍ରାରେ ଅସ୍ୱସ୍ଥି ଦେଇପାରେ ଏବଂ ଯଦି ଏହି କୋଭିଡ୍ ସହାୟତା ଅନ୍ୟ ଜିଲ୍ଲା ମାନଙ୍କରେ ସରକାର ପ୍ରଦାନ କରୁଛନ୍ତି ଓ ପଶ୍ଚିମାଞ୍ଚଳରେ ପଶ୍ଚିମ ଓଡିଶା ବିକାଶ ପରିଷଦ ପାଣ୍ଠି କରୁଛି ,  ତେବେ ଏହା ଆମ ଅଞ୍ଚଳର ଲୋକଙ୍କ ପାଇଁ କ୍ଷତି ଅଟେ । କାରଣ ପଶ୍ଚିମ ଓଡିଶା ବିକାଶ ପରିଷଦ ଅଞ୍ଚଳରେ ଅନେକ ପଛୁଆ ଜିଲ୍ଲା ଅଛି , ଯେଉଁ ଠାରେ କି ଏହି ପାଣ୍ଠିରୁ ଖର୍ଚ୍ଚ ହୋଇଥାନ୍ତା ।

ତେଣୁ ରାଜ୍ୟ ସରକାର ଅଲଗା ଜିଲ୍ଲାମାନଙ୍କରେ ଯେପରି ନିଜ ପାଣ୍ଠିରୁ କୋଭିଡ୍ ପରିଚାଳନା ପାଇଁ ଅନୁଦାନ ଦେଉଛନ୍ତି ସେଭଳି ପଶ୍ଚିମାଞ୍ଚଳ ଜିଲ୍ଲାମାନଙ୍କୁ ମଧ୍ୟ ନିଜ ପାଣ୍ଠିରୁ କରୋନା ମୁକାବିଲା ପାଇଁ ଅନୁଦାନ ଦିଅନ୍ତୁ । ନିଜ ବକ୍ତବ୍ୟରେ ସେ ଆହୁରି ମଧ୍ୟ ଦାବି କରିଥିଲେ ଯେ ବର୍ତ୍ତମାନ ଜଟିଳ ଅବସ୍ଥାରେ ଥିବା କରୋନା ରୋଗୀଙ୍କ ପାଇଁ ଇକ୍‌ମୋ ମେସିନ କେବଳ ଉପକୂଳବର୍ତ୍ତି ଅଞ୍ଚଳରେ ସ୍ଥାପନ ହେବାର ବ୍ୟବସ୍ଥା ହେଉଛି । ଏହି ମେସିନ ସ୍ଥାପନ କୁ ନେଇ ପଶ୍ଚିମାଞ୍ଚଳରେ କୌଣସି ମେଡିକାଲ କଲେଜର ନାମ ନାହିଁ । ତେଣୁ ଇକ୍‌ମୋ ମେସିନ ବଲାଙ୍ଗିର ସ୍ଥିତ ଭୀମଭୋଇ ମେଡିକାଲ କଲେଜରେ ମଧ୍ୟ ସ୍ଥାପନ କରାଯାଉ ବୋଲି ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ଦାବି କରିଛନ୍ତି ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like