-+91-9937148622 |

prerana_bgr@rediffmail.com |

  Friday 31st July 2026 |

| | | |

R.N.I. Regd No. ODIODI/2010/46693

Breaking News

ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   (31-Jul-2026)       ||      *ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   (31-Jul-2026)       ||      ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                        (31-Jul-2026)       ||      ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ    (31-Jul-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   (31-Jul-2026)       ||      ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (30-Jul-2026)       ||      କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   (30-Jul-2026)       ||      କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   (30-Jul-2026)       ||      ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   (30-Jul-2026)       ||      ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   (30-Jul-2026)       ||      ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   (30-Jul-2026)       ||      ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା    (30-Jul-2026)       ||      ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   (30-Jul-2026)       ||      ରେଡକ୍ରସ ତାଲିମ ଶିବିରରେ ମେଗା ରକ୍ତଦାନ ଶିବିର, ୭୨ ୟୁନିଟ୍ ରକ୍ତ ସଂଗ୍ରହ   (29-Jul-2026)       ||      କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   (29-Jul-2026)       ||      ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   (29-Jul-2026)       ||      ଗୁରୁ ପୁର୍ଣିମା ଦିବସ ପାଳିତ    (29-Jul-2026)       ||      ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   (29-Jul-2026)       ||      *କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   (29-Jul-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   (29-Jul-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର : ରବି ଧାନ ବିକ୍ରିରେ ଘୋର ଅବ୍ୟବସ୍ଥା, ଅଚଳାବସ୍ଥା ଓ ଧାନ ସଂଗ୍ରହରେ ପ୍ରଶାସନର ଅପାରଗତା ବିରୋଧରେ ଚାଷୀଙ୍କ ବାର ଘଣ୍ଟିଆ ରାସ୍ତା ରୋକ

11-Jun-2021



ସୋନପୁର(ମନୋରଞ୍ଜନ ତ୍ରିପାଠୀ) : ରବି ଋତୁ ଚାଷୀଙ୍କ  ଟୋକନ ଲେପ୍ସ ଆଦୌ ନ କରିବା, ପେକ୍ସରେ  ଦଲାଲରାଜକୁ ବନ୍ଦ କରିବା, ବିଭିନ୍ନ ଆଳରେ କଟନି ଛଟନି କରି ଚାଷୀଙ୍କୁ ଶୋଷଣ  ନ କରିବା, ସମ୍ପୂର୍ଣ ଜମିକୁ ପଞ୍ଜିକରଣ କରିବା,  ପଞ୍ଜିକରଣରୁ ବାଦ ପଡ଼ିଥିବା ଚାଷୀଙ୍କ ପୁନଃ ପଞ୍ଜିକରଣ କରିବା, କେନ୍ଦ୍ର ସରକାର ଦେଉଥିବl ବସ୍ତା ଓ ପରିବହନ ଇତ୍ୟାଦି ଖର୍ଚ ଚାଷୀଙ୍କୁ ଦେବା, ଧାନ ରଖିବା ପାଇଁ ମଣ୍ଡି ରେ ସ୍ଥାୟୀ ଓ ସୁ ବ୍ୟବସ୍ଥା କରିବା  ଆଦି ପ୍ରମୁଖ ଆଠ ଦଫା ଦାବି ନେଇ ଆଜି ସୁବର୍ଣ୍ଣପୁର ଜ଼ିଲ୍ଲାର ଚାଷୀ ସଂଗଠନ ମହାନଦୀ ଟୋଲ ଗେଟ ହିକୁଡି ଛକ ଠାରେ 12 ଘଣ୍ଟିଆ ରାସ୍ତାରୋକ କରି ଥିଲେ l  ଧାନ ବିକ୍ରିରେ ଅବ୍ୟବସ୍ଥା ଓ ଅଚଳlବସ୍ଥାରେ ପ୍ରଶାସନର ଅପାରଗତାକୁ ଭର୍ସନା କରି କୃଷି ଓ  ଚାଷୀର ବିକାଶ ଆମ ଏକ ମୌଳିକ ଦାୟୀତ୍ବ ବୋଲି ଡିଣ୍ଡିମି ପିଟୁଥିବା ରାଜ୍ୟ ସରକାର କେବଳ ଭାଷଣ ଓ ଘୋଷଣାରେ ସୀମିତ ବୋଲି ଚାଷୀ ନେତା ବୈକୁଣ୍ଠ ଶତପଥି ମତ ରଖିଛନ୍ତି l  ସରକାରଙ୍କ  ଯଦି ଚାଷୀଙ୍କ ଉପରେ ଦରଦ ଅଛି କି ଚାଷୀର  ବିକାଶ ମୌଳିକ ଦାୟୀତ୍ବ କହୁଛି  ତାହେଲେ  ପ୍ରତି ବର୍ଷ ଚାଷୀ ଙ୍କୁ ରାଜ ରାସ୍ତାରେ  କାହିଁକି ହଟହଟା କରୁଛି ବୋଲି ପ୍ରଶ୍ନ କରିଛନ୍ତି l  ଆଜି ଦୀର୍ଘ ସମୟ  ସୋନପୁର -ସମ୍ବଲପୁର ଏନ୍ ଏଚ   ରାସ୍ତାରୋକ ଯୋଗୁଁ  ଲୋକେ ନାହିଁନଥିବା ଅସୁବିଧା ଭୋଗିଛନ୍ତି l ଶେଷରେ ବି. ଏମ ପୁର ଉପ-ଜ଼ିଲ୍ଲାପାଳ, ଏସ. ଡ଼ି ପି ଓ, ଉଲୁଣ୍ଡା ତହସିଲଦାର, ଓ ଜ଼ିଲ୍ଲା ଯୋଗାଣ ଅଧିକାରୀ ଘଟଣା ସ୍ଥଳକୁ ପହଞ୍ଚି ଚାଷୀଙ୍କୁ ବୁଝାସୁଝା କରି ଚାଷୀଙ୍କ ଅମଳ ଧାନ ସବୁ ଆସନ୍ତା 25 ତାରିଖ ଭିତରେ ନିଶ୍ଚିତ ଉଠାଯିବ ବୋଲି ପ୍ରତିଶୃତି ଦେଲା ପରେ ଚାଷୀ ମାନେ ଧାରଣାରୁ ଉଠି ଥିଲେ l ଏଥିରେ କୃଷକ ନେତା ଶ୍ରୀ ଶତପଥି, ସମ୍ପାଦକ ହିମାଂଶୁ ବାବୁ, କୋଷାଧକ୍ଷ ପଦ୍ମ ଲୋଚନ ମିଶ୍ରଙ୍କ  ସମେତ ଦୁଇ ଶହରୁ ଉର୍ଦ୍ଧ୍ୱ ଚାଷୀ ସାମିଲ ହୋଇ ବିକ୍ଷୋଭ ପ୍ରଦର୍ଶନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   31-Jul-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   31-Jul-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                       31-Jul-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ   31-Jul-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   31-Jul-2026
  ଜିଲ୍ଲା  
ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   30-Jul-2026
  ରାଜ୍ୟ  
କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   30-Jul-2026
  ଜିଲ୍ଲା  
କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   30-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   30-Jul-2026
  ଜିଲ୍ଲା  
ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   30-Jul-2026
  ଜିଲ୍ଲା  
ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   30-Jul-2026
  ଜିଲ୍ଲା  
ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା   30-Jul-2026

You Might Also Like