-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଶି‍କ୍ଷା ଓ ନିଯୁକ୍ତି

ଅନଗୁଳ - ଅନୁପସ୍ଥିତ ପାଇଁ 8 ଶିକ୍ଷକ ଙ୍କ ଦରମା ବନ୍ଦ

24-Oct-2020



ଅନଗୁଳ, (ପ୍ରେରଣା ଖବର) ବିଦ୍ୟାଳୟରେ ଅନୁପସ୍ଥିତି ପାଇଁ ଶିକ୍ଷକମାନଙ୍କୁ ମିଳିଛି ଦଣ୍ଡ। ଅନୁଗୁଳ ଜିଲ୍ଲା ଶିକ୍ଷା ଅଧିକାରୀ କଳ୍ପନା ବେହେରା ଅନୁଗୁଳ ଉଚ୍ଚ ବିଦ୍ୟାଳୟ ସମେତ ବିଭିନ୍ନ ବିଦ୍ୟାଳୟର କେତେକ ଶିକ୍ଷକ/ଶିକ୍ଷୟିତ୍ରୀଙ୍କ ଦରମା ବନ୍ଦ କରିଥିବା ଜଣାଯାଇଛି।
ବିଦ୍ୟାର୍ଥୀ ନ ଆସିଲେ ବି ଶିକ୍ଷକ ଉପସ୍ଥିତ ରହିବାକୁ ସରକାର ନିର୍ଦେଶନାମା କରିଥିଲେ। କିନ୍ତୁ, ସ୍କୁଲ ଖୋଲୁ ନ ଥିବାରୁ ଅନେକ ଶିକ୍ଷକ ବିନା ଅନୁମତିରେ ଛୁଟିରେ ରହୁଥିବା ଅଭିଯୋଗ ଉଠୁଥିଲା। ଗତ ସପ୍ତାହରେ ହଠାତ୍ ଡ଼ିଇଓ ଶ୍ରୀମତୀ ବେହେରା ଅନୁଗୁଳ ଉଚ୍ଚ ବିଦ୍ୟାଳୟରେ ପହଞ୍ଚି ଉପସ୍ଥାନ ଖାତା ଯାଞ୍ଚ କରିଥିଲେ। ସେଥିରୁ ବିଦ୍ୟାଳୟର ଆଠ ଜଣ ଶିକ୍ଷକ ନ ଥିବା ସେ ଜାଣିବାକୁ ପାଇଥିଲେ। ଏମିତିକି ଖୋଦ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ମଧୁସ୍ମିତା ନନ୍ଦ ବି ଅନୁପସ୍ଥିତ ଥିବା ଡିଇଓ ଶ୍ରୀମତୀ ବେହେରା କହିଛନ୍ତି। ଏହା ସହିତ ଅନ୍ୟାନ୍ୟ ବିଦ୍ୟାଳୟର ଶିକ୍ଷକମାନଙ୍କର ଦରମା ବନ୍ଦ କରାଯାଇଛି। ଟ୍ରେଜେରିକୁ ଏ ସମ୍ପର୍କରେ ସୂଚନା ଦିଆଯାଇଛି ବୋଲି ସେ କହିଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like

           
  ଶି‍କ୍ଷା ଓ ନିଯୁକ୍ତି  

୯୩% ମାର୍କ ରଖ୍ ସଫଳତା ପାଇଲେ ସନ୍ଦୀପ

           
  ଶି‍କ୍ଷା ଓ ନିଯୁକ୍ତି  

ଆଜିଠାରୁ ହେବ ସକାଳୁଆ ସ୍କୁଲ