-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ସ୍ବେଚ୍ଛାସେବୀ ଅନୁଷ୍ଠାନ ୱାର୍ଡ ପକ୍ଷରୁ ସାମ୍ବାଦିକ ଓ ହକରଙ୍କୁ କରୋନା କୀଟ ପ୍ରଦାନ

11-Jun-2021



ବାଲିଗୁଡ଼ା,(ପ୍ରେରଣା ଖବର ବ୍ୟୁରୋ).କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଳକ ଗଣମାଧ୍ୟମ ପ୍ରତିନିଧି ଓ ହକର ମାନଙ୍କୁ କନ୍ଧମାଳ ଜିଲ୍ଲାରେ କାର୍ଯ୍ୟରତ ସ୍ବେଚ୍ଛାସେବୀ ଅନୁଷ୍ଠାନ ୱାର୍ଡ  ପକ୍ଷରୁ କରୋନା କୀଟ ପ୍ରଦାନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ଦାରିଙ୍ଗବାଡ଼ି ତହସିଲଦାର କଳାକୃଷ୍ଣ ପ୍ରଧାନ ଓ ଥାନା ଅଧିକାରୀ କୌଶିକ ମାଝୀ ଉପସ୍ଥିତ ରହି ସାମ୍ବାଦିକ ଓ ହକରଙ୍କୁ କରୋନା କୀଟ ପ୍ରଦାନ କରିବା ସହ ଏହି କରୋନା ମହାମାରୀ ସମୟରେ ଏହି କିଟି  ସମସ୍ତଙ୍କ ଉପକାର କରୁ ବୋଲି ମଙ୍ଗଳ କାମନା କରିଥିଲେ । ଏହି ମହତ କାର୍ଯ୍ୟ ପାଇଁ ସ୍ବେଚ୍ଛାସେବୀ ଅନୁଷ୍ଠାନ ୱାର୍ଡ ର ସମ୍ପାଦକ ଆଶୁତୋଷ ସାହୁ ଓ କାର୍ଯ୍ୟକ୍ରମକୁ ସହଯୋଗ କରୁଥିବା ସାମ୍ବାଦିକ ତଥା ଜିଲ୍ଲା ଉତ୍କଳ ସାମ୍ବାଦିକ ସଂଘର ସଭାପତି ସନ୍ତୋଷ କୁମାର ଦାସଙ୍କୁ ଦାରିଙ୍ଗବାଡ଼ି ପ୍ରେସ କ୍ଳବ ସଭାପତି ପ୍ରେମଚାନ୍ଦ ସିଂ, ସଂପାଦକ ଅଶ୍ୱିନୀ କୁମାର ମନ୍ତ୍ରୀ ସହିତ ଅନ୍ୟ ସଦସ୍ୟ ରାକେଶ କୁମାର ସାହୁ, ତରଣୀ କୁମାର ସାହୁ, ସୁଶାନ୍ତ କୁମାର ସାହୁ, ଲାଷ୍ମୀକାନ୍ତ ରାଜଗୁରୁ, ମାଧବ ପାଇକ, ଅକେଶ୍ୱର ମାଝୀ ପ୍ରମୁଖ  ସାଧୁବାଦ ଜଣାଇବା ସହ ଏହିଭଳି ସମୟରେ ଉତ୍ତମ ସ୍ଵାସ୍ଥ୍ୟରେ ରହି ଅନ୍ୟମାନଙ୍କର ଉପକାର କରିବାକୁ ଆହ୍ଵାନ ଦେଇଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like