-+91-9937148622 |

prerana_bgr@rediffmail.com |

  Friday 31st July 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                        (31-Jul-2026)       ||      ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ    (31-Jul-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   (31-Jul-2026)       ||      ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (30-Jul-2026)       ||      କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   (30-Jul-2026)       ||      କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   (30-Jul-2026)       ||      ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   (30-Jul-2026)       ||      ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   (30-Jul-2026)       ||      ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   (30-Jul-2026)       ||      ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା    (30-Jul-2026)       ||      ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   (30-Jul-2026)       ||      ରେଡକ୍ରସ ତାଲିମ ଶିବିରରେ ମେଗା ରକ୍ତଦାନ ଶିବିର, ୭୨ ୟୁନିଟ୍ ରକ୍ତ ସଂଗ୍ରହ   (29-Jul-2026)       ||      କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   (29-Jul-2026)       ||      ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   (29-Jul-2026)       ||      ଗୁରୁ ପୁର୍ଣିମା ଦିବସ ପାଳିତ    (29-Jul-2026)       ||      ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   (29-Jul-2026)       ||      *କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   (29-Jul-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   (29-Jul-2026)       ||      *ସାଂସ୍କୃତିକ ପଏଁରୀ ଅନୁଷ୍ଠାନ ପକ୍ଷରୁ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ*-   (29-Jul-2026)       ||      କୁମ୍ଭlରୀ ଗୁରୁ ପୀଠରେ ଗୁରୁ ପୂର୍ଣ୍ଣିମା ଉତ୍ସବ ଓ ସାର୍ବଭୌମ ଆଧ୍ୟାତ୍ମିକ ଦିବସ ମହାସମାରୋହରେ ପାଳିତ   (29-Jul-2026)       ||     

HOME   ଜିଲ୍ଲା

ତୈଳ, ରନ୍ଧନ ଗ୍ୟାସ ଦର ପ୍ରତ୍ୟାହାର ଦାବି ନେଇ କଂଗ୍ରେସର ଧାରଣା

11-Jun-2021



କଂଟାବାଞ୍ଜି, (ଆନନ୍ଦ କୁମାର ମୋଟେ) ଦିନକୁ ଦିନ ଡିଜେଲ, ପେଟ୍ରୋଲ ଓ ରନ୍ଧନ ଗ୍ୟାସ ଦରଦାମ ଆକାଶ ଛୁଆଁ ହେଉଥିବା ଦେଖାଯାଉଛି । ରାଜ୍ୟର ବିଭିନ୍ନ ସ୍ଥାନରେ ପେଟ୍ରୋଲ ୧୦୦ ଟଙ୍କା ଥିବା ବେଳେ ଡିଜେଲ, ରନ୍ଧନ ଗ୍ୟାସ ମଧ୍ୟ ଦର ବୃଦ୍ଧି ହେଉଥିବା ଦେଖାଯାଉଛି । ତେବେ ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସ ବର୍ଦ୍ଧିତ ଦରବୃଦ୍ଧିକୁ ପ୍ରତ୍ୟାହାର ଦାବି ନେଇ କଂଗ୍ରେସ ଆନ୍ଦୋଳନ କରିଛି ।

ଆଜି କଂଟାବାଞ୍ଜି ନଗର କଂଗ୍ରେସ କମିଟି ପକ୍ଷରୁ ସହରର ବିଭିନ୍ନ ପେଟ୍ରୋଲ ପମ୍ପ ଠାରେ କଂଗ୍ରେସ କର୍ମି ମାନେ ବିକ୍ଷୋଭ ପ୍ରର୍ଦଶନ କରିଥିଲେ। କଂଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜା ଆନ୍ଦୋଳନରେ ଯୋଗ ଦେଇ କେନ୍ଦ୍ର ସରକାରଙ୍କ ବିରୋଧରେ ଗର୍ଜି ଥିଲେ । ଯେଉଁଭଳି ଭାବେ ପେଟ୍ରୋଲ ଓ ରନ୍ଧନ ଗ୍ୟାସ ଦର ବୃଦ୍ଧି ହେଉଛି ଜନସାଧାରଣ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ତୁରନ୍ତ କେନ୍ଦ୍ର ସରକାର ବର୍ଦ୍ଧିତ ଦରବୃଦ୍ଧିକୁ ପ୍ରତ୍ୟାହାର କରନ୍ତୁ ବୋଲି ବିଧାୟକ ଦାବି କରିଛନ୍ତି ।

କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ନେତୃତ୍ୱରେ ନିର୍ବାଚନ ମଣ୍ଡଳୀର ୩ଟି ବ୍ଲକର ପେଟ୍ରୋଲ ପମ୍ପ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । କରୋନା ମହାମାରୀ ସମୟରେ ତୈଳ ଦର ବୃଦ୍ଧି କରି ସାଧାରଣ ଜନତାକୁ କେନ୍ଦ୍ର ସରକାର ଶୋଷଣ କରୁଛନ୍ତି l ଏଣୁ ତୁରନ୍ତ ଦର ପ୍ରତ୍ୟାହାର ଦାବି କରିଛି କଂଗ୍ରେସ ଦଳ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                       31-Jul-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ   31-Jul-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   31-Jul-2026
  ଜିଲ୍ଲା  
ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   30-Jul-2026
  ରାଜ୍ୟ  
କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   30-Jul-2026
  ଜିଲ୍ଲା  
କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   30-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   30-Jul-2026
  ଜିଲ୍ଲା  
ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   30-Jul-2026
  ଜିଲ୍ଲା  
ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   30-Jul-2026
  ଜିଲ୍ଲା  
ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା   30-Jul-2026
  ଜିଲ୍ଲା  
ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   30-Jul-2026
  ରାଜ୍ୟ  
ରେଡକ୍ରସ ତାଲିମ ଶିବିରରେ ମେଗା ରକ୍ତଦାନ ଶିବିର, ୭୨ ୟୁନିଟ୍ ରକ୍ତ ସଂଗ୍ରହ   29-Jul-2026

You Might Also Like