-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

୮ ଦଫା ଦାବି ନେଇ କୃଷକ ସଂଗଠନର ରାସ୍ତାରୋକ, ପ୍ରଶାସନର ଲିଖିତ ପ୍ରତିଶୃତି ପରେ ରାସ୍ତାରୋକ ପ୍ରତ୍ୟାହୃତ

11-Jun-2021



ଉଲୁଣ୍ଡା(ଗୌରଚନ୍ଦ୍ର ପରିଛା) ସୁବର୍ଣ୍ଣପୁର ଜିଲ୍ଲା କୃଷକ ସଂଗଠନ ପକ୍ଷରୁ ବିଭିନ୍ନ ଦାବି ନେଇ  ଉଲୁଣ୍ଡା ବ୍ଲକ ହିକୁଡି ଠାରେ  ଶୁକ୍ରୁବାର ୧୨ ଘଂଟିଆ ରାସ୍ତାରୋକ କରିଥିଲେ । ପରେ ପ୍ରସାଶନ ପକ୍ଷରୁ    ସମସ୍ୟାର ସମାଧାନ ପାଇଁ  ଲିଖିତ ଭାବରେ ପ୍ରତିଶୃତି ଦେଲା ପରେ ରାସ୍ତାରୋକ ପ୍ରତ୍ୟାହୃତ ହୋଇଥିଲା ।  ଚାଷୀଙ୍କ ଦାବି ଅନୁସାରେ  ସରକାରଙ୍କ ନିର୍ଦେଶଥିଲେ ମଧ୍ୟ ଆଟ, ମାଳ, ବନ୍ଧ, ନାଳ ଆଦି ଜମି କିଶମକୁ ପଂଜିକରଣ କରାଯାଇନାହିଁ । ସେହିପରି ତୃଟିପୁର୍ଣ୍ଣ ତଦନ୍ତ ଯୋଗୁଁ  ବହୁ ଭାଗଚାଷି ନାମ ବାଦ ପଡିଅଛି । ଏମାନଙ୍କ ପୁନଃ ପଂଜକରଣ କରିବା ଦାବି ରହିଥିବା ବେଲେ ଅନ୍ୟପକ୍ଷରେ ପେକ୍ସ କିମ୍ବା ଏସଏଚଜିରେ ସିଧାସଳଖ ଧାନ କିଣା ନଯାଇ ମିଲର ଏବଂ ଦଲାଲି ମାଧ୍ୟମରେ ଧାନ କିଣା ଯାଉଥିବା ଯୋଗୁଁ ଚାଷି ଅସନ୍ତୋଷ ଲାଗି ରହିଛି । ଧାନ କିଣା ସ୍ଥାନରେ ଚାଷି ମାନଙ୍କ ଅଖା ବସ୍ତା, ପଲିଥିନ ବସ୍ତା ଫେରସ୍ତ କରାଯାଉନାହିଁ । ଖାଲି ଏତିକି ନୁହେଁ ଚାଷିଙ୍କ ଧାନ ବିକ୍ରି ନସରିବା ପୁର୍ବରୁ ଟାର୍ଗେଟ ଆଳ ଦେଖାଇ ମଣ୍ଡି ବନ୍ଦ କରାଯାଉଥିବାରୁ ଅଭାବି ବିକ୍ରି ଦେଖାଦେଇଛି । ଯାହାକି ଚାଷୀଙ୍କ ଧାନ ବିକ୍ରି ସରିବା ପର୍ଯ୍ୟନ୍ତ ମଣ୍ଡି ଅବଧିକୁ ବୃଦ୍ଧି କରିବା ସମେତ୮ ଦଫା ଦାବି ରହିଛି । ଏହି ସମସ୍ୟା ନେଇ ପୁର୍ବରୁ ଜିଲ୍ଲା କୃଷକ ସଂଗଠନ ପକ୍ଷରୁ ସମସ୍ୟାର ସମାଧାନ ପାଇଁ ସୁବର୍ଣ୍ଣପୁର ଜିଲ୍ଲାପାଲଙ୍କ ସମେତ ବିଭିନ୍ନ ଅଧିକାରୀଙ୍କୁ ଜିଲ୍ଲା କୃଷକ ସଂଗଠନ ତରଫରୁ ଦାବିପତ୍ର ଦିଆଯାଇ ୧୦ ତାରିଖ ସୁଦ୍ଧା ସମସ୍ୟାର ସମାଧାନ ନହେଲେ କଥିତ ସ୍ଥାନରେ ୧୨ ଘଂଟିଆ ରାସ୍ତାରୋକ କରାଜିବ ବୋଲି ସୂଚନା ଦିଆଯାଇଥିଲା । ମାତ୍ର  ପ୍ରସାଶନ ପକ୍ଷରୁ  ସମାଧାନ ପାଇଁ କୌଣସି ପଦେକ୍ଷପ ନନେବାରୁ ଆଜି ଜିଲ୍ଲା କୃଷକ ସଂଗଠନର ଉପସଭାପତି ବୈକୁଣ୍ଠନାଥ ଶତପଥିଙ୍କ ନେତୃତ୍ୱରେ ଚାଷୀ ମାନେ ହିକୁଡି ଛକଠାରେ ରାସ୍ତାରୋକ କରିଥିଲେ । ପରେ ଖବର ପାଇ ବୀରମହାରାଜପୁର ଉପଜିଲ୍ଲାପାଲ ଅଶୋକ ଭୋଇ, ଉଲୁଣ୍ଡା ତହସିଲଦାର ପୁର୍ଣ୍ଣଚନ୍ଦ୍ର ନାଏକ, ସିଏସଓ ପବିତ୍ର ସାହୁ, ଏସଡିପିଓ ଡୋଲାମଣୀ ଭୋଇ  ପହଂଚି ଚାଷିଙ୍କ ସହ ଆଲୋଚନା କରି ଯଥାଶିଘ୍ର ସମସ୍ୟାର  ସମାଧାନ କରାଜିବ ବୋଲି ଲିଖିତ ପ୍ରତିଶୃତି ଦେବାପରେ ପ୍ରାୟ ୧ଟା ସମୟରେ ରାସ୍ତାରୋକ ପ୍ରତ୍ୟାହୃତ ହୋଇଥିଲା । ଏହି ରାସ୍ତାରୋକରେ ନରେନ୍ଦ୍ର ଆଚାର୍ଯ୍ୟ, ସତ୍ୟନାରାୟଣ ପଧାନ, ହିମାଂଶୁ ଭୋଇ,  ପ୍ରମୋଦ ଗୁରୁ,  ସୁଧିର ବଘାର, ପଦ୍ମଲୋଚନ ମିଶ୍ର, ଗୋବିନ୍ଦ ମିଶ୍ର, ଜିତେନ୍ଦ୍ର ମହାପାତ୍ରଙ୍କ ସମେତ ବହୁ ଚାଷୀ ସାମିଲ ହୋଇଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like