-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ବିନିକା ଦେଶୀଭାଟି କର୍ମଚାରୀ ଜବତ କଲେ 235 ଲିଟର ରନ୍ଧାମଦ, ବେପାରୀଙ୍କୁ ଉତ୍ତମ ମଧ୍ୟମ

12-Jun-2021



ବିନିକା (ହିମାଂଶୁ ଶେଖର ପୁଟେଲ) : ଆଜି ଶନିବାର ସଟଡ଼ାଉନର ସୁଯୋଗ ନେଇ ମଦ ବେପାରୀ ମାନେ ଖୁଲମଖୁଲା ବେଆଇନ ମଦ ଚାଲାଣ ପାଇଁ ସକ୍ରିୟ ହୋଇପଡିଛନ୍ତି ସୁବର୍ଣ୍ଣପୁର ଜିଲ୍ଲା ବିନିକା ଓ ଉଲୁଣ୍ଡା ବ୍ଲକ ଅଞ୍ଚଳରେ l ପୋଲିସ ଓ ଅବକାରୀ ବିଭାଗ ଏମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଥିଲେ ମଧ୍ୟ ଏମାନେ କିଛି ଦିନପରେ କୋର୍ଟ ରୁ ଜାମିନରେ ଚାଲିଆସି ପୁନଃ ତାଙ୍କ ବେପାର ଆରମ୍ଭ କରିଦେଉଛନ୍ତି l ଧରପକଡ ଚାଲୁ ରହିଥିଲେ ମଧ୍ୟ ମଦ ବେପାରୀଙ୍କ ପ୍ରଶାସନ ପ୍ରତି ଖାତିର ନାହିଁ କହିଲେ ଚଲେ l ଯାହାର ଆଜି ଜ୍ୱଳନ୍ତ  ପ୍ରମାଣ ଦେଖିବାକୁ ମିଳିଛି ଉଲୁଣ୍ଡା-ବିନିକା ରାସ୍ତାରେ l
ସକାଳ ପ୍ରାୟ ୮ଘଣ୍ଟା ସମୟରେ ଉଲୁଣ୍ଡା ବ୍ଲକ ଝାରବାହାଳି ଗ୍ରାମରୁ ଇଣ୍ଡିକା କାରରେ ରନ୍ଧା ମଦ 235 ଲିଟର ନେଇ ଦୁଇ ଜଣ ବ୍ୟକ୍ତି ଚଢ଼େଇପଙ୍କ ଦେଇ ଭେଡେନ ଅଭିମୁଖେ ଯାଉଥିଲେ। କୌଣସି ସୂତ୍ରରୁ ଖବର ପାଇ ବିନିକା ଭାଟି କର୍ମଚାରୀ ମାନେ ତାହାଙ୍କୁ ମାନପୁର ଛକରେ ଅଟକାଇ ଥିଲେ। ଡ୍ରାଇଭର ଗାଡିର ଷ୍ଟାର୍ଟ  ବନ୍ଦ କରିଦେଇ ସେଠାରୁ  ଫେରାର ହୋଇଯାଇଥିଲା।କାରର ପଛପଟେ ବସିଥିବା  ମଦବେପାରି କୁ କାବୁକରି ଭାଟି କର୍ମଚାରୀ ମାନେ ଉତ୍ତମ ମଧ୍ୟମ ଦେଇଥିଲେ। ଏହି ଘଟଣା ପରେ ସେଠାରେ ବହୁ ଲୋକଙ୍କ ଭିଡ଼ ଜମିଥିଲା l ଉପସ୍ଥିତ  ଲୋକମାନେ ମଦବେପାରୀକୁ ଅଟକ ରଖି ଉଲୁଣ୍ଡା ପୋଲିସକୁ ଖବର ଦେଇଥିଲେ।ପୋଲିସ ଘଟଣା ସ୍ଥଳକୁ ଆସି ଅନୁସନ୍ଧାନ ଜାରି ରଖିଛି।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like